ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ

ପୁରୀ: ପୁରୀରେ ଭୂକମ୍ପ ଗୁଜବ ।  ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା ।  କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।  ଆଜି କେବଳ ଦିଲ୍ଲୀ ଓ ବିହାରରେ ଭୂକମ୍ପ ହୋଇଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ହେଲେ ପୁରୀରେ ଭୂକମ୍ପ ନେଇ ବିନ୍ଦୁ ବିସର୍ଗ ସୂଚନା ନାହିଁ ।  ପ୍ରଶ୍ନ ହେଉଛି ଏଭଳି ଗୁଜବ କିଏ […]

Read More Text.

୨୬ ପର୍ଯ୍ୟନ୍ତ ଗଙ୍ଗା ଆଳତି ବନ୍ଦ, ବାରାଣସୀ​‌ରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା

ବାରାଣସୀ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ଯୋଗୁଁ ରାଜ୍ୟର ଅନ୍ୟ ପ୍ରମୁଖ ତୀର୍ଥସ୍ଥାନ ଯଥା ଅଯୋଧ୍ୟା ରାମ ମନ୍ଦିର, ବାରାଣସୀ, କାଶୀ ବିଶ୍ବନାଥ ଓ ଅନ୍ୟାନ୍ୟ ସ୍ଥାନରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ଏପରି ଭିଡକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ପ୍ରଶାସନ ପକ୍ଷରୁ କଟକଣା ଲାଗୁ କରାଯାଇଛି। କଟକଣା ଅନୁଯାୟୀ ବାରାଣସୀର ଗଙ୍ଗା ନଦୀ କୂଳର ବିଭିନ୍ନ ଘାଟରେ ପ୍ରତିଦିନ ହେଉଥିବା ଗଙ୍ଗା ଆଳତିକୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ସେହିପରି […]

Read More Text.

୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନର ଉତ୍ତର ରଖଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮ ମାସରେ ୧୮ ହଜାର ୧ ମହିଳା […]

Read More Text.

ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର କରିଛି ପୋଲିସ। ଏନକାଉଣ୍ଟରରେ ଆହତ ହୋଇଛି ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେ। ଅର୍ଜୁନର ବାମ ପଟ ଆଣ୍ଠୁରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ତାକୁ ପ୍ରଥମେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଏମ୍ସ […]

Read More Text.

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି। ଗତ ଶୁକ୍ରବାର ପାତ୍ରପଡ଼ାରେ ଘଟିଥିଲା ଏହି ଦୁର୍ଘଟଣା। ଶହେ ମିଟର ଯାଏଁ ସ୍କୁଟିକୁ ଘୋଷାଡ଼ି ନେଇଥିଲା ମୋ ବସ୍‌। ଏହି ଦୁର୍ଘଟଣାରେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା ବେଳେ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଭୂତତ୍ତ୍ୱ ବିଭାଗର ଜାତୀୟ ଆଲୋଚନାଚକ୍ର

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଭୂତତ୍ତ୍ୱ ବିଭାଗ ଦ୍ୱାରା ଏକ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । “ଏକ୍ସ୍‌ପ୍ଲୋରିଙ୍ଗ ୱାଣ୍ଡରସ୍‌ ଅଫ୍‌ ଜିଓଲୋଜି” ଶୀର୍ଷକ ଏହି ଆଲୋଚନାଚକ୍ରକୁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଉଦଘାଟନୀ ଅଧିବେଶନରେ ଅଧ୍ୟକ୍ଷତା କରିଥିଲେ । ପ୍ରଫେସର ତ୍ରିପାଠୀ ନିଜ ବକ୍ତବ୍ୟରେ ଭୂତତ୍ତ୍ୱ ହେଉଛି […]

Read More Text.

ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଅନୁଷ୍ଠିତ

ବାରିପଦା – ସମଗ୍ର ଶିକ୍ଷା, ମୟୁରଭଞ୍ଜ ଆନୁକୂଲ୍ୟରେ ବାରିପଦା ବ୍ଲକର ସେଣ୍ଟ ମେରି ଉଚ୍ଚ ବିଦ୍ୟାଳୟ, ଓଡିଶା ଆଦର୍ଶ ବିଦ୍ୟାଳୟ, ରାଣୀଭୋଳ, ଏମ ପି କେ ବାଳିକା ଉଚ୍ଚ ବିଦ୍ୟାଳୟ, ଭଂଜପୁର ଉଚ୍ଚ ବିଦ୍ୟାଳୟ ଓ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ୫ ଟି ଶିବିରରେ ସୁରେନ୍ଦ୍ରସାଏ ଦିବ୍ୟ ଦୃଷ୍ଟି ଯୋଜନା ଅନୁଷ୍ଠିତ ହୋଇଯାଇଛି I ଗୋଷ୍ଠୀ ସମ୍ବଳ ଶିକ୍ଷୟତ୍ରୀ ରେଖାରାଣୀ ଦାସ ଓ ଶିକ୍ଷକ ଦିଲ୍ଲୀପ କୁମାର ଦାସଙ୍କ ସଂଯୋଜନାରେ ଚକ୍ଷୁ […]

Read More Text.

ଆନନ୍ଦ ମାର୍ଗ ବିଦ୍ୟାଳୟରେ ଯୋଗ ଓ ସମାଜ କଲ୍ୟାଣ ପ୍ରଶିକ୍ଷଣ ଶିବିର

ଆଗରପଡ଼ା :ବନ୍ତ ଠାରେ ଅବସ୍ଥିତ ଥିବା ଆନଦ ମାର୍ଗ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପକ୍ଷରୁ ତ୍ରୀ ଦିବସବ୍ୟପି ଆନଂଦମାର୍ଗ ଯୋଗ ଓ ସମାଜ କଲ୍ୟାଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଡ଼ ମୁରଲୀ ଧର ସୁତାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ୧୨ ଜଣ ସନ୍ୟାସୀ ଓ ସନ୍ୟାସୀନୀ ଯୋଗଦେଇ ଏକ ଇଶ୍ୱର,ଏକଧର୍ମ,ଏକଜାତୀ,ଏକ ବିଶ୍ୱ,.ଏକ ମାନବ ସମାଜ ଉପରେ ଉଦ୍‌ବୋଧନ ସହ ବ୍ୟକ୍ତି ବିଶେଷଙ୍କୁ ଆତ୍ମଜ୍ଞାନ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏହି ପ୍ରଶିକ୍ଷଣ […]

Read More Text.

ବନବିହାରୀ ସରକାରୀ ଉପ୍ରା ବିଦ୍ୟାଳୟ ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ବ୍ଲକ୍ ପଧାନପଡ଼ା ପଂଚାୟତ ସ୍ଥିତ ବନବିହାରୀ ସରକାରୀ ଉ.ପ୍ରା ବିଦ୍ୟାଳୟର ବାର୍ଷିକୋତ୍ସବ ରବିବାର ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅଜୟ କୁମାର ପୃଷ୍ଟି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ ,ଡ଼ ସୁଧାଂଶୁ ନାୟକ,ପ୍ରାକ୍ତନ ଅଧ୍ୟକ୍ଷ ରବିନ୍ଦ୍ର ନାରାୟଣ ସାହୁ, ସୁଧାଂଶୁ ମହାନ୍ତି, ଶିକ୍ଷାକମିଟି ସଭାପତି ବିନୋଦ କୁମାର ବାରିକ ପ୍ରମୁଖ ଛାତ୍ରଛାତ୍ରୀମାନଙ୍କୁ ଉଚିତଶିକ୍ଷା ଲାଭ କରି ସୁନାଗରିକ ହେବାକୁ ଉଦ୍‌ବୋଧନ ଦେଇଥିଲେ ।ଏହି ଅବସରରେ […]

Read More Text.

ବନ୍ତ ସରକାରୀ ଉଚ୍ଚବିଦ୍ୟାଳୟ ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ସଦର ମୋହକୁମାରେ ଅବସ୍ଥିତ ଥିବା ବନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଉତ୍ତମ କୁମାର ଦତ୍ତ ଙ୍କ ସଭାପତିତ୍ୱରେ ଅତିଥି ଭାବେ ସ୍ଥାନୀୟ ସରପଂଚ ମାନସୀରାଣୀ ରାଉତ, କୃତୀ ଶିକ୍ଷକ ଶଶୀଶେଖର କର ଶର୍ମା, ଶିକ୍ଷାବିତ୍ ତ୍ରୀଲୋଚନ ପଣ୍ଡା, ସିଆରସିସି ଅଶୋକ ଦାସ, ଗଂଗାଧର ନାୟକ, ପଂଚାନନ ଜେନା, ରମେଶ ଚକ୍ରବର୍ତ୍ତି, ଅଖିଳ ଭାଟରାଏ, ମୁକ୍ତିକାନ୍ତ ସେଠୀ, ସସ୍ମୀତା ବେହେରା ପ୍ରମୁଖ ଯୋଗଦେଇଥିଲେ […]

Read More Text.