କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ

ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା ସମୟରେ ହଠାତ ଜୋରରେ ପବନ ବହିଥିଲା | ଏବଂ ରାସ୍ତା କଡରେ ଥିବା ଏକ ବଡ ନିମ୍ବ ଗଛ ଉପୁଡି ଯାଇ ଅଟୋରିକ୍ସା ଉପରେ ପଡିଥିଲା | ଅଟୋରିକ୍ସାଟି ଚେପା ହୋଇଯାଇଥିବା ବେଳେ, ସେ […]

Read More Text.

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ ପଶ୍ଚିମବଙ୍ଗ ଉପରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ଥିବାରୁ ବଦଳିବ ପାଗର ମିଜାଜ ।୨୬ ରୁ ୩୦ ଯାଏ ଗ୍ରୀଷ୍ମ ପ୍ରଵାହ ସହ ଗୁଳୁଗୁଳି , ବିଜୁଳି ଘଡଘଡି ସହ ବର୍ଷା, କୁଆପଥର ସହ ଝଡ ପବନ ର […]

Read More Text.

୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦ୍ୱୟ ଗୃହ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀଙ୍କୁ ସାମିଲ କରାଯିବ।.ଶାରୀରିକ ଅକ୍ଷମ, ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ, ପଦ୍ମଶ୍ରୀ ଭଳି ପୁରସ୍କାରପ୍ରାପ୍ତ ବ୍ୟକ୍ତିଙ୍କୁ ଏଥିରେ ସାମିଲ କରାଯାଉଛି।  ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ […]

Read More Text.

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଶନିବାର ଏହି ନିର୍ଦ୍ଦେଶ ଜାରି କରାଯାଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ […]

Read More Text.

କେନ୍ଦ୍ରକୁ ଡେପୁଟେସନରେ ଯିବେ ଆଉ ୨ ବରିଷ୍ଠ IPS । BSF ଆଇଜି ଭାବେ ଡେପୁଟେସନରେ ଯିବେ IPS ରବି କାନ୍ତ । BSF ଡିଆଇଜି ଭାବେ ନିଯୁକ୍ତ ହେବେ IPS ମିତ୍ରଭାନୁ ମହାପାତ୍ର ।

Read More Text.

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ମୟୁରଭଞ୍ଜ ଗସ୍ତ କାର୍ଯ୍ୟକ୍ରମର ଦ୍ଵିତୀୟ ଦିନରେ କ୍ଷେତ୍ର ପରିଦର୍ଶନ 

ବାରିପଦା: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱ ରେ ଥିବା ଶାସନ ସଚିବ, ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ସୁରେଶ କୁମାର ବଶିଷ୍ଠ ମୟୁରଭଞ୍ଜ ଜିଲ୍ଲା ଗସ୍ତ ରେ ଆସି ଆଜି ଦ୍ଵିତୀୟ ଦିନରେ  କ୍ଷେତ୍ର ପରିଦର୍ଶନରେ ବିଭିନ୍ନ ସ୍ଥାନକୁ ଯାଇ ଜିଲ୍ଲାର ବିଭିନ୍ନ ବିଭାଗ ଅଧୀନରେ କାର୍ଯ୍ୟକାରି ହେଉଥିବା  ସରକାରୀ ଯୋଜନାର ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟ ଗୁଡିକର ଅଗ୍ରଗତି ଏବଂ ସମୀକ୍ଷା […]

Read More Text.

ପାକିସ୍ତାନୀଙ୍କୁ ଖୋଜୁଖୋଜୁ ଧରାପଡ଼ିଲେ ବାଂଲାଦେଶୀ: ୫୦୦ରୁ ଅଧିକ ଅଟକ, ରାସ୍ତାରେ ଚଲାଇ ଚଲାଇ ନେଲା ପୋଲିସ

Read More Text.

ଖଣ୍ଡା ମୌଦା ଠାରେ ବିଶ୍ୱ ପ୍ରତିମୂର୍ତ୍ତି ସଫେଇ ଦିବସ, ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ଚାରଣ 

ବାରିପଦା-:  ବିଶ୍ୱ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ପାଳନ ଅବସରରେ ଝାଡ଼ଖଣ୍ଡର ପୂର୍ବ ସିଂଭୂମ ଅନ୍ତର୍ଗତ ଖଣ୍ଡା ମୌଦା ଠାରେ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି କୁ ସଫେଇ କରା ଯାଇ ଭବ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ସ୍ମୃତି ଚାରଣ କରାଯାଇଛି। ଖଣ୍ଡା ମୌଦା ଏବଂ  ଗୋପବନ୍ଧୁ ପାଠାଗାର ପରିସର ରେ ଥିବା  ଉତ୍କଳମଣି ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତି, ପଞ୍ଚାୟତ ମଣ୍ଡପ ଠାରେ ଥିବା ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି, ସ୍ବର୍ଗତଃ କାଳୀ ପଦ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତି ଏବଂ […]

Read More Text.

ହାଇଡ୍ରା  କ୍ରେନ ଦୁର୍ଘଟଣା ରେ ଶ୍ରମିକ ମୃତ

ବାରିପଦା-  ହାଇଡ୍ରା କ୍ରେନ୍ ଜଣେ କର୍ମଚାରୀଙ୍କ ଉପରେ ଓଲଟି ପଡିବାରୁ ମୃତ୍ୟୁ ଘଟିଅଛି। ସୂଚନା ଅନୁଯାୟୀ ରାଇରଙ୍ଗପୁର ଟାଉନ ଥାନା ଅର୍ନ୍ତଗତ ୨୨୦ ସଂଖ୍ୟା ଜାତୀୟ ରାଜପଥର ଗଢ ନିକଟସ୍ଥ ଷ୍ଟାଇଲୋ ମାର୍ବଲରେ ରାଇରଙ୍ଗପୁର ଗ୍ରାମାଂଚଳ ଥାନା ଅର୍ନ୍ତଗତ ରାଖାସାହି ଗ୍ରାମର ଗୋବିନ୍ଦ ଚନ୍ଦ୍ର ପରିଡାଙ୍କ ପୁଅ ରାହୁଲ ପରିଡା(୨୬) ରାଇରଙ୍ଗପୁରସ୍ଥ ୭ ନଂ ୱାର୍ଡ ଗଢଠାରେ ଥିବା ଷ୍ଟାଇଲୋ ମାର୍ବଲରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ତେବେ ଷ୍ଟାଇଲୋ ମାର୍ବଲ ନିକଟରେ ଗୋଟିଏ ହାଇଡ୍ରା […]

Read More Text.

ଭାରତ-ପାକିସ୍ତାନ ଏବେ ଶାନ୍ତ ରହିବା ଜରୁରୀ: ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମର ଦୋଷୀମାନଙ୍କ ପାଇଁ ଦଣ୍ଡ ଘୋଷଣା କରିଛନ୍ତି ଯାହା ସେମାନଙ୍କ କଳ୍ପନାଠାରୁ ମଧ୍ୟ ଭୟଙ୍କର ହେବ। ଏହି ଘଟଣା ନେଇ ସମଗ୍ର ଦେଶବାସୀ କ୍ରୋଧିତ ହୋଇଛନ୍ତି। ଏହି ସମୟରେ, ବିରୋଧୀ କଂଗ୍ରେସର ଜଣେ ରାଜ୍ୟ ସଭାପତି […]

Read More Text.