Screenshot 2026 08 29

ବିଚ୍‌ ରାସ୍ତାରେ ମାଂସ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

ବୁର୍ଲା: ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ ପେଟରେ ଗୁଳି ବାଜିବାରୁ ଅତ୍ୟଧିକ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅନିଶ୍ ଜମି କାରବାର କରୁଥିଲେ। ଏହା ହତ୍ୟାର କାରଣ ହୋଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ସୂଚନା […]

Read More Text.
Screenshot 2026 08 29 131223 750x430

ଆର୍‌ଟିଓ ଅଫିସରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ଓ ଆସବାବପତ୍ର

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଫାଇଲ୍ ଓ ଆସବାବପତ୍ର ପୋଡ଼ି ଯାଇଛି। ନିଆଁ ଲାଗିବା ନେଇ ସୂଚନା ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ପ୍ରାୟ ଦେଢ଼ ଘଣ୍ଟା ଧରି ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ […]

Read More Text.
Scrub typhus 750x430

ଅନୁଗୁଳରେ ସ୍କ୍ରବ୍ ଟାଇଫସ୍ ଆତଙ୍କ : ଜଣେ ମୃତ, ୧୦ରୁ ଅଧିକ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କରୁଛି ୫ ଜଣିଆ ବିଶେଷଜ୍ଞ ଟିମ୍

ଅନୁଗୁଳ : ଅନୁଗୁଳ ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ଜଣଙ୍କ ମୃତ୍ୟୁ ଅଭିଯୋଗ । ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ସାନବାଘଧରି ଗାଁରେ ବ୍ୟାପିଲା ସ୍କ୍ରବ୍ ଟାଇଫସ୍ ଭୟ । ରୋଗରେ ଆକ୍ରାନ୍ତ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ଗାଁର ସୁମନ୍ତ ସେଠୀ । ପ୍ରାରମ୍ଭରେ ତାଙ୍କର ଜ୍ୱର, ମୁଣ୍ଡବିନ୍ଧା ଏବଂ ଦେହହାତ ବିନ୍ଧିବା ଭଳି ଲକ୍ଷଣ ଦେଖାଦେଇଥିଲା । ପରବର୍ତ୍ତୀ ସମୟରେ ପରୀକ୍ଷା ପରେ ଜଣାପଡ଼ିଥିଲା ଯେ ସେ […]

Read More Text.
IMG 20260828 WA0198

ଆଦିବାସୀ ଛାତ୍ରୀଙ୍କୁ ମେଡ଼ିକାଲ ପଢ଼ିବା ପାଇଁ ସହାୟତାର ହାତ ବଢାଇଲା’ ଖେରଓ୍ବାଳ ଜୁମିଦ୍ ସଂଗଠନ’

ବାରିପଦା: ବଣ ମଲ୍ଲୀ ଯେଉଁଠାରେ ଥିଲେ ବି ତାର ସୁରଭି ଚତୁର୍ଦ୍ଦିଗ ବାସେ ।କଠିନ ପରିଶ୍ରମ, ଇଛାଶକ୍ତି, ପିତା,ମାତା,ଗୁରୁଙ୍କ ଆଶୀର୍ବାଦ କେବେ ବି ନିଷ୍ଫଳ ହୁଏ ନାହିଁ ।ଶିମିଳିପାଳରେ ପାଦଦେଶ ତଥା ବିଶୋଇ ବ୍ଳକର ନୂଆଗାଁ ପଞ୍ଚାୟତ ଅଞ୍ଚଳର ସାନଜାମବିଲା ଗ୍ରାମର ଆଦିବାସି ଦିନ ମଜୁରିଆ ର ଝିଅ ଶିଖା ମାଝି ବିଶୋଇ ବ୍ଳକର ବାଢୁଣିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ  ଯୁକ୍ତ ୨ ବିଜ୍ଞାନରେ ସଫଳତାର ସହ ଉତ୍ତିର୍ଣ ହୋଇ ପ୍ରଥମ ପ୍ରଚେଷ୍ଟାରେ ନିଟ୍ […]

Read More Text.
IMG 20260828 WA0192

ସଖୀ କଲେକ୍ସନ ଶାଢ଼ୀ ପ୍ରଦର୍ଶନୀ ଉଦଘାଟିତ 

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ବୁଦ୍ଧିଖମାରୀରେ ଚାରି ଗୃହିଣୀ ମିଶି ଏକ ଶାଢ଼ୀ ପ୍ରଦର୍ଶନୀର ଆୟୋଜନ କରିଛନ୍ତି I ଆଗାମୀ ପାର୍ବଣ ଋତୁକୁ ଆଖିଆଗରେ ରଖି ସ୍ଥାନୀୟ ଅଂଚଳର ଚାରି ଗୃହିଣୀ ଦେବଦାସୀ ମଣ୍ଡଳ, ଶ୍ଵେତା ମହାନ୍ତି, ଦିବ୍ୟାଭାରତୀ ସାହୁ ଓ ଅନୁପମା ବେହେରା ମିଶି “ସଖୀ କଲେକ୍ସନ” ନାମରେ ଏହି ପ୍ରଦର୍ଶନୀର ଆୟୋଜନ କରିଛନ୍ତି ବୋଲି ପ୍ରକାଶ କରିଛନ୍ତି I ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଗରପାଳ କୃଷ୍ଣIନନ୍ଦ ମହାନ୍ତି ପ୍ରଦର୍ଶନୀକୁ ଉଦଘାଟନ କରିବା […]

Read More Text.
IMG 20260828 WA0188

୨୩ ବର୍ଷରେ ପଦାର୍ପଣ କଲା ନିଆରା ଜଙ୍ଗଲ ରକ୍ଷା ବନ୍ଧନ ଉତ୍ସବ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ରେ ୨୦୦୪ ମସିହା ରେ ପରିବେଶବିତ ବିବେକାନନ୍ଦ ପଟ୍ଟନାୟକ ଙ୍କ ପରିକଳ୍ପନା ରେ ଆରମ୍ଭ କରାଯାଇଥିବା ନିଆରା ଜଙ୍ଗଲ ରକ୍ଷା ବନ୍ଧନ ଉତ୍ସବ ଚଳିତ ବର୍ଷ ୨୩ ବର୍ଷରେ ପଦାର୍ପଣ କରିଛି। ଏଠାରେ ଉଲ୍ଲେଖ ଯୋଗ୍ୟ ମୟୂରଭଞ୍ଜ ଜିଲ୍ଲା ରୁ ଆରମ୍ଭ କରାଯାଇଥିବା ଏହି ଅଭିନବ ଉଦ୍ୟମ ଆଜି ସାରା ଭାରତ ବର୍ଷ ର ଅନେକ ରାଜ୍ୟ ରେ ପାଳନ କରାଯାଉଛି। ଆଜି ଜଙ୍ଗଲ ରକ୍ଷା ବନ୍ଧନ ଉତ୍ସବ ସାରା ଭାରତ […]

Read More Text.
IMG 20260828 WA0227

ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଆରମ୍ଭ

ବାରିପଦା :  ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳନ ଉପଲକ୍ଷେ ‘ଖେଳିବ ଭାରତ, ଜିତିବ ଭାରତ’ ବିଷୟବସ୍ତୁକୁ ନେଇ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଏବଂ  ମୟୂରଭଞ୍ଜ ଜିଲ୍ଲା ବ୍ୟାଡମିଣ୍ଟନ ଆସୋସିଏସନଙ୍କ ମିଳିତ ଆନୁକୂଲ୍ୟରେ ବାରିପଦା ଇଣ୍ଡୋର୍ ଷ୍ଟାଡିୟମ୍‌ରେ ଲେଭେଲ୍ ୩.୦ ଜିଲ୍ଲା ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଏବଂ ଆନ୍ତଃବିଭାଗୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଆଜି ଆରମ୍ଭ ହୋଇଛି । କାର୍ଯ୍ୟକ୍ରମର ଶୁଭାରମ୍ଭରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି […]

Read More Text.
IMG 20260828 WA0210

ବାରିପଦାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ପଞ୍ଚମ କିସ୍ତି ପ୍ରଦାନ ସମାରୋହ

ନାରୀ ଶକ୍ତିର ସଶକ୍ତିକରଣରେ ‘ସୁଭଦ୍ରା’ ଯୋଜନାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ” : ମନ୍ତ୍ରୀ ବାରିପଦା : ପବିତ୍ର ରକ୍ଷାବନ୍ଧନ ଅବସରରେ ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ପାଇଁ ଆଜି ବାରିପଦାସ୍ଥିତ ଶହୀଦ ସ୍ମୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଜନା ମାଧ୍ୟମରେ ଜିଲ୍ଲାର ପ୍ରାୟ ୬ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ହିତାଧିକାରୀ ଉପକୃତ ହେବେ ।             ସମାରୋହରେ ମୟୂରଭଞ୍ଜ […]

Read More Text.
28bbs 66 28082026 112 2026 08 28 20 21

ଦ୍ରୁତ ଗତିରେ ତରଳୁଛି ହିମାଳୟର ହିମଶୈଳ; ୨୭ ମିଟର ପର୍ଯ୍ୟନ୍ତ ହ୍ରାସ ପାଇଛି ବରଫର ଘନତା

କାଠମାଣ୍ଡୁ: ନେପାଳରେ ସାମ୍ପ୍ରତିକ ଭୟଙ୍କର ଆକସ୍ମିକ ବନ୍ୟା ଘଟିବାର ପ୍ରାୟ ୫ ମାସ ପୂର୍ବରୁ ହିମାଳୟ ଅଞ୍ଚଳର ହିମଶୈଳ ଦ୍ରୁତ ଗତିରେ ତରଳୁଥିବା ଏବଂ ଏହା ଭବିଷ୍ୟତରେ ଭୟଙ୍କର ବିପଦର କାରଣ ହୋଇପାରେ ବୋଲି ଦୁଇଟି ରିପୋର୍ଟରେ ସତର୍କ କରାଯାଇଥିଲା। ଚଳିତବର୍ଷ ମାର୍ଚ୍ଚରେ ଆନ୍ତର୍ଜାତିକ ସମନ୍ୱିତ ପର୍ବତ ବିକାଶ କେନ୍ଦ୍ର (ଆଇସିଏମ୍‌ଓଡି) ପ୍ରକାଶ କରିଥିବା ଦୁଇଟି ରିପୋର୍ଟରେ ହିନ୍ଦୁକୁଶ-ହିମାଳୟ ଅଞ୍ଚଳର ହିମବାହରେ ୧୯୭୫ ପରଠାରୁ ସର୍ବାଧିକ ୨୭ ମିଟର ପର୍ଯ୍ୟନ୍ତ ବରଫର ଘନତା ହ୍ରାସ ପାଇଥିବା କୁହାଯାଇଥିଲା। କାଠମାଣ୍ଡୁସ୍ଥିତ […]

Read More Text.
Nepal flood

୫୪୭କୁ ବୃଦ୍ଧି ପାଇଲା ନେପାଳ ମୃତ୍ୟୁ ସଂଖ୍ୟା, ୩୨୦ ଭାରତୀୟଙ୍କ ମିଳୁନି ପତ୍ତା

ନେପାଳ : ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାଏଁ ୫୪୭ ଟପିଲାଣି । ଆହୁରି ବଢ଼ିବା ଆଶଂକା । ଅନେକ ଲୋକ ନିଖୋଜ ରହିଛନ୍ତି । ପ୍ରାୟ ୧୫ ଶହ ଲୋକ ନିଖୋଜ ଥିବା ଏପର୍ଯ୍ୟନ୍ତ ଆକଳନ କରାଯାଇଛି । ନେପାଳରେ ୯୦୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି । ସେହିଭଳି ତିବ୍ବତର ଗିରୋଙ୍ଗ କାଉଣ୍ଟିରେ ୫୫୦ରୁ ଅଧିକ ନିଖୋଜ । ଜୀବନ ସନ୍ଧାନରେ ସମୟ ବିପକ୍ଷରେ ଦୌଡ଼ୁଛନ୍ତି ଉଦ୍ଧାରକାରୀ । ନେପାଳ-ତିବ୍ବତରେ ବିଶାଳ […]

Read More Text.