ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା
ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର ସୁରକ୍ଷା ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସରକାର ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ (SSMSV) ସୃଷ୍ଟି କରିଛନ୍ତି। ଏଥିପାଇଁ ଗୃହ ବିଭାଗ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ […]
Read More Text.