ନାହୋ ଉଚ୍ଚପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ
ଆଗରପଡ଼ା :ବନ୍ତବ୍ଲକ ରାମକୃଷ୍ଣପୁର ପଂଚାୟତ ନାହୋ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଧରିତ୍ରୀ ନାୟକଙ୍କ ସଭାପତିତ୍ତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ପ୍ରାକ୍ତନ ପ୍ରଧାନଶିକ୍ଷକ ରୋହିତ ଜେନା, ମୁଖ୍ୟ ବକ୍ତା ପ୍ରାକ୍ତନ ବ୍ଲକ ଅତିରିକ୍ତ ଶିକ୍ଷାଅଧିକାରୀ ନିଗମାନନ୍ଦ ମିଶ୍ର, ସମ୍ମାନିତ ଅତିଥି ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୋଦ ପଣ୍ଡା, ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ ମଲିକ, ପ୍ରାକ୍ତନ ଆଂଚଳିକ […]
Read More Text.