ରାଜଧାନୀରେ ଫୁଟିଲା ଗୁଳି, ଯୁବକ ଆହତ

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି । ବାଲିପାଟଣା ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି । ଖବର ମୁତାବକ, ବିଳମ୍ବିତ ରାତିରେ ଦୀପ୍ତିରଞ୍ଜନ ମହପାତ୍ର ତାଙ୍କ ଘର ବାରଣ୍ଡାରେ ବସିଥିବାବେଳେ, କିଛି ଦୁର୍ବୁତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳିମାଡ କରିଥିଲେ । ଗୁଳିମାଡ ପରେ ଫେରାର ହୋଇଯାଇଛନ୍ତି ଅଭିଯୁକ୍ତ […]

Read More Text.

କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ

ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ ।  ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ତିନି ଦିନ ତଳେ ଠାକୁରମୁଣ୍ଡା ବସ୍ ଷ୍ଟାଣ୍ଡରୁ ୫ ବର୍ଷର ଶିଶୁ କନ୍ୟାକୁ ଲିପୁ ନାୟକ ନାମକ ଛଦ୍ମ ବେଶୀ କିନ୍ନର ଅପହରଣ କରି ଆଣି ଯାଜପୁର ରୋଡ ଅଞ୍ଚଳରେ […]

Read More Text.

କାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ରୀ: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ସୋମବାର ଠାରୁ ୪ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର ଗୁରୁତ୍ବପୂର୍ଣ୍ଣ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା କାରଣରୁ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ । ଏହି ଦିନ ବ୍ୟତୀତ […]

Read More Text.

କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ, ପୈତୃକ ଗାଁରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଗତକାଲି ସିପିଆଇ ରାଜ୍ୟ କାର୍ଯ୍ୟାଳୟ ଭଗବତୀ ଭବନରେ ତାଙ୍କର ବିୟୋଗ ହୋଇଛି । ଲମ୍ବା ସମୟ ଧରି ସିପିଆଇର ରାଜ୍ୟ ସାଧାରଣ ସମ୍ପାଦକ ଥିଲେ ଦିବାକର । ମୃତ୍ୟୁ ପୂର୍ବରୁ ସିପିଆଇର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ସେଣ୍ଢତୀରା ଗାଁରେ ଜନ୍ମ ଗ୍ରହଣ କରିଥିଲେ ଦିବାକର ନାୟକ । ଛାତ୍ର […]

Read More Text.

ପଡ଼ିରହିଛି ଏତୁଆ ଏକ୍କାଙ୍କ ଶବ, କ୍ଷତିପୂରଣ ଦାବିରେ ଧାରଣାରେ ବରକାନି ଗ୍ରାମବାସୀ

ରାଉରକେଲା: ପୂରଣ ହେଉନି ଦାବି l ୨୪ ଘଣ୍ଟା ଧରି ପଡି ରହିଛି ମୃତ ଏତୁଆ ଏକ୍କାଙ୍କ ଶବ l ଜମି ବଦଳରେ ଜମି, ମୃତକଙ୍କ ପରିବାରଙ୍କୁ ଉପଯୁକ୍ତ କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ଧାରଣାରୁ ହଟିବେ ନାହିଁ କି ଶବ ନେବେ ନାହିଁ ବୋଲି ଜିଦରେ ଅଟଳ ଅଛନ୍ତି ବରକାନି ଗ୍ରାମବାସୀ l ସେପଟେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ଦୋଳନକାରୀଙ୍କୁ ବୁଝାସୁଝା ଜାରି ରହିଛି l ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ବ୍ୟାପକ ପୁଲିସ […]

Read More Text.

ସମସ୍ତ ଜିଲ୍ଲାରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର

ଭୁବନେଶ୍ବର: ୩୦ ଜିଲ୍ଲାର ସ୍କୁଲରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ଯେଉଁଠି ସେଣ୍ଟର ହୋଇଛି ପୂର୍ବରୁ ସେଠାରେ ଭିତ୍ତିଭୂମି ରହିଛି। ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଏବଂ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଖେଲୋ ଇଣ୍ଡିଆ ଯୋଜନାରେ ପ୍ରତ୍ୟେକ ଜିଲ୍ଲାରେ ଖେଲୋ ଇଣ୍ଡିଆ ସେଣ୍ଟରର ଉଦଘାଟନ ଆଭାଷୀ ମାଧ୍ୟମରେ କରାଯାଇଛି। ଏହି ସେଣ୍ଟରରେ କୋଚ୍ ରହିବେ ସେହି ସ୍ଥାନର ପୂର୍ବତନ ଚାମ୍ପିଅନ ଖେଳାଳି। ଫଳରେ ଖେଳାଳି କ୍ରୀଡ଼ାକୁ […]

Read More Text.

ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ, କିଛି ଦୂରରେ ଫୋପାଡ଼ି ଦେଇ ଚାଲିଗଲେ ଦୁର୍ବୃତ୍ତ

ହିନ୍ଦୋଳ :  ହିନ୍ଦୋଳରେ ଲଜ୍ଜା । ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ଅଞ୍ଚଳରେ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ ।  ଦୁର୍ବୃତ୍ତମାନେ ଦୁଷ୍କର୍ମ କରିବା ପରେ ଗାଁଠାରୁ କିଛି ଦୂରରେ ବରଡ଼ାପତ୍ର ଘୋଡ଼ାଇ ଫେରାର ହୋଇଯାଇଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ଝିଅକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଘଟଣାର ଖବର ପାଇ ତଦନ୍ତ ଆରମ୍ଭ କରିଛି ହିନ୍ଦୋଳ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ । […]

Read More Text.

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏସଡିପିଓ, ଶିଶୁ ସୁରକ୍ଷା ଅଧିକାରୀଙ୍କ ସହାୟତାରେ ୪ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ଏହି ଆଶ୍ରମରେ ଦୀର୍ଘଦିନ ଧରି ପାଖାପାଖି ୩୪ଜଣ ପିଲାଙ୍କୁ ରଖାଯାଇଥିଲା। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ପିଲାଙ୍କ ସୁରକ୍ଷା ପାଇଁ […]

Read More Text.

ଅଲଗା ହେବେ ନାଗ ଦମ୍ପତି

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ନାଗ ଦମ୍ପତି । ଅଲଗା ହେବା ନେଇ ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ନାଗ ଦମ୍ପତି । ପତ୍ନୀ ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ । ଭୁବନେଶ୍ୱର ଫ୍ୟାମିଲି କୋର୍ଟରେ ମାମଲା ରୁଜୁ ହୋଇଛି । ସୂଚନାଯୋଗ୍ୟ ଯେ, ବହୁ ଚର୍ଚ୍ଚିତ ହନି ଟ୍ରାପ୍‌ ମାମଲାରେ ଅର୍ଚ୍ଚନା ନାଗ ଚର୍ଚ୍ଚିତ ଚେହେରା ପାଲଟିଛି । ରାଜଧାନୀର ଲେଡି ବ୍ଲାକମେଲର ଭାବେ […]

Read More Text.

ନକ୍ସଲମୁକ୍ତ ପଞ୍ଚାୟତକୁ କୋଟିଏ ଟଙ୍କାର ସହାୟତା ଦେବେ ସରକାର

ମାଲକାନଗିରି: ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନରେ ନୂତନ ନିୟମ ପ୍ରଣୟନ କରିଛନ୍ତି। ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ସହ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଏଥିସହ ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର ଏକ କୋଟି ଟଂକାର ସହାୟତା କରିବେ। ଏହି କ୍ରମରେ ଛତିଶଗଡର ସୁକମା ଜିଲ୍ଲାର ବଡେସେଟି ଗ୍ରାମ ପଞ୍ଚାୟତ ପ୍ରଥମ କରି ନକ୍ସଲ ମୁକ୍ତ ହୋଇଛି। ଏହି ପଞ୍ଚାୟତର ୧୧ […]

Read More Text.