ଗୋପିନାଥଜୀଉ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଆଗରପଡ଼ା :ବନ୍ତ ବ୍ଳକ ଗୋପିନାଥପୁର ପଂଚାୟତ ଅନ୍ତର୍ଗତ ଗୋପିନାଥଜୀୟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷୟିତ୍ରୀ ମଂଜୁଲତା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ବିଆରସିସି ହରେକୃଷ୍ଣ ଆପଟ,ମୁଖ୍ୟ ବକ୍ତା ସାହିତ୍ୟିକ ତଥା ବିଶିଷ୍ଟ ପ୍ରବଚକ ହରିହର ପାଣିଗ୍ରାହୀ,ସମ୍ମାନିତ ଅତିଥି ଏବିଓ ପ୍ରମୋଦ ପଣ୍ଡା,ଭାଗିରଥି ପାତ୍ର,ସରପଂଚ ସବିତାରାଣୀ ନାୟକ,ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପାଢୀ,ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଧର୍ମେନ୍ଦ୍ର ନାରାୟଣ ଜେନା,ଅବସରପ୍ରାପ୍ତ ପୂର୍ବତନ […]
Read More Text.