ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ସେମାନେ ନିଜ ନିଜ ରାଜ୍ୟରେ ବିଚାରାଧୀନ ଥିବା ଶିଶୁ ଚାଲାଣ ମାମଲାଭୁଡିକର ସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଆଗାମୀ ୬ ମାସ ମଧ୍ୟରେ ଏହାର ବିଚାର ସମ୍ପୂର୍ଣ୍ଣ କରିବାକୁ ସମସ୍ତ […]

Read More Text.

ବିଶୋଇ ଅଂଚଳରେ କାଳବୈଶାଖୀ ଯୁଦ୍ଧକାଳୀନ ଭିତ୍ତିରେ କ୍ଷୟକ୍ଷତି ପୂରଣ ନେଇ  ଗ୍ରାମବାସୀ ଜନଶୁଣାଣୀରେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ 

ବାରିପଦା –  ୨୦ ମାର୍ଚ୍ଚ  ୨୦୨୫ ବିଶୋଇ ଅଂଚଳ ବାସୀଙ୍କ ପାଇଁ ଏହା କାଳ ରାତ୍ର ଥିଲା ।ଯାହାର ଭୟାବହତା ଏଯାଏଁ ବିଶୋଇ ବାସୀଙ୍କ ମନରୁ ଲିଭି ନାହିଁ ।କାଳବୈଶାଖୀ ଓ ପ୍ରବଳ କୁଆପଥର ମାଡ଼ରେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ବ୍ଳକର ଖଡମଵେଡା ପଞ୍ଚାୟତ ଓ ଯୁଡିଆ ପଞ୍ଚାୟତର ୧୫ ଟି ରାଜସ୍ବ ଗ୍ରାମ ତଥା ୧୯ ଟି ସାହିର ଲୋକଙ୍କ ଘର,ଦ୍ବାର,ଗୋରୁ,ଗାଇ,ଚାଷ ନାହିଁ ନ ଥିବା କ୍ଷତି ହୋଇଥିଲା ।ପ୍ରଵଳ ଜନ ଅସନ୍ତୋଷ ଓ ରାସ୍ତାରୋକ […]

Read More Text.

ଇସ୍ରାଏଲୀ ଯୁଦ୍ଧ ବିମାନ ନିଜ ଅଞ୍ଚଳରେ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କଲା

ତେଲ ଅଭିଭ: ଇସ୍ରାଏଲୀ ବାୟୁସେନାର ଏକ ଯୁଦ୍ଧ ବିମାନ ମଙ୍ଗଳବାର ରାତିରେ ଭୁଲବଶତଃ ନିଜ ଅଞ୍ଚଳରେ ବୋମା ପକାଇଛି। ଏହି ବୋମା ବିସ୍ଫୋରଣ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଇସ୍ରାଏଲୀ ଯୁଦ୍ଧ ବିମାନ ଯେଉଁଠାରେ ବୋମା ପକାଇଥିଲା ସେହି ସ୍ଥାନରୁ ଅଳ୍ପ ଦୂରରେ ଏକ ବଡ଼ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳ ରହିଛି। ସୌଭାଗ୍ୟବଶତଃ, ଏହି ବୋମା ଦ୍ୱାରା କୌଣସି ସାଧାରଣ ନାଗରିକ ଆହତ ହୋଇନାହାନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ଏହାକୁ ଏକ “ଯାନ୍ତ୍ରିକ ତ୍ରୁଟି” ବୋଲି […]

Read More Text.

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଜୁ ପଟ୍ଟନାୟକ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ଓଡ଼ିଆଙ୍କ ସ୍ୱାଭିମାନ, ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି। ତାଙ୍କ ନିର୍ଭୀକ ଜୀବନ, ଅଦମ୍ୟ ସାହସ କୋଟି କୋଟି ଓଡ଼ିଆଙ୍କ ପାଇଁ ପ୍ରେରଣା। ଲୋକଙ୍କ ସହ ରହିବା ଓ ଲୋକଙ୍କ ଲାଗି କାମ କରିବାକୁ […]

Read More Text.

କଟକରେ ଡବଲ୍ ଏନ୍‌କାଉଣ୍ଟର, ଦୁଇ ଆହତ ଅଭିଯୁକ୍ତ ଏସସିବିରେ ଭର୍ତ୍ତି

କଟକ: କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାକୁ ଏନ୍‌କାଉଣ୍ଟର। ଚୌଦ୍ବାର ପୋଲିସ ଓ ସ୍ପେଶାଲ ସ୍କ୍ୱାଡ୍‌ର ଏନ୍‌କାଉଣ୍ଟର ହୋଇଥିବା ସୂଚନା। ଚୌଦ୍ବାର ଇନ୍ଦ୍ରାଣୀପାଟଣାରେ ଏହି ଏନ୍‌କାଉଣ୍ଟର କଲା ପୋଲିସ। ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲେ ଅଭିଯୁକ୍ତ। ପୋଲିସର ପାଲଟା ଗୁଳିରେ ଉଭୟ ଆହତ ହୋଇଛନ୍ତି। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାର ଆଣ୍ଠୁରେ ଗୁଳି ବାଜିଛି। ଆହତ ଅବସ୍ଥାରେ ଦୁଇ ଅଭିଯୁକ୍ତଙ୍କୁ SCBରେ ଭର୍ତ୍ତି […]

Read More Text.

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି ଅପ୍ରେଲ ୧୭ତାରିଖ ଦିବା ୧୧ ଘଟିକା ଠାରୁ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେପଞ୍ଜୀକରଣ ଆରମ୍ଭ ହେବ ।ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ପଞ୍ଜୀକୃତ ଦରଖାସ୍ତକାରୀ ସେମାନଙ୍କର […]

Read More Text.

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର  : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୦ଟା ସୁଦ୍ଧା ଅଫିସ୍‌ରେ ପହଞ୍ଚତ୍ବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗର ସମସ୍ତ କର୍ମଚାରୀ ନିରନ୍ତର ଭାବେ ନିଜ ଡ୍ୟୁଟିରେ ଯୋଗଦେବାକୁ କୁହାଯାଇଛି। ଏଥିରେ ଯେକୌଣସି ତ୍ରୁଟିକୁ ଗମ୍ଭୀରତାର […]

Read More Text.

ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର ବିଦ୍ୟୁତ ପ୍ରକଳ୍ପ ସ୍ଥାପନ ନିମନ୍ତେ ଆଜି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କୁ ଏକ ଉପସ୍ଥାପନା ପ୍ରଦର୍ଶନ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱଚ୍ଛ ଓ ସବୁଜ ଭାରତ […]

Read More Text.

ବିହାରକୁ ପଶ୍ଚିମବଙ୍ଗ ଭଳି ଅବସ୍ଥା କରିବାକୁ ଚାଁହୁଛନ୍ତି ରାହୁଲ-ତେଜସ୍ୱୀ: ପ୍ରମୋଦ କୃଷ୍ଣମ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଆଡକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଜେପି, ଜେଡିୟୁ, କଂଗ୍ରେସ, ଆରଜେଡି ସମେତ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ଦିନ, ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ କଂଗ୍ରେସ ନେତାମାନେ ଜାତୀୟ ରାଜଧାନୀ ଦିଲ୍ଲୀରେ ଏକ ବୈଠକ କରିଥିଲେ। ଏହି ବୈଠକ ପରେ, ପୂର୍ବତନ କଂଗ୍ରେସ ପାର୍ଟି ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ଆରଜେଡି ଏବଂ କଂଗ୍ରେସ ପାର୍ଟି ଉପରେ ଏକ ବଡ଼ ଆକ୍ରମଣ […]

Read More Text.

ଖଡିଆଶୋଳ ଗ୍ରାମବାସୀ ପିଇବା ପାଣି ପାଇଁ ହନ୍ତସନ୍ତ;  ମୁଣ୍ଡ ଓ କାଖରେ ଗରା ଗଗରା ଧରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା 

ବାରିପଦା : ଗ୍ରୀଷ୍ମ ଋତୁ ଆରମ୍ଭ ହୋଇଗଲାଣି ।ଚାରିଆଡେ ନଈ,ନାଳ, ପୋଖରୀ,ମଞ୍ଜୁରୀ ଶୁଖିଲା ବେଳେ ଅଧିକାଂଶ ନଳକୂପ ଅଚଳ ।ବାମନଘାଟୀ ଉପଖଣ୍ଡ ଅଂଚଳ ପାହାଡ଼,ବଣ, ଜଙ୍ଗଲ ଘେରା ।ଚାରିଆଡେ ଜଳ ପାଇଁ  ହା କାର । ସରକାର କହୁଛନ୍ତି ପାଣି ବୁନ୍ଦେ ପାଇଁ କେହି ଯେମିତି ଡହଳ ବିକଳ ନ ହୁଅନ୍ତି । ସେଥିପାଇଁ ହର‌ ଘର ଜଳ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗାଁ ଗାଁ ରେ ପାଣି ଟାଙ୍କି ନିର୍ମାଣ […]

Read More Text.