ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ

ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସଟର ଭାଙ୍ଗିବା ସହିତ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ନିଆଁ ଲାଗି ବ୍ୟାଙ୍କର ଆସବାବ ପତ୍ର, ଏସି , କମ୍ପ୍ୟୁଟର ଆଦି ପୋଡି ନଷ୍ଟ ହୋଇଯାଇଛି। ସେପଟେ ଷ୍ଟ୍ରଙ୍ଗ ରୁମ୍ ସୁରକ୍ଷିତ […]

Read More Text.

ଆରମ୍ଭ ହେଲା ଦେବରକୁଣ୍ଡ ମେଳା, ଦେବରକୁଣ୍ଡରେ ବୁଡ଼ ପକାଇ ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ

ଭଦ୍ରକ: ଆରମ୍ଭ ହୋଇଛି ଭଦ୍ରକର ପ୍ରସିଦ୍ଧ ଦେବରକୁଣ୍ଡ ମେଳା । କାଉପୁର ସ୍ଥିତ ଥିବା ଦେବରକୁଣ୍ଡଠାରେ ପବିତ୍ର ଭୈମୀ ଏକାଦଶୀରୁ ଆରମ୍ଭ ହୋଇଛି ଏହି ମେଳା। ଧାର୍ମିକ ଦୃଷ୍ଟି କୋଣରୁ ଏହି ମେଳା ବହନ କରୁଛି ସ୍ବତନ୍ତ୍ର ମାହାତ୍ମ୍ୟ। କିମ୍ବଦନ୍ତୀ କହେ ପ୍ରଭୁ ରାମଚନ୍ଦ୍ର ଓ ମାତା ସୀତା ବନବାସରେ ଥିବା ସମୟରେ ଲକ୍ଷ୍ମଣ ଶର ମୁନରେ ତିଆରି କରିଥିଲେ ଏହି କୁଣ୍ଡ। କୁଣ୍ଡଟି ପୂଣ୍ୟତୋୟା ସାଳନ୍ଦୀ ନଦୀର ମଧ୍ୟସ୍ଥଳୀର ରହିଛି। ଏହି କୁଣ୍ଡର ପାଣିକୁ ମା’ […]

Read More Text.

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି କହିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଯୋଗେ ସୂଚନା ଦେଇ ଶାହ କହିଛନ୍ତି ଯେ, ନକ୍ସଲମୁକ୍ତ ଭାରତ ଗଠନ ନେଇ ଯବାନଙ୍କୁ ବଡ଼ ସଫଳତା ମିଳିଛି। ୨୦୨୬ ମାର୍ଚ୍ଚ […]

Read More Text.

ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ହତ୍ୟା କରାଯାଇଛି ।  ଏହି ଘଟଣାକୁ ନେଇ ପରିବାର ଲୋକେ ଅଭିଯୋଗ କରିଛି। ଯାଜପୁର ରୋଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ମାର୍ଶାଘାଇରେ ଯୁବକଙ୍କୁ ପିଟିପିଟି ହତ୍ୟା […]

Read More Text.

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩୧ ମାଓବାଦୀ ନିହତ

ମାଲକାନଗିରି ୦୯।୦୨ : ମାଓ ସଂଗଠନକୁ ଜୋରଦାର ଝଟ୍‌କା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩୧ ମାଓବାଦୀ । ଛତିଶଗଡ଼ ବିଜାପୁର ଜଙ୍ଗଲରେ ଘଟିଛି ଏହି ଏନ୍‌କାଉଣ୍ଟର । ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ । ଖବର ଅନୁଯାୟୀ, ବିଜାପୁର ଜଙ୍ଗଲରେ କିଛି ମାଓବାଦୀମାନେ ଲୁଚି ରହିଥିବାର ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସ୍ଥାନୀୟ ପୋଲିସ ଏବଂ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପେରସନ । ଏହି ସର୍ଚ୍ଚ ଅପରେସନରେ ଦୀର୍ଘ […]

Read More Text.

ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ

ଭୁବନେଶ୍ବର: ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ । ଯାହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ । ଉକ୍ତ ଦାବି ଗୁଡିକ ହେଲା, ୨୦୧୦ ମସିହାରେ ରାଜ୍ୟରେ ଲାଗୁ ହୋଇଥିବା ଶିକ୍ଷା ଅଧିକାର ଅଧିନିୟମକୁ ସରକାର ଏଯାବତ୍ ଆଦୌ କାର୍ଯ୍ୟକାରୀ କରୁନାହାନ୍ତି । ଆଦର୍ଶ ବିଦ୍ୟାଳୟ ନାମରେ ପ୍ରତି ପଞ୍ଚାୟତରେ ଗୋଦାବରୀଶ ବିଦ୍ୟାଳୟ ଖୋଲି ଅନ୍ୟ […]

Read More Text.

ତିନିଯୁବକଙ୍କ ଆକ୍ରମଣରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ଛେଣ୍ଡିପଦା ନିଶା ଶିଳ୍ପାଞ୍ଚଳ ଥାନା ଗୋଳାବନ୍ଧରେ ସ୍ଥାନୀୟ ତିନିଯୁବକଙ୍କ ଆକ୍ରମଣରେ ଜିନ୍ଦଲ କମ୍ପାନୀର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉଜଣେ ଗୁରୁତର ଆହତ ହୋଇଛନ୍ତି। ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ରାତି ୮ ଟାରେ ଜିନ୍ଦଲ ପ୍ଲାଣ୍ଟରେ କାମ ସାରି ବିହାର ଅଞ୍ଚଳର ମହମ୍ମଦ ଜଲାନ ଆଲମ(୩୧) ଓ ସାନଭାଇ ମହମ୍ମଦ ସରବରେ ଆଲମ(୨୩) ସାଇକେଲରେ ଗୋଳାବନ୍ଧ ଫେରୁଥିଲେ। ଫେରିବା ବାଟରେ ରେଳ ଫାଟକ ନିକଟରେ ଏକ ବାଇକ ତାଙ୍କ ସାଇକେଲକୁ ଧକ୍କା ହୋଇଥିଲା। […]

Read More Text.

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । ଏହା ଫେବୃଆରୀ ୧୫ ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ପୁରୁଷ ଏବଂ ମହିଳା ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍ ଭୁବନେଶ୍ବରରେ ଖେଳାଯିବ । ଫେବୃଆରୀ ୧୫ରେ ଘରୋଇ ଦଳ ଭାରତ […]

Read More Text.

ଦିଲ୍ଲୀରେ ଉତ୍ତମ ମହାନ୍ତି, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା

ଦିଲ୍ଲୀରେ ଉତ୍ତମ ମହାନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତକାଲି ଘରୋଇ ହସ୍ପିଟାଲରୁ  ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ହସ୍ପିଟାଲରୁ ଏୟାରପୋର୍ଟକୁ ନିଆଯାଇଥିଲା । ଲିଭର ସିରୋସିସରେ ପୀଡ଼ିତ ହୋଇ କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଛି। ଏୟାରଲିଫଟ ପାଇଁ ଘରୋଇ ହସ୍ପିଟାଲ ପକ୍ଷରୁ ସମସ୍ତ ସହାୟତା କରାଯାଇଥିଲା । ସୂଚନା ଅନୁସାରେ, ଅଭିନେତା ଉତ୍ତମ […]

Read More Text.

୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି

ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଲୋକ ଇ-କେୱାଇସି କରିନାହାନ୍ତି । ଇ-କେୱାଇସି ନକଲେ କାର୍ଡ ସରେଣ୍ଡର ବୋଲି ଧରିନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ପାତ୍ର । ତେବେ […]

Read More Text.