ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ
ଭୁବନେଶ୍ୱର : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ଵର ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆରେ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ-୨୦୨୫ ଉଦ୍ଘାଟିତ ହୋଇଯାଇଛି । ଏହି ସମାବେଶରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ କରାଯାଇଥିଲା । ଏଥିସହିତ ଶିକ୍ଷିତ ଯୁବକ ଯୁବତୀଙ୍କ ମନରେ ମତ୍ସ୍ୟ ଓ ପ୍ରାଣୀ ପାଳନ ପ୍ରତି ଆଗ୍ରହ ସୃଷ୍ଟି କରାଇବା ସହ ସରକାରଙ୍କର ବିଭିନ୍ନ ଯୋଜନା ସଂପର୍କରେ ଅବଗତ କରାଯାଇଥିଲା । ବୈଜ୍ଞାନିକ ପଦ୍ଧତିରେ ଚାଷ କଲେ […]
Read More Text.