୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍
ନୂଆଦିଲ୍ଲୀ: ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କ ଦେହାନ୍ତ ହୋଇଛି। ସେ ୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା, ଯାହା ଯୋଗୁଁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ବହୁତ ଦିନ ଧରି ଡାକ୍ତରଖାନାରେ ଥିଲେ। ୩୮ଦିନ ଧରି ହସ୍ପିଟାଲରେ ରହିବା ପରେ କିଛି ଦିନ ତଳେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ହେଲେ […]
Read More Text.