ପୁନର୍ଗଠନ ହେବ ଏସଏଚଜି, ରାଜ୍ୟ ସ୍ତରରେ ଦିଆଯିବ ନୂଆ ନିଯୁକ୍ତି
ଭୁବନେଶ୍ୱର: ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ ହେବ। GPLF, ଓ CPL, BLFଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ। ହେଲେ ପୂର୍ବ ସରକାରରେ ବହୁତ ବଞ୍ଚିତ ରହିଛନ୍ତି ପରିବାର। କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ମହିଳାଙ୍କୁ ବାହାର କରି ଦେଇଥିଲେ। ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ […]
Read More Text.