ବାରିପଦା ପୌରପାଳିକା ରେ କ୍ୟାବିନେଟ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଜନଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
୫୭୪ଟି ଅଭିଯୋଗର ଶୁଣାଣି କଲେ ମନ୍ତ୍ରୀ, ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଦେଲେ ନିର୍ଦ୍ଦେଶ ବାରିପଦା: ଓଡିଶା ସରକାରଙ୍କ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମାନ୍ୟବର କ୍ୟାବିନେଟ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ବାରିପଦା ପୌରପାଳିକା କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜନଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ୫୭୩ ଟି ଅଭିଯୋଗ ଶୁଣାଣି ହୋଇଥିବା ବେଳେ ମାନ୍ୟବର ମନ୍ତ୍ରୀ […]
Read More Text.