ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ
ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍ ଷ୍ଟ୍ରାକ୍ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪ ତାରିଖରେ ଯାଜପୁର ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ୧୫ବର୍ଷର ନାବାଳିକା ଗର୍ଭବତୀ ଝିଅକୁ ନିଜ ବାପା-ମା ପୋଡ଼ି ମାରିଦେବା ସହ ପ୍ରମାଣ ନଷ୍ଟ କରିଦେଇଥିଲେ। ଏହି ମାମଲାରେ ମୃତ ନାବାଳିକାଙ୍କ […]
Read More Text.