ମହାବିଷୁବ ସଂକ୍ରାନ୍ତି ଓ ନାମଯଜ୍ଞ ଅନୁଷ୍ଠିତ

ଆଗରପଡ଼ା :ଆଗରପଡ଼ା ସନ୍ନିକଟ ବର୍ତ୍ତନା ପଂଚାୟତ ମା’କନ୍ତିଆଶୁଣୀଙ୍କ ପୀଠରେ ୧୯ତମ ମହାବିଷୁବ ପଣା ସଂକ୍ରାନ୍ତି ଓ ନାମ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ନିକଟସ୍ଥ ଗ୍ରାମ୍ୟ ପୁଷ୍କରିଣୀରୁ ୧୧ ଗୋଟି କଳସ ଘଟଉତ୍ତୋଳନ କରାଯାଇ ଗ୍ରାମ ବଜାର ପରିକ୍ରମା ପରେ ପୂଜା ମଣ୍ଡପକୁ ଅଣାଯାଇଥିଲା । ପୂଜକ ଅଶୋକ କୁମାର ପଣ୍ଡା ସମସ୍ତ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଦେବେନ୍ଦ୍ର ପଣ୍ଡା, ମାଳତୀ ପଣ୍ଡା କର୍ତା କାର୍ଯ୍ୟ ତୁଲାଇଥିଲେ । ମା’ଙ୍କୁ ଦୀର୍ଘ ଶହେବର୍ଷ […]

Read More Text.

ଡାଲା ଅଟୋକୁ ପିଟିଲା ହାଇୱା

ଆଗରପଡ଼ା :କଲରା ବୋଝେଇ ଡାଲା ଅଟେ । କୁ ଏକ ହାଇୱା ପଛରୁ ପିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ସୂଚନାନୁଯାୟୀ,ଔପଦା ଅଂଚଳରୁ ଜନୈକ ଚାଷୀଙ୍କ କଲରାକୁ ବୋଝେଇ କରି ଅଟୋ ଆଗରପଡ଼ା ସାପ୍ତାହିକୀ ହାଟକୁ ଭୋର୍ ସମୟରେ ଆସୁଥିଲା । କାଣ୍ଡବା ସାଳନ୍ଦୀ ସେତୁ ଉପରେ ପଛରୁ ଦ୍ରୁତଗତିରେ ଏକ ହାଇୱା ଆସି ଅଟୋ କୁ ପିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଖବରପାଇ ଥାନାଧିକାରୀ ଶ୍ରୀକାନ୍ତ ପତି ହାଇୱାକୁ ପିଛା କରିଥିଲେ ମଧ୍ୟ ମୁଖ୍ୟ […]

Read More Text.

ବିଜୁବାବୁଙ୍କ ପ୍ରତିମୂତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ […]

Read More Text.

ନ୍ୟାସନାଲ ହେରାଲ୍ଡ ମାମଲା : ରାହୁଲ, ସୋନିଆଙ୍କ ବିରୋଧରେ ଚାର୍ଜସିଟ୍

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ଅଭିଯୋଗପତ୍ର ବା ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟରେ କଂଗ୍ରେସ ଓଭରସିଜ୍ ମୁଖ୍ୟ ସାମ ପିଟ୍ରୋଡାଙ୍କ ନାମ ମଧ୍ୟ ସାମିଲ ଅଛି। ଏଥିରେ ସୁମନ ଦୁବେ ଏବଂ ଅନ୍ୟମାନଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ ଅଛି। ଇଡି ରାଉଜ୍ ଆଭେନ୍ୟୁ କୋର୍ଟରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଏହି ମାମଲାରେ ଅଭିଯୋଗଗୁଡ଼ିକର ବିଚାର ପାଇଁ […]

Read More Text.

ବାପା ଛେଉଣ୍ଡ ଓଡ଼ିଆ ଝିଅଙ୍କ ସଫଳତା, ଆନ୍ଧ୍ର ଯୁକ୍ତ ୨ ପରୀକ୍ଷାରେ ମଣ୍ଡଳ ସ୍ତରରେ ରଖିଲେ ସର୍ବୋଚ୍ଚ ନମ୍ବର

ପାତ୍ରପୁର :  ପାତ୍ରପୁର ବ୍ଳକ ସୀମାନ୍ତ ଜୟନ୍ତୀପୁର ପଞ୍ଚାୟତ ବୁରିବାଡ ଗ୍ରାମର ଜଣେ ବାପ ଛେଉଣ୍ଡ ଝିଅ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ମଣ୍ଡଳ ସାରିଆପଲ୍ଲୀ ସ୍ଥିତ ଏପି ମଡେଲ ସ୍କୁଲ ନାମକ ମହାବିଦ୍ୟାଳୟ +୨ ପରୀକ୍ଷାରେ ମଣ୍ଡଳ ସ୍ତରରେ ସର୍ବୋଚ୍ଚ ନମ୍ବର ରଖି ପ୍ରଥମ ସ୍ଥାନ ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି ।  ଓଡ଼ିଆ ଝିଅ ଜଣକ ହେଲେ ସାମ୍ବାଦିକ ଆଲୁ ଜୟ ପ୍ରକାଶଙ୍କ ଝିଆରୀ ଆଲୁ ସ୍ପନ୍ଦନା। ମଙ୍ଗଳବାର ଦିନ […]

Read More Text.

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଜଳିବା ଘଟଣା: ଥାନାରେ ମାମଲା ରୁଜୁ, ଅଭିଯୁକ୍ତ ଗିରଫ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ପାଟଣାଗଡ଼ ବ୍ଲକଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛି। ଅଗ୍ନିକାଣ୍ଡ ଯୋଗୁଁ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ବିଜୁ ଜନତା ଦଳ (ବିଜେଡି)ର ସ୍ଥାନୀୟ କର୍ମୀମାନେ ଆଜି ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରିଛି। ଅଭିଯୁକ୍ତକୁ ପୁଲିସ ଗିରଫ କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ […]

Read More Text.

ବିଦେଶରେ ଉତ୍କଳ ଦିବସ, ପ୍ରଶାନ୍ତ ନନ୍ଦ ପାଇଲେ ‘ଉତ୍କଳ ବିଶ୍ୱ ଗୌରବ ସମ୍ମାନ’

ଭୁବନେଶ୍ବର : ଲଣ୍ଡନରେ ଉତ୍କଳ ଦିବସ ପାଳିଲେ ଓଡ଼ିଆ। ଓଡ଼ିଶା ସୋସାଇଟି ଅଫ୍ ୟୁନାଇଟେଡ୍‌ କିଙ୍ଗଡମ୍(ଓଏସୟୁକେ) ପକ୍ଷରୁ ଶନିବାର ଲଣ୍ଡନର ହାରୋଲ୍ଡ ହିଲ୍‌ସ୍ଥିତ ଡ୍ରାପର୍ସ ଏକାଡେମୀରେ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯାଇଛି। ଦିନ ଗୋଟାଏରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ଦିବସବ୍ୟାପୀ କାର୍ଯ୍ୟକ୍ରମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ, ଭାଷା ଏବଂ ମାନବିକ ଭାବନା ପ୍ରତି ଏକ ଉତ୍କୃଷ୍ଟ ଶ୍ରଦ୍ଧାଞ୍ଜଳି ଥିଲା, ଯେଉଁଥିରେ ୟୁକେ ଏବଂ ବାହାରର ପ୍ରବାସୀ ଓଡ଼ିଆ ପ୍ରବାସୀମାନେ ଯୋଗ ଦେଇଥିଲେ। […]

Read More Text.

‘ସୁଭଦ୍ରା’ ଟଙ୍କାରୁ ବଞ୍ଚିତ ଡଙ୍ଗରିଆ ମହିଳା

କଲ୍ୟାଣସିଂହପୁର: ସୁଭଦ୍ରା ଟଙ୍କା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆ ମହିଳାଙ୍କୁ। ବାରମ୍ବାର ଆବେଦନ ସତ୍ତ୍ବେ କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତର ଅନେକ ଗ୍ରାମର ଡଙ୍ଗରିଆ ମହିଳା ସୁଭଦ୍ରା ଯୋଜନା ସହାୟତା ଅର୍ଥ ପାଇନାହାନ୍ତି। ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ମହିଳାମାନେ ଜନସେବା କେନ୍ଦ୍ର ଓ ବ୍ୟାଙ୍କକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇ ପଡ଼ିଲେଣି। ଡଙ୍ଗରିଆଙ୍କୁ ବ୍ୟାଙ୍କ ଜମା ଖାତା, ଜନ୍ମ ପ୍ରମାଣପାତ୍ର, ଆଧାର କାର୍ଡ, ଜବ୍‌କାର୍ଡ ଭଳି ଅତି […]

Read More Text.

ମେହୁଲ ଚୋକସିଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରସ୍ତୁତ ହେଉଛି ଭାରତ, ବେଲଜିୟମ ଯିବ ଇଡି-ସିବିଆଇ ଟିମ୍‌

ନୂଆଦିଲ୍ଲୀ,୧୫।୪: ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ଭାରତ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଦଳ ବେଲଜିୟମ ଯିବ। ଉଭୟ ଏଜେନ୍ସିରୁ ଦୁଇରୁ ତିନି ଜଣ ଅଧିକାରୀଙ୍କୁ ବେଲଜିୟମ ପଠାଯାଇପାରେ ବୋଲି ବିଶ୍ୱାସ କରାଯାଉଛି। ଏହି ଅଧିକାରୀମାନେ ପ୍ରତ୍ୟର୍ପଣ ପ୍ରକ୍ରିୟା ପାଇଁ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବେ ଏବଂ ସେଠାକାର ସରକାରଙ୍କ ସହିତ ସମନ୍ବୟ ରକ୍ଷା କରିବେ। ଇଣ୍ଡିଆନ ଏକ୍ସପ୍ରେସ ସୂତ୍ରରୁ ପ୍ରକାଶ କରିଛି ଯେ ମେହୁଲ ଚୋକସିଙ୍କ […]

Read More Text.

ବିକ୍ରି ହୋଇପାରେ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ୍‌

ମୁମ୍ବାଇ: ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌କୁ ନେଇ ଏକ ବଡ଼ ଖବର ହସ୍ତଗତ ହୋଇଛି। ଅଡୁଆରେ ଫସି ଯାଇଛନ୍ତି ଏହାର ମାଲିକ ମାର୍କ ଜୁକରବର୍ଗ। ସୂଚନା ରହିଛି ଯେ ବିକ୍ରି କରିବାକୁ ପଡ଼ିପାରେ ସବୁଠୁ ବଡ଼ ଆପ୍‌ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ । ବିଶ୍ୱର ଦୁଇ ବିଶାଳ ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌ ଆମେରିକାର ଧନୀ ବ୍ୟକ୍ତି ମାର୍କ ଜକରବର୍ଗଙ୍କ ମାଲିକାନାରୁ ଖସିଯିବାର ସମ୍ଭାବନା ରହିଛି । ୨୦୨୦ରେ ତାଙ୍କ କମ୍ପାନୀ […]

Read More Text.