ଏଆଇଡିଏମକେ ସହ ମେଣ୍ଟ କଲା ବିଜେପି, ଏକାଠି ଲଢ଼ିବେ ତାମିଲନାଡୁ ବିଧାନସଭା ନିର୍ବାଚନ

ତାମିଲନାଡୁରେ ଶାସକ ଡିଏମକେକୁ ହରାଇବା ପାଇଁ ବିଜେପି ନୂଆ ଗୋଟି ଚାଳନା କରିଛି। ଆଗାମୀ ୨୦୨୬ ବିଧାନସଭା ନିର୍ବାଚନରେ ଏହି ଜାତୀୟ ଦଳ ତାମିଲନାଡୁର ଆଞ୍ଚଳିକ ଦଳ ଏଆଇଡିଏମକେ(ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାଭିଡ଼ ମୁନ୍ନେତ୍ର କାଝାଗମ) ସହିତ ମେଣ୍ଟ କରିଛି। ଉଭୟ ଦଳ ପକ୍ଷରୁ ଶୁକ୍ରବାର ଏ ନେଇ ଘୋଷଣା କରାଯାଇଛି। ତାମିଲନାଡୁର ଏମ.କେ. ଷ୍ଟାଲିନ ସରକାର ବିଜେପି ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ବିଜେପିକୁ ଘେରିବା ସହ ଅକଳରେ ପକାଉଛନ୍ତି। […]

Read More Text.

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ‌ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। ଲିଲି କୁମାରୀ କୁଲୁ ରାଜସ୍ବ ବିଭାଗର ଯୁଗ୍ମ ସଚିବ ହୋଇଥିବା ବେଳେ ଆରାଧନା ଦାସଙ୍କୁ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି […]

Read More Text.

ଜାଲ ସାର୍ଟିଫିକେଟରେ ସରକାରୀ ଚାକିରୀ କରିବା ଘଟଣା, ମୁହଁ ଖୋଲିଲେ ଅଧ୍ୟାପକ

ଯୋଗ୍ୟତା ନଥାଇ ବି ସରକାରୀ ଚାକିରୀ । ଏମିତି କଣ ସମ୍ଭବ । ଖଣ୍ଡେ ସରକାରୀ ଚାକିରୀ ପାଇଁ ଲୋକେ କେତେ କଣ କରୁଛନ୍ତି ତା ବିଷୟରେ ନ କହିବା ଭଲ । ହେଲେ ଏଠି ଲୋକେ ଯୋଗ୍ୟତା ନ ଥାଇ ବି ଜାଲ ସାର୍ଟିଫିକେଟରେ କରୁଛନ୍ତି ସରକାରୀ ଚାକିରୀ । କେବଳ ଯେ ସରକାରୀ ଚାକିରୀ କରିଛନ୍ତି ତା ନୁହେଁ । ସରକାରଙ୍କୁ ଚୂନ ଲଗାଇ ଲୁଟି ନେଲେଣି ୩ କୋଟିରୁ ଉର୍ଦ୍ଧ୍ଵ ଟଙ୍କା । […]

Read More Text.

ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଲା ପାକିସ୍ତାନ

ଇସଲାମାବାଦ: ମୁମ୍ବାଇରେ ୨୬ ନଭେମ୍ବର (୨୬/୧୧) ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡଯନ୍ତ୍ରକାରୀ ତହବୁର ରାଣାକୁ ଭାରତକୁ ପ୍ରତ୍ୟର୍ପଣ କରାଯିବା ଖବର ଶୁଣି ପାକିସ୍ତାନ ଚିନ୍ତିତ ହୋଇଯାଇଛି । ପାକିସ୍ତାନ ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିବାକୁ ଚେଷ୍ଟା କରୁଛି। ପାକିସ୍ତାନରେ ଜନ୍ମିତ ତହବୁର ହୁସେନ ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ ସମ୍ପର୍କରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରଥମ ପ୍ରତିକ୍ରିୟାରେ ମଧ୍ୟ ଏହି ଭୟ ପ୍ରତିଫଳିତ ହୋଇଥିଲା। ରାଣାଙ୍କ ପ୍ରତ୍ୟର୍ପଣ ସମ୍ପର୍କରେ ପ୍ରଶ୍ନର ଉତ୍ତରରେ, ପାକିସ୍ତାନୀ ବୈଦେଶିକ ମନ୍ତ୍ରଣାଳୟ […]

Read More Text.

କ୍ରୋଧିତ ଟ୍ରମ୍ପ୍ : ଚୀନ ଉପରେ ଲଗାଇଲେ ୧୨୫% ଟାରିଫ୍

ନୂଆଦିଲ୍ଲୀ: ଉଗ୍ର ହେଉଛି ଆମେରିକା-ଚୀନ ଟାରିଫ ୱାର । ସୀମା ଡେଇଁଲା ଦୁଇ ଦେଶ ମଧ୍ୟରେ ଚାଲିଥିବା ଶୁଳ୍କ ଯୁଦ୍ଧ । ଯେସା କୁ ତେସା ନୀତି ଆପଣାଉଥିବା ଚୀନ ଏବଂ ଆମେରିକା କେହି କାହାକୁ ନଛୋଡବନ୍ଧା । ଜଣେ ଟାରିଫ ବଢାଇ ଦେଲେ ଆଉ ଜଣେ ଡବଲ ଟାରିଫ ବଢାଇ ଦେଉଥିବା ଦେଖିବାକୁ ମିଳୁଛି । ତେବେ ଚୀନ ଆମେରିକା ଉପରେ ୮୪ ପ୍ରତିଶତ ଟାରିଫ ଘୋଷଣା ପରେ ରାଗିଗଲେ ଟ୍ରମ୍ପ ଆଉ ପାଲଟା ଭାବେ […]

Read More Text.

ମୋ ପୁଅ ଆତଙ୍କବାଦୀଙ୍କ ଶିକାର ନଥିଲା: ୨୬/୧୧ ଆକ୍ରମଣରେ ସହିଦ୍ ସନ୍ଦୀପଙ୍କ ବାପା

ମୁମ୍ବାଇ: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ୧୬୬ ଜଣଙ୍କ ମଧ୍ୟରେ କେରଳର ମେଜର ସନ୍ଦୀପ ଉନ୍ନିକୃଷ୍ଣନ୍ ମଧ୍ୟ ଥିଲେ। ଦେଶକୁ ସୁରକ୍ଷା ଦେବା ପାଇଁ ଆତଙ୍କବାଦୀଙ୍କ ସହ ଲଢ଼ି ସେ ନିଜ ଜୀବନକୁ ବଳିଦାନ ଦେଇଥିଲେ। ୨୮ ନଭେମ୍ବରରେ ତାଜ ହୋଟେଲରେ ଆତଙ୍କବାଦୀଙ୍କ ସହ ଲଢ଼ିବା ସମୟରେ ସନ୍ଦୀପ ସହିଦ ହୋଇଥିଲେ। ଆଜି ମଧ୍ୟ ଲୋକମାନେ ତାଙ୍କ ସାହସିକତାର ଉଦାହରଣ ଦିଅନ୍ତି। ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଆମେରିକାରୁ ଭାରତ ଅଣାଯିବା ପରେ, […]

Read More Text.

୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ

ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ। ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର ହେବାକୁ ଯାଉଛି କାରଣ ୧୨୮ ବର୍ଷ ପରେ ଏଥିରେ କ୍ରିକେଟ୍ ପୁନରାଗମନ କରିବାକୁ ଯାଉଛି। କ୍ରିକେଟ ଖେଳ ଶେଷ ଥର ପାଇଁ ୧୯୦୦ ମସିହାରେ ଅଲିମ୍ପିକ୍ସରେ ସାମିଲ ହୋଇଥିଲା। ୨୦୨୮ ଅଲିମ୍ପିକ୍ସର ଆୟୋଜକମାନେ ନିଶ୍ଚିତ […]

Read More Text.

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ ଘଟଣା ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦିଆଯାଇନାହିଁ। ସୂତ୍ର ଅନୁସାରେ, ବିମାନ AI 2336 ରେ ଥିବା ଯାତ୍ରୀ ମଦ୍ୟପାନ କରି ଏକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିସ୍ରା କରିଥିଲେ। ଏହି ଘଟଣା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ […]

Read More Text.

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍‌ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍‌ ପ୍ରକ୍ରିୟା ଜାରି ରହିଛି। ବସ୍‌ ମାଲିକଙ୍କୁ ବକେୟା ଫେରସ୍ତ ନ କରିବା ମାମଲାରେ ନିର୍ଦ୍ଦେଶ ଦେଇଛନ୍ତି। ୧୯୯୯ରେ ସରୋଜ ତ୍ରିପାଠୀ ନାମକ ବ୍ୟକ୍ତି ପରିବହନ ନିଗମକୁ ୫୦ ହଜାର ସିକ୍ୟୁରିଟି ଟଙ୍କା ଦେଇ ଏକ ବସ ଲିଜରେ […]

Read More Text.

ଟ୍ରମ୍ପଙ୍କ ଟାରିଫ୍‌କୁ ଡରୁଛନ୍ତି ଚନ୍ଦ୍ରବାବୁ, କେନ୍ଦ୍ର ସରକାରଙ୍କୁ ଲେଖିଲେ ଚିଠି

ଅମରାବତୀ,୯ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଶୁଳ୍କ ଘୋଷଣା ମଧ୍ୟରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ମତ୍ସ୍ୟଜାତ ଦ୍ରବ୍ୟ ନିମନ୍ତେ ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଚିଙ୍ଗୁଡ଼ି ଭଳି ଉତ୍ପାଦଗୁଡ଼ିକୁ ଅତିରିକ୍ତ ଶୁଳ୍କରୁ ମୁକ୍ତ କରିବା ନିଶ୍ଚିତ କରିବାକୁ ନାଇଡୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଆନ୍ଧ୍ରପ୍ରଦେଶ ଆମେରିକାକୁ ଚିଙ୍ଗୁଡ଼ି ଏବଂ ମାଛର ଏକ ପ୍ରମୁଖ ରପ୍ତାନିକାରୀ ରାଜ୍ୟ। ଅଧିକାରୀଙ୍କ ଅନୁଯାୟୀ, ଜଳ ଚାଷୀ ଏବଂ ଚିଙ୍ଗୁଡ଼ି ଏବଂ ମାଛ ରପ୍ତାନିକାରୀମାନେ […]

Read More Text.