ଶାହଙ୍କ ବଡ଼ ବୟାନ: ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ
ପହଲଗାମ୍: ପହଲଗାମ୍ ଆତଙ୍କୀ ଆକ୍ରମଣକୁ ନେଇ ଶାହଙ୍କ ବୟାନ। ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ। ଆକ୍ରମଣକାରୀଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବନି। ସବୁ ପରିସ୍ଥିତିକୁ ସାମ୍ନା କରିବ କିନ୍ତୁ ଆତଙ୍କବାଦୀଙ୍କ ଆଗରେ ହାର ମାନିବ ନାହିଁ । ଏଥିସହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ। ଶ୍ରୀନଗରରେ ୨୮ ଜଣ ମୃତକଙ୍କୁ ପୁଷ୍ପମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ । ଏହାସହ ମେଡିକାଲରେ ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ଆହତଙ୍କ ପରିବାରକୁ […]
Read More Text.