ତହସିଲଦାର ଓ ଏସିଏସଓଙ୍କୁ ଅବସର ସମ୍ବର୍ଦ୍ଧନା
ବାରିପଦା : ଦୀର୍ଘ ବର୍ଷ ଧରି ସରକାରୀ ଚାକିରୀରେ ବିଭିନ୍ନ ସ୍ଥାନରେ ବିଭିନ୍ନ ପଦବୀରେ ଅବସ୍ଥାପିତ ହୋଇ ନିଜର ଦାୟିତ୍ୱକୁ ସୁଚାରୁ ରୂପେ ସମ୍ପାଦନ କରି ବିଜାତଳା ତହସିଲଦାର ଶ୍ରୀ ଅଶ୍ୱିନୀ କୁମାର ଭୂୟାଁ ଓ ରାଇରଙ୍ଗପୁର ଅତିରିକ୍ତ ବେସାମାରିକ ଯୋଗାଣ ଅଧିକାରୀ ଶ୍ରୀ ସାରଙ୍ଗଧର ବେହେରା ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ଗତକାଲି ସନ୍ଧ୍ୟାରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉଭୟ ଅଧିକାରୀଙ୍କ ପାଇଁ ଉପଜିଲ୍ଲାପାଳ ଶ୍ରୀ ଉଗ୍ରସେନ ଓରାମ ଙ୍କ […]
Read More Text.