୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏପର୍ଯ୍ୟନ୍ତ ୩୭ ଲକ୍ଷ ଲୋକ e- KYC କରି ନାହାନ୍ତି । ଯେଉଁମାନେ E-kyc କରି ନାହାନ୍ତି। ସେମାନେ ଶୀଘ୍ର ଏହା କରି […]
Read More Text.