କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ ଅରଡେଇ ପୋଲ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚେଷ୍ଟାରେ କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଂଚାୟତ ପାଇଲା ନୂତନ ପରିଚୟ। ବହୁଦିନୁ ଏହି ଅଞ୍ଚଳ ସମେତ ଆଖପାଖ ପାଞ୍ଚଟି ପଂଚାୟତର ଲୋକଙ୍କ ଆଶା ଥିବା ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଉଦଘାଟନ କରି ଏହାକୁ ଜନସାଧାରଣଙ୍କୁ ଉତ୍ସର୍ଗୀକୃତ କରିଛନ୍ତି। ସୂଚନାଯୋଗ୍ୟ ଯେ ଏହି ପୋଲ ପ୍ରାୟ ୫୦୦୦ରୁ ଊର୍ଦ୍ଧ୍ୱ ଅଂଚଳବାସୀଙ୍କ ଦୈନନ୍ଦିନ ଗମନାଗମନର ମୁଖ୍ୟ ଧାରା ସାଜିଛି। କେନ୍ଦୁଝର ଗସ୍ତରେ ଯାଇ […]
Read More Text.