ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ
ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ପର୍ଯ୍ୟଟକମାନେ ନନ୍ଦନକାନନ ମୁଖ୍ୟ ଫାଟକ ଦେଇ ସମ୍ମୁଖରେ ଥିବା ଟିକେଟ କାଉଣ୍ଟରରେ ଟିକେଟ କରି ପ୍ରବେଶ କରୁଥିଲେ। ବର୍ତ୍ତମାନ ଏହି ମାର୍ଗ ପରିବର୍ତ୍ତନ ହୋଇଛି। ପୂର୍ବରୁ ଗୋଟିଏ ମାର୍ଗରେ ଆସି ଜୀବଜନ୍ତୁଙ୍କୁ ସଠିକ୍ ଭାବେ […]
Read More Text.