IMG 20260602 WA0183

ପି ଆର ଏମ ମେଡିକାଲ କଲେଜ, ନୂତନ ହସ୍ପିଟାଲକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ବିଜେଡି ପକ୍ଷରୁ ଦାବୀପତ୍ର

ବାରିପଦା : ପି.ଆର୍.ଏମ୍. ମେଡିକାଲ କଲେଜ ଏବଂ ନୂତନ ହସ୍ପିଟାଲକୁ ତୁରନ୍ତ ସ୍ଥାନାନ୍ତରିତ କରି କାର୍ଯ୍ୟକ୍ଷମ କରିବା ଦାବିରେ ବିଜୁ ଜନତା ଦଳ, ବାରିପଦା ନିର୍ବାଚନ ମଣ୍ଡଳୀ ପକ୍ଷରୁ ଜିଲ୍ଲା ପ୍ରଶାସନଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ବିଜୁ ଜନତା ଦଳର ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଶ୍ରୀ ସାନନ୍ଦ ମାର୍ଣ୍ଡି ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଏହି ପ୍ରସଙ୍ଗରେ ଦଳର ଦାବି ଓ ଜନସାଧାରଣଙ୍କ ଉଦ୍ବେଗ ସମ୍ପର୍କରେ ଅବଗତ କରାଇଥିଲେ। ସେ ୧୫ […]

Read More Text.
IMG 20260602 WA0195

ପୂର୍ବତନ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଜନ୍ମଦିନରେ ରକ୍ତଦାନ ଶିବିର

ବାରିପଦା : ପୂର୍ବବର୍ଷ ପରି ଏ ବର୍ଷ ମଧ୍ୟ ରକ୍ତଦାନ ଶିବିର ଆୟୋଜନ କରି ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ପୂର୍ବତନ ମନ୍ତ୍ରୀ ସୁଦାମ ମାର୍ଣ୍ଡି I ବିଶିଷ୍ଟ ସମାଜସେବୀ ମୁରାରୀଲାଲ ଶର୍ମା ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ଶିବିରର ଉଦଘାଟନ କରିଥିଲେ I ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଁସଦା, ନଗରପାଳ କୃଷ୍ଣIନନ୍ଦ ମହାନ୍ତି, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ପୂର୍ବତନ ବିଧାୟକ ରାଜକିଶୋର ଦାସ ଓ ଗଣେଶ୍ୱର ପାତ୍ର, […]

Read More Text.
WhatsApp Image 2026 06 03 at 12.50.08 PM 696x522

ବହିଷ୍କୃତ ଟିଏମସି ବିଧାୟକ ହେଲେ ବିରୋଧୀ ଦଳ ନେତା, ମମତାଙ୍କୁ ଶକ୍ତ ଧକ୍କା

କଲକାତା: ମମତା ବାନାର୍ଜୀଙ୍କୁ ଶକ୍ତ ଧକ୍କା। ଟିଏମସିରେ ବଡ଼ ଫାଟ। ଦଳରେ ମମତାଙ୍କ ବିରୁଦ୍ଧରେ ଅସନ୍ତୋଷ।  ଟିଏମସିର ବିଦ୍ରୋହୀ ନେତା ରିତବ୍ରତ ବାନାର୍ଜୀ ହେଲେ ବିରୋଧୀ ଦଳ ନେତା। ବହିଷ୍କୃତ ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହା ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବୋଷଙ୍କୁ ଏକ ପତ୍ର ପ୍ରଦାନ କରି ୬୦ ଜଣ ଦଳୀୟ ବିଧାୟକଙ୍କ ସମର୍ଥନ ଦାବି କରିଛନ୍ତି। ଚିଠିରେ ବିଧାନସଭାରେ ବିରୋଧୀ ଦଳ ନେତା ଭାବରେ ରୀତାବ୍ରତଙ୍କ ନାମ ମଧ୍ୟ ପ୍ରସ୍ତାବିତ କରାଯାଇଛି। ରିତବ୍ରତ […]

Read More Text.
30 e1780503207510 300x180

କର୍ଣ୍ଣାଟକରେ ଆଜିଠାରୁ ଡିକେ ଶିବକୁମାର ସରକାର

ବେଙ୍ଗାଲୁରୁ : କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ବୁଧବାର ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଏବଂ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସେ ଶପଥ ଗ୍ରହଣ କରିଛନ୍ତି। ଲୋକଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ। ଜି ପରମେଶ୍ୱର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ପରେ, ଡିକେ ଶିବକୁମାର ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କର ଶପଥ ଗ୍ରହଣ କର୍ଣ୍ଣାଟକର […]

Read More Text.
Modi

ଛଅଟି ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମୋହର

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ ଦେଶର ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ବିମାନ ଚଳାଚଳ କ୍ଷେତ୍ରକୁ ଆର୍ଥିକ ଝଟକାରୁ ରକ୍ଷା କରିବା ପାଇଁ ମୋଟ ୩୯,୨୯୦ କୋଟି ଟଙ୍କାର ଛଅଟି ପ୍ରମୁଖ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବୁଧବାର ଅନୁମୋଦନ କରିଛନ୍ତି। ଏହି ନିଷ୍ପତ୍ତିଗୁଡ଼ିକ ଦେଶର ବିମାନ ଚଳାଚଳ ଶିଳ୍ପର ବାଲାନ୍ସ ସିଟ୍, ବାଣିଜ୍ୟିକ ପରିବହନ ବ୍ୟବସ୍ଥା ଏବଂ ରାଜ୍ୟଗୁଡ଼ିକ ମଧ୍ୟରେ ଆନ୍ତଃ-ସହର ସଂଯୋଗୀକରଣକୁ ସିଧାସଳଖ ପ୍ରଭାବିତ କରିବ। ଏହି ମେଗା ପ୍ୟାକେଜରେ ବିମାନ ଟର୍ବାଇନ୍ ଇନ୍ଧନ (ଏଟିଏଫ) […]

Read More Text.
03bbs 28 03062026 112 2026 06 03 14 07

ରେସ୍ତୋରାଁରେ ଭୟଙ୍କର ଅଗ୍ନିକାଣ୍ଡ : ୨୧ ମୃତ, ଆହୁରି ବଢିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ହଠାତ୍ ଲାଗିଲା ନିଆଁ। ସବୁକିଛି ପୋଡି ପାଉଁଶ ହୋଇଗଲା। ବୁଧବାର ରାଜଧାନୀ ଦିଲ୍ଲୀର ମାଲବ୍ୟ ନଗରର ହୌଜ ରାଣୀରେ ଏକ ରେସ୍ତୋରାଁରେ ହୋଇଥିବା ଅଗ୍ନିକାଣ୍ଡରେ ବଢୁଛି ମୃତ୍ୟୁ ସଂଖ୍ୟା। ଏଯାଏଁ ୨୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ ରୁ ଅଧିକ ଆହତ ହୋଇଛନ୍ତି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଅନେକ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବା ମାତ୍ରେ ଲୋକେ ଜୀବନ ବଞ୍ଚାଇବାକୁ […]

Read More Text.
Image 2026 06 03T152422.473

ଏସଆଇଆର କାର୍ଯ୍ୟରେ ଅବହେଳା, ନିଲମ୍ବିତ ହେଲେ ବଡ଼ସାହି ବିଡିଓ

ମୟୁରଭଞ୍ଜ : ଏସଆଇଆର କାର୍ଯ୍ୟରେ ଅବହେଳା ପଡ଼ିଲା ମହଙ୍ଗା । ନିଲମ୍ବିତ ହେଲେ ବଡ଼ସାହି ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ବିଡିଓ । ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକୁ ଅବମାନନା ଏବଂ କାର୍ଯ୍ୟରେ ଚରମ ଅବହେଳା କରିବା ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ବିଡିଓ ବନଜା ଦାସଙ୍କୁ ମହଙ୍ଗା ପଡ଼ିଛି । ତାଙ୍କୁ ତୁରନ୍ତ ସରକାରୀ ସେବାରୁ ନିଲମ୍ବନ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ […]

Read More Text.
Bbsr

ଭତ୍ତା ପାଇଁ ବ୍ଲକ ଅଫିସ ସମ୍ମୁଖରେ ଧାରଣା

ଭୁବନେଶ୍ବର: ରାଜ୍ୟରେ ମିଳୁନି ଭତ୍ତା, ବଢୁଛି ହିତାଧିକାରୀଙ୍କ ଦୁର୍ଦ୍ଦଶା । ଭତ୍ତା ପାଇଁ ଚାତକ ଭଳି ଚାହିଁଛନ୍ତି ବୃଦ୍ଧବୃଦ୍ଧା, ବିଧବା ଓ ଭିନ୍ନକ୍ଷମ ହିତାଧିକାରୀ । ୨ରୁ ୪ ମାସ ହେଲା ଭତ୍ତା ମିଳିନଥିବାରୁ ନାନା ହଇରାଣ ହେଉଛନ୍ତି । ବାଲେଶ୍ବର ଜିଲ୍ଲା ଖଇରା ବ୍ଲକର ୩୭ଟି ପଞ୍ଚାୟତର ହିତାଧିକାରୀ ଭତ୍ତା ମିଳୁନଥିବାରୁ ଆଜି ବ୍ଲକ ଅଫିସ ସମ୍ମୁଖରେ ଧାରଣା ଦେଇଥିଲା । ଏପଟେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ୭ […]

Read More Text.

ସର୍ପାଘାତରେ ନାବାଳିକା ମୃତ

ବାରିପଦା : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଵିଜାତଳା ବ୍ଳକର ଯୋଡ଼ା ପୋଖରୀ ଗ୍ରାମର ଜନୈକ ନାବାଳିକା  ସର୍ପାଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।ସୂଚନାଯୋଗ୍ୟ ଯୋଡ଼ାପୋଖରୀ ଗ୍ରାମର ଦିବା ଟୁଡୁର ୩ ଜଣ ନାବାଳିକା ଝିଅ ସୋମବାର ମଧ୍ୟ ରାତିରେ ଖାଇ ପିଇ  ସାଙ୍ଗ ହୋଇ ଖଟରେ ଶୋଇଥିଲେ ।ତଳେ ମା,ଖୁଡି  ଏବଂ ଅନ୍ୟମାନେ ଶୋଇଥିଲେ ।ହଠାତ୍ ମଧ୍ୟ ରାତ୍ରରେ ଏକ ବିଷାକ୍ତ ଚିତି ସାପ ଖଟ ଉପରେ ଚଢ଼ି ମଝିଆ ଝିଅ […]

Read More Text.
IMG 20260602 WA0199

୬ଷ୍ଠ ବାର୍ଷିକ ନାଟ୍ୟ ମହୋତ୍ସବର ୨ୟ ସନ୍ଧ୍ୟା,  ଦର୍ଶକଙ୍କୁ ବିମୋହିତ କଲା ନାଟକ “ନିଷ୍ପତ୍ତି

ବାରିପଦା : ସ୍ଥାନୀୟ ସହିଦ ସ୍ମୃତି ଭବନରେ ବାରିପଦା କଳାକାର ପରିବାର ଆନୁକୂଲ୍ୟରେ ଆୟୋଜିତ ୬ଷ୍ଠ ବାର୍ଷିକ ନାଟ୍ୟ ମହୋତ୍ସବର ୨ୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ନିଷ୍ପତ୍ତି” I ପରିବାରର ସଭାପତି ସନ୍ତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଓ ପ୍ରଯୋଜକ ସଂଜୀବ ଦ୍ବିବେଦୀ ଓ ବିଶିଷ୍ଟ ବ୍ୟବସାୟୀ ମନୋଜ କୁମାର ଷେଣ୍ଢ ଏବଂ ପରିବାରର ମୁଖ୍ୟ ଉପଦେଷ୍ଟା ତଥା ପ୍ରତିଷ୍ଠିତ ଅଭିନେତା ନିର୍ଦ୍ଦେଶକ ଧୀର ବଶା କାର୍ଯ୍ୟକ୍ରମକୁ ଉଦଘାଟନ […]

Read More Text.