ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି
ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି| ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା ପକ୍ଷରୁ ଘୋଷଣା କରାଯାଇଛି । ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ଡାକ୍ତରମାନେ ଓପିଡିରେ ରୋଗୀ ଦେଖିବେ ନାହିଁ । ସେପଟେ, ଓଡ଼ିଶା ମେଡିକାଲ […]
Read More Text.