ଓ୍ବାକଫ ଆଇନ: ମୋଦୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ମୁସଲମାନ ସମ୍ପ୍ରଦାୟ

ଓ୍ବାକଫ ସଂଶୋଧନ ଆଇନ ୨୦୨୫ର ଦୁଇଟି ଗୁରୁତ୍ଵପୂର୍ଣ୍ଣ ପ୍ରାବଧାନ ଉପରେ ସୁପ୍ରିମକୋର୍ଟ ଗୁରୁବାର ସ୍ଥିତାବସ୍ଥା ଜାରି କରିଛନ୍ତି। ଆଗାମୀ ଶୁଣାଣି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଓ୍ବାକଫ ଆଇନକୁ ନେଇ ବିବାଦ ଆରମ୍ଭ ହୋଇଥିବାବେଳେ କିଛି ମୁସଲମାନ ସମ୍ପ୍ରଦାୟ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଆଇନରେ ସଂଶୋଧନ ଆଣିଥିବାରୁ ସେମାନେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦାଉଦୀ ବୋହରା ମୁସଲମାନ ସମ୍ପ୍ରଦାୟର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ଭେଟିବା ଅବସରରେ କହିଛନ୍ତି ଯେ, ଆଇନରେ ସଂଶୋଧନ ଆଣିବା ଲାଗି ସେମାନେ […]

Read More Text.

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ । ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ । ଆଜି ଅନୁଷ୍ଠାନିକା ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ମୋଟ ୧୪ ଜଣ କୃଷକ ଓ ୧୪ଜଣ ଅଫିସର ଏହି ଗସ୍ତରେ ଯାଉଛନ୍ତି । ସପ୍ତାହ ବ୍ୟାପୀ ସେମାନେ କୃଷି ଭିତ୍ତିକ ଶିଳ୍ପ, କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ, ଛତୁ ଉତ୍ପାଦନ, […]

Read More Text.

ଖରାଛୁଟିରେ ପିଲାଙ୍କୁ ଦିଆଯିବ ହୋମୱାର୍କ

ଭୁବନେଶ୍ୱର: ଆସନ୍ତା ମେ’ ୬ ତାରିଖରୁ ସମସ୍ତ ସ୍କୁଲ ଖରା ଛୁଟି ହେବା ନେଇ ଘୋଷଣା ହୋଇସାରିଛି। ମେ ୬ ତାରିଖରୁ ଜୁନ ୧୯ ତାରିଖ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ ପାଇଛି। ହେଲେ ଏହି ସମୟରେ ପିଲାଙ୍କୁ ଦିଆଯିବ ଗୃହକାର୍ଯ୍ୟ (ହୋମୱାର୍କ)। ପିଲାମାନେ ଯେପରି ନିଜ ପାଠପଢ଼ାରେ ନିୟୋଜିତ ହେବେ ସେଥିପାଇଁ ଅଭିଭାବକଙ୍କୁ ସଚେତନ କରାଯିବ। ଦିଆଯାଇଥିବା ଗୃହକାର୍ଯ୍ୟକୁ ଠିକ୍‌ ସମୟରେ କରିବେ। ଆବଶ୍ୟକ […]

Read More Text.

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ହେବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ । ଆଜି ଝାରସୁଗଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ଡ. ପିକେ ମିଶ୍ର । ଏହାପରେ ସେ ସମ୍ବଲପୁର IIM ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ସକାଳ ୯ଟାରେ IIM, ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଆସନ୍ତାକାଲି ପର୍ଯ୍ୟଟନ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ ପ୍ରକଳ୍ପ ନେଇ ଆଲୋଚନା କରିବେ । ସେପଟେ ଗତକାଲି ରାତିରେ ଭୁବନେଶ୍ବରରେ ପହଞ୍ଚିଛନ୍ତି […]

Read More Text.

ରାଜ୍ୟର ଏହି ସହରରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର: ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍ ପରିଚାଳନର ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷପ ଦ୍ୱାରା ଭୁବନେଶ୍ୱର ଓ କଟକର ଯୁଗ୍ମ ନଗରୀକୁ ତୀର୍ଥନଗରୀ ପୁରୀ ସହ ସିଧାସଳଖ ଇଲେକ୍ଟ୍ରିକ ବସ୍ ସେବା ସହଜ ହେବ। ଏହି ଅତ୍ୟାଧୁନିକ ବସ୍‌ଗୁଡ଼ିକ ଫ୍ଲାସ୍-ଚାର୍ଜିଂ ପ୍ରଯୁକ୍ତିବିଦ୍ୟାରେ ପରିପୂର୍ଣ୍ଣ, ଯାହା ବସ୍ ଷ୍ଟପ୍‌ରେ ଲାଗିଥିବା ୬୦୦ […]

Read More Text.

ଥମୁନି ଯାତ୍ରା ପାର୍ଟିରେ ବିବାଦ: ବାପି ପଣ୍ଡାଙ୍କ ମନ୍ତବ୍ୟ ପରେ ବର୍ଷିଲେ ଜଗତଜୀବନ ପଣ୍ଡା

ଭୁବନେଶ୍ୱର : ଥମୁନି ଯାତ୍ରା ପାର୍ଟିରେ ବିବାଦ । କଳାକାର ଓ ଯାତ୍ରା ମାଲିକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଥମିବାର ନାଁ ନେଉନି ।  ଏବେ ବିବାଦରେ ପଶି ଅଭିନେତାଙ୍କୁ ଟାର୍ଗେଟ କରିଛନ୍ତି ଯାତ୍ରା ପାର୍ଟି ପରିଚାଳକ । ଯାତ୍ରା ମାଲିକଙ୍କ ପ୍ରତି ଅଭିନେତା ବାପି ପଣ୍ଡା ଦେଇଥିବା ମନ୍ତବ୍ୟକୁ ଯାତ୍ରା ପରିଚାଳକଙ୍କ ନିନ୍ଦା ।  ପାର୍ବତୀ ଗଣନାଟ୍ୟ ଓ ରାଜଧାନୀ ଅପେରାର ମୁଖ୍ୟ ପରିଚାଳକ ଜଗତଜୀବନ ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ବାପିଙ୍କ ଉପରେ ବର୍ଷିଛନ୍ତି ।  କହିଛନ୍ତି, […]

Read More Text.

ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର

ନୟାଗଡ଼: ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜର ସୁନାଖଣିଆରେ ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ୭ଗୋଟି ଘଡିଆଳ କୁମ୍ଭୀର ମହାନଦୀରେ ଛଡାଯାଇଛି। ସେଥିରେ ୫ଗୋଟି ମାଈ ଘଡିଆଳ ସହିତ ୨ ଗୋଟି ପୁରୁଷ ଘଡିଆଳ କୁମ୍ଭୀର ରହିଥିବା ସୂଚନା ମିଳିଛି। ୭ ଗୋଟି ଘଡିଆଳ କୁମ୍ଭୀର ମଧ୍ୟରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ୫ ଗୋଟି ଏବଂ ଅନୁଗୁଳ ଜିଲ୍ଲା ଟିକରପଡାସ୍ଥିତ […]

Read More Text.

ପୁଣି ଓଡିଶା ଝାରଖଣ୍ଡ ସୀମାନ୍ତରେ IED ବିସ୍ଫୋରଣ, ବର୍ତ୍ତିଲେ ଯବାନ

ରାଉରକେଲା : ପୁଣି ଲ୍ୟାଣ୍ଡମାଇନ ବିସ୍ଫୋରଣ । ଓଡିଶା ଝାରଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ବରଖେରା ନିକଟରେ IED ବ୍ଲାଷ୍ଟ ହୋଇଛି । ସିଆରପିଏଫ ୧୭୪ ବାଟାଲିୟନର ଯବାନ କୁମ୍ବି ଅପରେସନ ସାରି ଫେରୁଥିବା ବେଳେ ଜଣେ ଯବାନ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଯବାନଙ୍କୁ ଦୁଇଟି ବାଇକରେ ଅନ୍ୟ ଯବାନ ନିକଟସ୍ଥ ବିଶ୍ରା ହସ୍ପିଟାଲକୁ ଆଣୁଥିବା ବେଳେ ଏକ ସଂକୀର୍ଣ୍ଣ ପୋଲ ନିକଟରେ ଏହି ବିସ୍ଫୋରଣ ହୋଇଥିଲା । ଏଥିରେ ଯବାନଙ୍କ କୌଣସି କ୍ଷତି ହୋଇନଥିବା […]

Read More Text.

ଅକ୍ଷୟ ତୃତୀୟା ସୁଦ୍ଧା ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ : ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିବା ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସଆଇ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ସମସ୍ତ ପ୍ରୟାସ କରୁଛନ୍ତି, ଏହା  ଆହୁରି ୭୫ ଏବଂ ୧୦୦ ବର୍ଷ ପାଇଁ ରତ୍ନଭଣ୍ଡାରକୁ […]

Read More Text.

କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ।  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ  କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ  ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ । ସେପଟେ […]

Read More Text.