୩ ଖଣିରେ ରହିଛି ୧୫୮୬ କି.ଗ୍ରା. ସୁନା: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ବର: ରାଜ୍ୟରେ ସନ୍ଧାନ ମିଳିଥିବା ୩ଟି ସୁନା ଖଣିରେ ୧୫୮୬ କିଲୋଗ୍ରାମ ସୁନା ରହିଛି। ଏହା କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ରାଜ୍ୟ ସରକାର ଏହି ୩ଟି ସୁନା ଖଣିକୁ ନିଲାମ କରିବେ। ନିଲାମ ପ୍ରକ୍ରିୟା ଚାଲିଛି। ଏ ନେଇ ଆସନ୍ତା ୩ ତାରିଖରେ ଏକ ବୈଠକ ବସିବ। ନିଲାମ କିପରି ଠିକ୍ ଭାବେ ହେବ ସେ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ (ଜିଏସଆଇ) ସଂସ୍ଥା ରାଜ୍ୟର […]
Read More Text.