୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ, ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ଲେଖକ ଚରଣ ହେମ୍ବ୍ରମ ସମ୍ମାନିତ
ଭୁବନେଶ୍ୱର : ଓଡ଼ିଶାର ଚରଣ ହେମ୍ବ୍ରମଙ୍କ ସହ ୪ ଜଣଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ଓଡ଼ିଶାର ସାନ୍ତାଳୀ ଭାଷାର ବିଶିଷ୍ଟ ଲେଖକ ଚରଣ ହେମ୍ବ୍ରମଙ୍କୁ ୨୦୨୬ ପାଇଁ ପଦ୍ମଶ୍ରୀ ସମ୍ମାନ । ସାହିତ୍ୟ ଓ ଶିକ୍ଷାକ୍ଷେତ୍ର ପାଇଁ ଶ୍ରୀ ହେମ୍ବ୍ରମ ପାଇଲେ ପଦ୍ମଶ୍ରୀ ସମ୍ମାନ । ଜାତୀୟ ଗଣମାଧ୍ୟମରେ ସୁତ୍ରରୁ ସୂଚନା ମିଳିଛି । ସେହିପରି ମହେନ୍ଦ୍ର କୁମାର ମିଶ୍ର, ଶରତ କୁମାର ପାତ୍ର ଓ ସୀମାଞ୍ଚଳ ପାତ୍ରଙ୍କୁ କଳା ପାଇଁ ପଦ୍ମଶ୍ରୀ ସମ୍ମାନ । […]
Read More Text.