ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ  ।  ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି ।  ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।  ସୂଚନା ଅନୁସାରେ  ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ ।   ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ ଜବତ ।  ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ହେବ ।

Read More Text.

ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲେ ଭାରତ ସରକାର । ଏହି ଚ୍ୟାନେଲ ମଧ୍ୟରେ ସୋଏବ ଅଖତର ଏବଂ ଆରଜୁ କାଜମୀଙ୍କ ଚ୍ୟାନେଲ ଥିବା ଜଣାପଡିଛି । ଏହାସହ ଡନ ନ୍ୟୁଜ, ଜିଓ ନ୍ୟୁଜ, ଆର୍ୟା ନ୍ୟୁଜ, ସମା ଟିଭି […]

Read More Text.

କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର ଅପବ୍ୟବହାର କରାଯାଉଥିବାର ଘଟଣା ସାମ୍ନାକୁ ଆସିବ ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି । ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୁଗ୍ମସଚିବ ଜି. ପାର୍ଥସାରଥି ମୁଖ୍ୟଶାସନ ସଚିବଙ୍କୁ […]

Read More Text.

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ ଏବେ ଭାରତକୁ ଧମକ ଦେଇଥିବା ବିଲାଓ୍ବଲ ଭୁଟ୍ଟୋଙ୍କ ପରିବାର ଦେଶ ଛାଡ଼ି କାନାଡ଼ା ପଳାଇଛି। ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ କରିବା ସହିତ ପାଣି […]

Read More Text.

ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ । ଯିଏ କେହି ବି ଦୋଷୀ ଥିବେ ତାଙ୍କୁ ଛଡ଼ାଯିବ ନାହିଁ । ଏହାଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।  ଏସଂକ୍ରାନ୍ତୀୟ ବିଲ୍‌ ବିଧାନସଭାରେ ଆଇନରେ ପରିଣତ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି […]

Read More Text.

ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର

ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତରୁ ପାକିସ୍ତାନକୁ ଯାଉଥିବା ସିନ୍ଧୁ ନଦୀ ଜଳକୁ ଭାରତ ସରକାର ବନ୍ଦ କରି ଦେଇଛନ୍ତି। ଏହା ପରେ ପ୍ରତିକ୍ରିୟାଶୀଳ ହୋଇଛି ପାକିସ୍ତାନ। ଶନିବାର ଏହାକୁ ବିରୋଧ କରି ବିଲାୱଲ କହିଥିଲେ ଯେ, “ମୁଁ […]

Read More Text.

ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ସେ ଆହୁରି କହିଛନ୍ତି, ପରେ ସମ୍ବିଧାନ ବଞ୍ଚାଅ ଅଭିଯାନ ଆନ୍ଦୋଳନକୁ ଅଧିକ ବ୍ୟାପକ କରାଯିବ। ଜିଲ୍ଲା ସ୍ତରରୁ ଆରମ୍ଭ କରି ପଞ୍ଚାୟତ କ୍ଷେତ୍ରରେ ମଧ୍ୟ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ। ଏଥିରେ ସାମିଲ ହୋଇ କଂଗ୍ରେସ ନେତା […]

Read More Text.

ଭାରତୀୟ ଯବାନଙ୍କୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ

ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ ପାକ୍‌ ସୀମା ଭିତରକୁ ପଶିଯାଇଥିଲେ। ପାକିସ୍ତାନୀ ସୈନ୍ୟମାନେ ତାଙ୍କୁ ଗିରଫ କରିଥିଲେ। ଏହା ପରେ ବିଏସଏଫ ପକ୍ଷରୁ ପାକ୍ ରେଞ୍ଜର୍ସଙ୍କ ସହିତ ଅନେକ ଥର ଯୋଗା​‌ଯୋଗ କରାଯିବା ସହ ବୈଠକ ପାଇଁ କୁହାଯାଇଥିଲେ ମଧ୍ୟ […]

Read More Text.

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକୁଥିଲେ ଯୁବକ, ଗିରଫ କଲା ପୋଲିସ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି । କଳାହାଣ୍ଡି ଜିଲାରୁ ଆସିଥିବା ୨୪ ବର୍ଷୀୟ ଏହି ଯୁବକଙ୍କୁ ଗିରଫ ପରେ ରାଉରକେଲାର ଏକ ସ୍ଥାନୀୟ ଅଦାଲତକୁ ପଠାଇ ଦିଆଯାଇଛି। ରିପୋର୍ଟ ଅନୁସାରେ, ଅମନ ନିଜକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

Read More Text.

ଆରବ ସାଗରରେ ଭାରତୀୟ ନୌସେନାର ଯୁଦ୍ଧାଭ୍ୟାସ, ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି

ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଭାରତୀୟ ନୌସେନା ନିଜର ଯୁଦ୍ଧାଭ୍ୟାସ ଚଳାଇଛି। ନୌସେନାର ଜାହାଜ, କ୍ଷେପଣାସ୍ତ୍ର ଏବଂ ଓ୍ବିପନ ସିଷ୍ଟମଗୁଡ଼ିକୁ ପରୀକ୍ଷଣ କରାଯାଉଛି। ଆରବ ସାଗରରେ ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି ରହିଛି। ନୌସେନା ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଏହି ଯୁଦ୍ଧାଭ୍ୟାସର କିଛି ଭିଡିଓ ଶେୟାର କରାଯାଇଛି। ଯେଉଁଥିରେ ଯୁଦ୍ଧ ଜାହାଜଗୁଡ଼ିକରୁ କ୍ଷେପଣାସ୍ତ୍ର ପରୀକ୍ଷା କରାଯାଉଥିବା ଦେଖିବାକୁ ମିଳିଛି। ଭାରତୀୟ ନୌସେନା ଦେଶର […]

Read More Text.