“ଓଡ଼ିଆ ପ୍ରିନିୟର ୩. ୦” ହାକାଥାନ: ରାଜ୍ୟସ୍ତରକୁ ଶ୍ରେଷ୍ଠ ତିନି ପ୍ରକଳ୍ପ ମନୋନୀତ 

ବାରିପଦା : ବାରିପଦାସ୍ଥିତ ଶ୍ରୀମା’ ମହିଳା ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଷ୍ଟାରସ ପ୍ରୋଗ୍ରାମ ଅଧୀନରେ “ଜିଲ୍ଲା ସ୍ତରୀୟ ଓଡ଼ିଆ ପ୍ରିନିୟର-ଏ ସ୍ମାର୍ଟ ଓଡିଶା ହାକଥନ ୩. ୦ ” ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇଆଇଟି ଭୁବନେଶ୍ୱର ଦ୍ୱାରା ମନୋନୀତ ୨୧ଟି ଅଭିନବ ପ୍ରକଳ୍ପକୁ ନେଇ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଙ୍କ  ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି […]

Read More Text.

ଜିଲ୍ଲାସ୍ତରୀୟ  ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

ବାରିପଦା :  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ବାରିପଦାସ୍ଥିତ ସଭା ଗୃହରେ ଜିଲ୍ଲାସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ (ଭି ବି ଡି) ଡା. ବିଜୟ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାର ଆଲୋଚନା କାଳରେ ଡା. ଦାସ ସମସ୍ତ ଜ୍ୱର ରୋଗୀଙ୍କୁ ସଠିକ ସମୟରେ ରକ୍ତ ପରୀକ୍ଷା କରିବା, ନିତି ମଶାରୀ ଟାଙ୍ଗି ଶୋଇବା ଆଦି ବିଷୟ ଉପରେ ଗୁରୁତ୍ୱାରୋପ କରିଥିଲେ । ସେହିପରି ଜିଲ୍ଲାର ସମସ୍ତ […]

Read More Text.

ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

୧୦ ହିତାଧିକାରୀଙ୍କୁ ନୂତନ କାର୍ଯ୍ୟାଦେଶ ବଣ୍ଟନ  ବାରିପଦା : ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଶହୀଦ ସ୍ମୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅତ୍ୟନ୍ତ ଆଡ଼ମ୍ବରପୂର୍ଣ୍ଣ ସହକାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାରିପଦା ସଦର ବିଧାୟକ ଶ୍ରୀ ପ୍ରକାଶ ସୋରେନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସମାରୋହର ଶୁଭାରମ୍ଭ କରିଥିଲେ । ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା ଯୋଗଦେଇଥିଲେ […]

Read More Text.
772ca9c2 b573 4ff9 bf32 08adedce4f09

ୟୁନିଟ-୨ ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ପୂଜ୍ୟ ପୂଜା ଓଡ଼ିଶା’ ପକ୍ଷରୁ ଆଲୋଚନା ଚକ୍ର ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୫/୪ (ନି.ପ୍ର): ସ୍ଥାନୀୟ ୟୁନିଟ-୨ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପୂଜ୍ୟ ପୂଜା ଓଡ଼ିଶା’ ପକ୍ଷରୁ ଏକ ବିଦ୍ୟାଳୟ ଭିତ୍ତିକ ଆଲୋଚନା ଚକ୍ର ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସବିତା ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାରସ୍ୱତ ସଂଗଠକ ତଥା ‘ପୂଜ୍ୟ ପୂଜା ଓଡ଼ିଶା’ର ସମ୍ପାଦକ ରମାକାନ୍ତ ମିଶ୍ର ମୁଖ୍ୟ ବକ୍ତା ଓ ଆଲୋଚକ ଭାବେ ଯୋଗଦେଇଥିଲେ। ଏହି ଅବସରରେ ଶ୍ରୀ ମିଶ୍ର ପୂଜ୍ୟ ପୂଜାର ମହନୀୟତା ସମ୍ପର୍କରେ […]

Read More Text.

ବେଆଇନ ଗୋଦାମ ଉପରେ ଚଢ଼ାଉ, ୫୦୦ ଏଲପିଜି ସିଲିଣ୍ଡର ଜବତ

କଟକ:୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ । ଆଜି ସକାଳେ କଟକ ସଦର ଥାନା ଅନ୍ତର୍ଗତ ବାରଙ୍ଗ ବ୍ଲକର ବ୍ରାହ୍ମଣ ଝରିଲୋରେ ଏକ ବେଆଇନ ଗୋଦାମ ଉପରେ ପୁଲିସ୍‌, ଜିଲ୍ଲା ପ୍ରଶାସନ ଏବଂ ସିଭିଲ ଯୋଗାଣ ଅଧିକାରୀଙ୍କ ଏକ ମିଳିତ ଟିମ୍ ଚଢାଉ କରାଯାଇଥିଲା। ଫୁଲନଖରା-ନିଆଳି ରାଜ୍ୟ ରାଜପଥ ୬୦ ପାର୍ଶ୍ୱରେ ଏକ ଘରୁ ବେଆଇନ ଏଲପିଜି ସିଲିଣ୍ଡର ସଂରକ୍ଷଣ ଏବଂ ବଣ୍ଟନ ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ କଟକ ଗ୍ରାମାଞ୍ଚଳ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]

Read More Text.
Bhitarkanika park

କୁମ୍ଭୀର ପ୍ରଜନନ ପାଇଁ ମେ ୧ରୁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ମନା

ରାଜନଗର : ମେ ୧ରୁ ଭିତରକନିକା ବନ୍ଦ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ ବୋଲି କହିଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର । ଏହାର ମୁଖ୍ୟ କାରଣ ହେଲା ବଉଳା କୁମ୍ଭୀରଙ୍କ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସିଡିଓଇ ପକ୍ଷରୁ ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଅନୁସ୍ଥାପନ କାର୍ଯ୍ୟକ୍ରମ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦୂରବର୍ତ୍ତୀ ଏବଂ ଅନଲାଇନ୍ ଶିକ୍ଷା କେନ୍ଦ୍ର (ସିଡିଓଇ) ଦ୍ୱାରା ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଅନୁସ୍ଥାପନ (ଇଣ୍ଡକ୍ସନ୍) କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ପୁଷ୍ପାଞ୍ଜଳି ପରିଡ଼ା ନିଜ ବକ୍ତବ୍ୟରେ ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏଭଳି ଦୂରବର୍ତ୍ତୀ ଶିକ୍ଷା ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ […]

Read More Text.

ଖରା ଛୁଟିରେ ଅନଲାଇନ୍ କ୍ଲାସ୍ ପାଇଁ ରୋଡ୍ ମ୍ୟାପ୍ , DEOମାନଙ୍କୁ ନେଇ OSCPCR ର କର୍ମଶାଳା

ଭୁବନେଶ୍ୱେର : ଖରା ଛୁଟି ଘୋଷଣା ହେଲା । ଚାଲିବ ଅନଲାଇନ କ୍ଲାସ । ଅନଲାଇନ କ୍ଲାସ୍ ବେଳେ ପିଲା କିପରି ସୁରକ୍ଷିତ ରହିବେ ଏବଂ ଇଣ୍ଟରନେଟ ଜରିଆରେ ଅପରାଧର ଶିକାର ନହେବେ ତାକୁ ନେଇ ଆରମ୍ଭ ହୋଇଛି କର୍ମଶାଳ । ସମସ୍ତ ଜିଲ୍ଲାର DEO ମାନଙ୍କୁ ନେଇ OSCPCR ପକ୍ଷରୁ ଆରମ୍ଭ ହୋଇଛି କର୍ମଶାଳା । ଯେଉଁଠି ପିଲାଙ୍କୁ ସାଇବର ବିପଦରୁ କିପରି ବର୍ତ୍ତିବେ । କିପରି ଜାଣିବେ କଣ ରହିଛି ଡିଜିଟାଲ ଅଧିକାର । ଭର୍ଚୁଆଲ […]

Read More Text.

ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି; ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ଛୁଟି । ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି ।  ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।  ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ […]

Read More Text.

ବାର୍ଷିକ ମେଡିକାଲ୍ ପ୍ରଦର୍ଶନୀ “ଇନୋଭେଟିଆ ୧.0” ଆୟୋଜିତ

ବାରିପଦା : ସ୍ଥାନୀୟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲ୍ ପରିସରରେ, “ଇନୋଭେଟିଆ 1.0” ନାମକ ବାର୍ଷିକ ମେଡିକାଲ୍ ପ୍ରଦର୍ଶନୀ ସଫଳତାର ସହ ଆୟୋଜିତ ହୋଇଯାଇଛି । ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲ୍ ଛାତ୍ରସଂଘ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଉକ୍ତ କଲେଜର ଡିନ୍ ଓ ପ୍ରିନ୍ସିପାଲ୍, ପ୍ରୋଫେସର୍ ଡ଼ଃ ବ୍ରଜ କିଶୋର ଦାଶ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଡଃ ଦାଶ ଏହି ପ୍ରଦର୍ଶନୀ ଛାତ୍ରଛାତ୍ରୀଙ୍କର ବୈଜ୍ଞାନିକ […]

Read More Text.