୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ
ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼ ଧରଣର ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି। ଦିନିକିଆ ରାଜ୍ୟ ଗସ୍ତରେ ଆସୁଥିବା ଗଡ଼କରୀ ୪ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବା ସହ ରାଜ୍ୟରେ ଚାଲିଥିବା ରାଜପଥ କାର୍ଯ୍ୟର ଅଗ୍ରଗତି ସମୀକ୍ଷା […]
Read More Text.