ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ, ୧୬ ଟି ନୂଆ ଯୋଜନାର ବ୍ୟବସ୍ଥା

ଭୁବନେଶ୍ୱର :  ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ସ୍ବପ୍ନ ଦେଖୁଥିବା ମୋହନ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ବ୍ୟୟବରାଦ ଯେଭଳି ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏବଂ ସବୁ ବର୍ଗର ଲୋକଙ୍କ ପାଇଁ ଖର୍ଚ୍ଚ ହେବି ସେପରି ବ୍ୟବସ୍ଥା କରାଯାଇଛି । ବଜେଟ୍ ରେ ୧୬ ଟି ନୂଆ ଯୋଜନାର ବ୍ୟବସ୍ଥା ରହିଛି । ଆସନ୍ତୁ ଜାଣିବା କଣ ନୂଆ ଯୋଜନା । ଗରିବ ଝିଅ ବିବାହ ପାଇଁ ନୂଆ […]

Read More Text.

୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା କଣ ରହିଛି ବଜେଟ ଓ କେଉଁ ବିଭାଗକୁ କେତେ ? କେଉଁ ବିଭାଗକୁ କେତେ? ଅର୍ଥ ବିଭାଗ- ୬୩, ୫୧୨ କୋଟି ଟଙ୍କା ସ୍କୁଲ ଓ ଗଣଶିକ୍ଷା – ୩୧, ୧୮୫ କୋଟି ଟଙ୍କା ପଞ୍ଚାୟତିରାଜ […]

Read More Text.

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ କାର୍ଯ୍ୟକାରୀ ହେବ ବୋଲି ଆଜି ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତରରେ ଏହା କହିଛନ୍ତି । ଅନ୍ୟପଟେ, ରାଜ୍ୟରେ ଖାଲିପଡିଥିବା ୫୨୪୮ଟି […]

Read More Text.

ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ ।  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ।  ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ ଫାଇଲ ପ୍ରୋସେସିଙ୍ଗ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।  ଆଜି ଟଙ୍କା ନେବା ପରେ ଟଙ୍କାକୁ ଅନ୍ୟ ଜଣେ ବ୍ୟକ୍ତି ଅରୁଣ ସେଠଙ୍କୁ ହସ୍ତାନ୍ତର କରିଥିଲେ। ଉଭୟଙ୍କୁ ଅଟକ ରଖିଛି […]

Read More Text.

ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି ଲିଖିତ ଅଭିଯୋଗ ହୋଇନାହିଁ ବୋଲି ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ଲିଖିତ ଅଭିଯୋଗ ହୋଇନାହିଁ । ମାଡ଼ ଓ ନିର୍ଯାତନା ନେଇ ପୁରୀ ସାମୁଦ୍ରିକ ଥାନାରେ କିଛି ବି ଅଭିଯୋଗ ହୋଇନି […]

Read More Text.

କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ  ।  ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି  । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା ଅନ୍ୟ ଜଣେ ଛାତ୍ରର ପ୍ରେମ ସମ୍ପର୍କ ରହିଥିବା ଅନୁମାନ କରାଯାଉଛି ।  କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବାରୁ ଛାତ୍ରୀ ଜଣକ ଜୀବନ ହାରିଥିଲେ ବୋଲି ଅନୁମାନ କରାଯାଉଛି । ଏହି […]

Read More Text.

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା

ପୁରୀ :  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା ।  ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି । ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା । ବଡ଼ଦାଣ୍ଡରେ ଟ୍ରାଫିକ୍ କଣ୍ଟ୍ରୋଲ ସହ ଭିଡ଼କୁ ନିୟନ୍ତ୍ରଣ କରିବାରେ ଅସ୍ତ୍ର ସାଜିବ AI କ୍ୟାମେରା । ସନ୍ଦିଗ୍ଧଙ୍କୁ ଚିହ୍ନଟ […]

Read More Text.

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ ଅଛନ୍ତି । ଦୁଇ ଜଣ ଆଇଏଏସ୍ ଅଧିକାରୀ ଆନ୍ତଃ-କ୍ୟାଡର ଡେପୁଟେସନରେ କାମ କରୁଥିବା ବେଳେ ୨୨ ଜଣ ଆଇଏଏସ୍ ଅଧିକାରୀ […]

Read More Text.

ମୋ ବସ୍ ନା ମର୍ଡର ବସ୍? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ

ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ ।  ମୋ ବସ୍ ନା ମର୍ଡର ବସ୍ ?  ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ ।  ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କ୍ଷତି ଭରଣା ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ସୋଫିଆ ।   ମୋ ବସ ଡ୍ରାଇଭରଙ୍କ ସ୍କିଲ ଟେଷ୍ଟ ଠିକ ଭାବେ କରାଯାଉଛି ନା ନାହିଁ ବୋଲି ପ୍ରଶ୍ନ କରିଛନ୍ତି […]

Read More Text.

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ, ଗତ ୮ ମାସ ଭିତରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୫୦ ସରକାରୀ ଅଧିକାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ରାଜ୍ୟରେ ଦୁର୍ନୀତିଖୋର୍ ବାବୁଙ୍କ ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ। ୮ […]

Read More Text.