ଲକ୍ଷ ଲକ୍ଷ କଇଁଛ ଶାବକ ସମୁଦ୍ର ମୁହାଁ
ସମୁଦ୍ର ମୁହାଁ କଇଁଛ ଛୁଆ । ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ଗଭୀର ସମୁଦ୍ର ଭିତରକୁ ଚାଲି ଯାଇଛନ୍ତି । ଚଳିତବର୍ଷ ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପକ୍ରିୟାରେ ୫ ଲକ୍ଷ ୩ ହଜାର ୭୧୯ ମାଆ […]
Read More Text.