ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର
କେନ୍ଦୁଝର : ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ ଭିତରେ ମହେନ୍ଦ୍ରଙ୍କ ଉତ୍ତମ ଆଚରଣକୁ ଦୃଷ୍ଟିରେ ରଖି ତାଙ୍କୁ ମୁକ୍ତ କରାଯାଇଛି। ୧୯୯୯ ମସିହା ଜାନୁଆରୀ ୨୨-୨୩ ତାରିଖ ରାତିରେ କେନ୍ଦୁଝର ଜିଲାର ମନୋହରପୁର ଗାଁରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ […]
Read More Text.