୮୦ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆରେ ହେବ ଜିଲ୍ଲାସ୍ତରୀୟ ମୁଖ୍ୟ ସମାରୋହ ବାରିପଦା : ଆଗାମୀ ୮୦ତମ ସ୍ୱାଧୀନତା ଦିବସର ଜିଲ୍ଲାସ୍ତରୀୟ ପାଳନକୁ ସୁଚାରୁ ଓ ସୁପରିଚାଳିତ ଭାବେ ଆୟୋଜନ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସ୍ୱାଧୀନତା ଦିବସ ପାଳନ ସମ୍ପର୍କିତ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଓ ପ୍ରସ୍ତୁତି ଉପରେ ବିସ୍ତୃତ ସମୀକ୍ଷା କରାଯିବା ସହ ସମସ୍ତ […]

Read More Text.

ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ

ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ ନେଇ ସମାଜସେବୀ ଅନ୍ନା ହଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିଜ ମତ ଜଣାଇଛନ୍ତି। ସେ କହିଛନ୍ତି, ହିଂସା କେବେ ବି କୌଣସି ସମସ୍ୟାର ସମାଧାନ ନୁହେଁ। ହିଂସା କେବଳ […]

Read More Text.

ପ୍ରଶ୍ନପତ୍ର ଲିକ୍ ମାମଲାରେ ଫାଷ୍ଟଟ୍ରାକ୍ କୋର୍ଟରେ ଦଣ୍ଡ, ପ୍ରଧାନମନ୍ତ୍ରୀ ଗ୍ରହଣ କଲେ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ : ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଯୁବପିଢିଙ୍କ ଭବିଷ୍ୟତ ସହିତ ଖେଳିଥିବା କୌଣସି ଦୋଷୀଙ୍କୁ ଛଡ଼ାଯିବ ନାହିଁ । ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି ଯେ, ପେପର୍ ଲିକ୍ ମାମଲାରେ ବିଚାରକୁ […]

Read More Text.

ମହାପ୍ରଭୁଙ୍କ ୫ ପବିତ୍ର ନାମକୁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା।

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା। ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ବଡ଼ ସଫଳତା ମିଳିଛି। ମହାପ୍ରଭୁଙ୍କ ସହ ଜଡ଼ିତ ଆଉ ପାଞ୍ଚଟି ଟ୍ରେଡ୍ ମାର୍କ ଜର୍ଣ୍ଣାଲରେ ପ୍ରକାଶ ପାଇବ । ଟ୍ରେଡ୍ ମାର୍କ ରେଜିଷ୍ଟ୍ରିର ଦ୍ୱିତୀୟ ପର୍ଯ୍ୟାୟ ଯାଞ୍ଚ ସମ୍ପୂର୍ଣ୍ଣ ହେବା ପରେ, ଆସନ୍ତା ଟ୍ରେଡ୍ ମାର୍କ […]

Read More Text.

ବାହୁଡ଼ା ଓ ସୁନାବେଶ ଲାଗି ଯାନବାହନ କଟକଣା

ପୁରୀ: ଆଜି ଆଡ଼ପ ଶେଷ ଦର୍ଶନ । ସନ୍ଧ୍ୟା ୬ଟା ଯାଏଁ ହେବ ଦର୍ଶନ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତି ବହୁଳତାକୁ ଦୃଷ୍ଟିରେ ରଖି,ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ସର୍ବସାଧାରଣଙ୍କ ପ୍ରବେଶ ବନ୍ଦ ରହିବ। ଏହି ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରର ଶୋଧ କାର୍ଯ୍ୟ ଅନୁଷ୍ଠିତ ହେବା ସହ ଶ୍ରୀଜୀଉମାନଙ୍କର ବାହୁଡ଼ା ଯାତ୍ରା ପୂର୍ବର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ। ଆସନ୍ତାକାଲି (ଶୁକ୍ରବାର) ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। […]

Read More Text.

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ୫% ବୃଦ୍ଧି କଲେ ରାଜ୍ୟ ସରକାର। ୨୫୭%ରୁ ବୃଦ୍ଧି ପାଇ ୨୬୨% ହେଲା ମହଙ୍ଗା ଭତ୍ତା। ସବୁଠାରୁ ବଡ଼ କଥା ହେଉଛି, ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ କର୍ମଚାରୀମାନେ ବର୍ତ୍ତମାନର ବଢ଼ିଥିବା ଭତ୍ତା ସହ ବକେୟା ଟଙ୍କା ମଧ୍ୟ ପାଇବେ । ଏହାସହ ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ […]

Read More Text.

ମୟୂରଭଞ୍ଜରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ଅଗ୍ରଗତି ସମୀକ୍ଷା

ବାରିପଦା : ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା ଉଚ୍ଚ ଶିକ୍ଷା ବିଭାଗର କମିଶନର-ତଥା-ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ମୟୂରଭଞ୍ଜ ଜିଲ୍ଲାର ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ମୟୂରଭଞ୍ଜ ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା କରିଥିଲେ ।  ବୈଠକରେ ଏସାଇଆର୍-୨୦୨୬ର ବିଭିନ୍ନ ପର୍ଯ୍ୟାୟର କାର୍ଯ୍ୟର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା କରାଯାଇ ଏହାକୁ ସଠିକ୍ ସମୟରେ ସ୍ୱଚ୍ଛ ଓ ନିର୍ଭୁଲ […]

Read More Text.

ମୟୁରଭଞ୍ଜ ଶାଖା ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ 

ବାରିପଦା : ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ, ମୟୁରଭଞ୍ଜ ଶାଖା ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କୁ ପ୍ରଦାନ କରାଯାଇଛି I ସମସ୍ତଙ୍କ ପାଇଁ “ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି” ଯାଜନାର ସଫଳ ରୂପାୟନ ନିମନ୍ତେ ବେସରକାରୀ ମହାବିଦ୍ୟାଳୟ ମାନଙ୍କରେ ୨୦୦୮ ମସିହା ପରେ ନିଯୁକ୍ତି ପାଇଥିବା ଅଧ୍ୟାପକ କର୍ମଚାରୀମାନଙ୍କ ପାଇଁ ଅନୁଦାନ ନୀତି ୨୦୦୮ – ୨୦୧୮ ପ୍ରଣୟନ ପାଇଁ ଦାବିପତ୍ରରେ ଉଲ୍ଲେଖ ରହିଛି I […]

Read More Text.

ସୁରକ୍ଷା ଓ ନିରାପତ୍ତା ଉପରେ ସଚେତନତା ବୈଠକ

ବାରିପଦା  : ସ୍ଥାନୀୟ ଭଂଜପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସୁଶ୍ରୀ ଅନୁଜା ମାଧୁରୀ ଦାସଙ୍କ ଅଧ୍ୟକ୍ଷତାରେଏକ ସୁରକ୍ଷା ଓ ନିରାପତ୍ତା ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ବୈଠକରେ ବାରିପଦା ବ୍ଲକ ଓ ମୁନିସିପାଲିଟି ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ, ସି ଆର ସି ସି ଙ୍କ ସମେତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ ଦାଶ ଓ ସୁକୁମାର […]

Read More Text.

ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନାର ରଥଯାତ୍ରା ସ୍ୱତନ୍ତ୍ର ସେବା ଶିବିର

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍.ଏସ୍.ଏସ୍.) ବ୍ୟୁରୋ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ‘ରଥଯାତ୍ରା ସ୍ୱତନ୍ତ୍ର ସେବା ଶିବିର–୨୦୨୬’ ଆୟୋଜିତ ହୋଇଯାଇଛି । ଏହି ସେବା ଶିବିରକୁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ରଥଯାତ୍ରାରେ ଏନ୍.ଏସ୍.ଏସ୍. ସ୍ୱେଚ୍ଛାସେବୀମାନଙ୍କର ନିଷ୍ଠାପର ସେବା ବିଶ୍ୱବିଦ୍ୟାଳୟ ପାଇଁ ଗର୍ବର ବିଷୟ ଏବଂ ସମାଜ ପାଇଁ ପ୍ରେରଣାଦାୟକ ବୋଲି କହିବା ସହ ଯୁବପିଢ଼ି ମଧ୍ୟରେ […]

Read More Text.