ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ୫ ଡଙ୍ଗା

ପୁରୀ: ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି । ପରମ୍ପରା ଅନୁସାରେ ଗତବର୍ଷ ଚାପର ହଳଦୀ ପାଣି ନୀତି ପରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ଦିଆଯାଇଥିବା ନନ୍ଦା, ଭଦ୍ରା ଚାପର ୪ଟି ଓ ବୈଜୟନ୍ତୀ ଚାପ ଡଙ୍ଗାକୁ ଚୈତ୍ର ପୂର୍ଣ୍ଣମୀରେ ପାଣି ଭିତରୁ ବାହାର କରାଯାଇଛି । ୨୮ ଜଣ ଭୋଇ […]

Read More Text.

‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ନୁହେଁ’- ମେୟର ସୁଲୋଚନା

ଭୁବନେଶ୍ବର: ‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ବଡ ନୁହେଁ’ । ଆଜି ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଭୁବନେଶ୍ବରରେ ଆୟୋଜିତ ହୋଇଥିବା ବେଳେ ଏଥିରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତକୁ ନେଇ କିଛି ଏପରି ବୟାନ ରଖିଛନ୍ତି ଭୁବନେଶ୍ବର ମେୟର ତଥା ବିଜେଡି ନେତ୍ରୀ ସୁଲୋଚନା ଦାସ । ସିଧା ସାଂସଦଙ୍କୁ ଟାର୍ଗେଟ କରି ମେୟର କହିଛନ୍ତି, ତାଙ୍କ ଦଳର ପ୍ରଶିକ୍ଷଣ ଚାଲିଛି, ତେଣୁ ସେମାନେ ଆସିଲେ ନାହିଁ । ଅପରାଜିତା ଷଡ଼ଙ୍ଗୀଙ୍କ […]

Read More Text.

ମୁର୍ଶିଦାବାଦ ଦଙ୍ଗା : ସିଏଏ ବିରୋଧୀ ଦଙ୍ଗା ପରି ରଣନୀତି ଅନୁସରଣ କରାଯାଉଛି : ଗୁଇନ୍ଦା ରିପୋର୍ଟ

କୋଲକାତା : ଓ୍ବାକଫ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଘଟିଥିବା ଘଟଣା ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି ଗୁଇନ୍ଦା ଏଜେନ୍ସି। ଇସ୍ଲାମିକ ମୌଳବାଦୀମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା ସମୟରେ ବ୍ୟବହାର କରିଥିବା ରଣନୀତି ଭଳି ରଣନୀତି ବ୍ୟବହାର କରୁଛନ୍ତି ବୋଲି ଏଜେନ୍ସିମାନେ କହିଛନ୍ତି । ଗୁଇନ୍ଦା ସୁତ୍ର ଅନୁସାରେ, ‘ବାଂଲାଦେଶ ସୀମା ହେଉଛି ମୌଳବାଦର ପ୍ରବେଶ ପଥ।’ ସେମାନେ ମୁର୍ଶିଦାବାଦ ଏବଂ ମାଲଦାରେ ପୁନଃସଂଗଠିତ ହେଉଛନ୍ତି। ଏହାସହିତ ସେମାନେ ୨୦୧୯ ସିଏଏ ବିରୋଧୀ ଦଙ୍ଗା […]

Read More Text.

ଆକ୍ରମଣ ନେଇ ବିଜେପି ବିଧାୟକଙ୍କୁ ଦୋଷ ଦେଲେ ପ୍ରଣବ, ଜାଣିନି କହିଲେ ହିମାଂଶୁ

ଯାଜପୁର: ଧର୍ମଶାଳରେ ଚାଲିଥିବା ଏକ ଯଜ୍ଞରେ ଯୋଗ ଦେବାକୁ ଯାଉଥିବାବେଳେ ରବିବାର ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପଛରେ ବିଜେପି ବିଧାୟକ ହିମାଂଶୁ ସାହୁଙ୍କ ହାତ ଅଛି ‌ବୋଲି ପ୍ରଣବ ବଳବନ୍ତରାୟ ଅଭିଯୋଗ ଆଣିଛନ୍ତି। ପୁଲିସ ଉପସ୍ଥିତରେ ମୋ ଉପରେ ଆକ୍ରମଣ ହୋଇଛି। ଏ ଆକ୍ରମଣ ନେଇ ପୂର୍ବରୁ ଯୋଜନା ହୋଇଥିଲା। ଏ ନେଇ ମୁଁ ଏସିପିକୁ ଜଣାଇଥିଲେ। ହେଲେ ମୋତେ ସୁରକ୍ଷା ମିଳିଲା ନାହିଁ। ଯାଜପୁର […]

Read More Text.

ୱାକ୍‌ଫ ବିଲ୍ ପାସ୍‌ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ; ୨୦ ବର୍ଷର ମଦ୍ରାସା ଉପରେ ଚାଲିଲା ବୁଲଡୋଜର

ଭୋପାଳ: ଦେଶରେ ୱାକ୍‌ଫ ଆଇନ କାର୍ଯ୍ୟକାରୀ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ କୌଣସି ବେଆଇନ ମଦ୍ରାସା ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିକଟରେ ବିଜେପି ରାଜ୍ୟ ସଭାପତି ବିଷ୍ଣୁ ଦତ୍ତ ଶର୍ମା ଅଭିଯୋଗ କରିଥିଲେ ଯେ, ସରକାରୀ ଜମିରେ ଏକ ବେଆଇନ ମଦ୍ରାସା ନିର୍ମାଣ କରି ବେଆଇନ କାର୍ଯ୍ୟକଳାପ କରାଯାଉଛି। ଏହି ଅଭିଯୋଗ ଆଧାରରେ ପ୍ରଶାସନ ମଦ୍ରାସାକୁ ଏକ ନୋଟିସ ପଠାଇଥିଲା ଏବଂ ରବିବାର ସକାଳେ ଏହାକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। କୁହାଯାଉଛି […]

Read More Text.

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ ନାମାଙ୍କନ ଭରି ଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ସୂଚନାମୁତାବକ, ପୁରୀ ଜିଲ୍ଲା ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ । ସେହିପରି ସୁନ୍ଦରଗଡ଼ ଜିଲ୍ଲା ପାଇଁ […]

Read More Text.

ବିଦେଶୀ ନାଗରିକଙ୍କ ପାଇଁ ନୂଆ ନିୟମ ଲାଗୁ କଲେ ଟ୍ରମ୍ପ ସରକାର

ନୂଆଦିଲ୍ଲୀ: ଟ୍ରମ୍ପ ସରକାର ଆମେରିକାରେ ବିଦେଶୀ ନାଗରିକଙ୍କ ପାଇଁ ଏକ ନୂତନ ନିୟମ ଲାଗୁ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ୩୦ ଦିନରୁ ଅଧିକ ସମୟ ପାଇଁ ଆମେରିକାରେ ରହୁଥିବା ବିଦେଶୀ ନାଗରିକମାନଙ୍କୁ ନିଜକୁ ପଞ୍ଜୀକରଣ କରିବାକୁ ପଡିବ। ଯଦି ସେମାନେ ଏହା କରିବାରେ ବିଫଳ ହୁଅନ୍ତି, ତେବେ ସେମାନଙ୍କୁ ଜରିମାନା ହୋଇପାରେ କିମ୍ବା ଜେଲ ମଧ୍ୟ ଯିବାକୁ ପଡ଼ିପାରେ। ଏହା ସହିତ, ସେମାନଙ୍କୁ ଦେଶରୁ ନିର୍ବାସିତ ମଧ୍ୟ କରାଯାଇପାରିବ। ଗୃହ ସୁରକ୍ଷା ବିଭାଗ ଏକ ନୂତନ […]

Read More Text.

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି। ୬୫୦ ସିସିଟିଭି ଓ ୪୦ ଟି ଡ୍ରୋନ୍‌ ସାହାଯ୍ୟରେ ଆଇନଶୃଙ୍ଖଳାକୁ ମନିଟର କରାଯାଉଛି। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ […]

Read More Text.

ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ୭ମ ଦିନ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ – ” ମୁଖ୍ୟମନ୍ତ୍ରୀ କପ ” ର ୭ମ ଦିନର ୧ମ ମ୍ୟାଚରେ ଶାନ୍ତିନିକେତନ ଯୁବକ ସଙ୍ଘ ଖେରୱାଲ ଜୁମିଦକୁ ୫-୦ ଗୋଲରେ ପରାସ୍ତ କରିଥିଲା I ରାମଚନ୍ଦ୍ର ଟୁଡୁ […]

Read More Text.

ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି: ୨୧ ମୃତ, ୮୩ ଆହତ

ଗୋଟିଏ ପଟେ ଯୁଦ୍ଧ ବିରତି ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ସହିତ ଆଲୋଚନା ଜାରି ରଖିଥିବାବେଳେ ଅନ୍ୟପଟେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିବାରେ ଲାଗିଛି। ରବିବାର ରୁଷ ପକ୍ଷରୁ ୟୁକ୍ରେନର ସୁମି ସହର ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ଯାହାଫଳରେ ୨୧ ଜଣଙ୍କ ପ୍ରାଣହାନି ଘଟିଛି। ଏହି ଆକ୍ରମଣରେ ଅନ୍ୟ ୮୩ ଜଣ ଗୁରୁତର ଆହତ ହୋଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନ୍‌ସ୍କି ଆକ୍ରମଣ ସମୟର ଏକ ଭିଡିଓକୁ ସାମାଜିକ ଗଣମାଧ୍ୟମରେ […]

Read More Text.