ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ ପାଇଁ ଗର୍ବ ଓ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନଭାବ ନେଇ ପୁଲିସ ନିଜକୁ ଉତ୍ସର୍ଗ କରିବା ଦରକାର । ଏହି ସଙ୍କଳ୍ପ ହିଁ ହେବ ଆମମାନଙ୍କ ପାଇଁ ସହିଦ୍‌ଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି […]

Read More Text.

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ

ପଟ୍ଟାଙ୍ଗି,୧।୪  : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ ପାଳନ କରି କଡା ଜବାବ ଦେଇଛି । ସୂଚନା ମୁତାବକ ସାରା ଦେଶରେ ଓଡ଼ିଶା ଦିବସ ପାଳନ କରା ଯାଉଥିବା ବେଳେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ମଧ୍ୟ ଏହାକୁ ପାଳନ କରିଛି । ବିଡିଓ […]

Read More Text.

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ। ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ ସବୁ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ। ଓଡ଼ିଆ ପର୍ବ ହେଉ ଆମ […]

Read More Text.

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ: କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲା। ଆଜି ସକାଳ ୧୦ଟା ସମୟରେ ଦୋକାନ ଖୋଲିବା ସମୟରେ ଏସି ଅନ କରିବା ପରେ ହଠାତ ଏସି ଟି ଫାଟି ଯାଇଥିଲା। ଯାହା ଫଳରେ ଦୁଇ ମହଲା କୋଠା ବିଶିଷ୍ଠ ଏହି […]

Read More Text.

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍‌ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା। ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ […]

Read More Text.

ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି ୫୨ ଲକ୍ଷ ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୯ ହଜାର ଡାକ୍ତରଖାନାରେ ଏହି ଯୋଜନା ଲୋକେ ମାଗଣାରେ ଚିକିତ୍ସା ସୁବିଧା ପାଇପାରିବେ। ପୂର୍ବ ବିଜେଡି ସରକାର ଆୟୁଷ୍ମାନ ଭାରତ ଯୋଜନା […]

Read More Text.

ଭାରତ ଆସିବାକୁ ସୁନୀତାଙ୍କ ଇଚ୍ଛା: ହିମାଳୟର ପାଦଦେଶ ବୁଲିବା ସହ ଇସ୍ରୋ ଆସିବାକୁ ଆଗ୍ରହୀ

ୱାସିଂଟନ ଡିସି: ଭାରତ ଆସିବେ ଭାରତୀୟ ବଂଶୋଦ୍ଭବ ସୁନୀତା । ନିଜ ବାପଘରକୁ ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇଚ୍ଛା ଏବଂ ଭାରତ ଆସିବାର ଆଗ୍ରହକୁ ପ୍ରକାଶ କରିଛନ୍ତି ସୁନୀତା । ଭାରତର ଗୁଜୁରାଟରେ ସୁନୀତା ୱିଲିୟମ୍ସଙ୍କ ଘର । ତାଙ୍କ ବାପା ଦୀପକ ପାଣ୍ଡେ ଗୁଜୁରାଟରେ ରୁହନ୍ତି ତେଣୁ ସେ ତାଙ୍କ ବାପାଙ୍କ ସହର ଏବଂ ବାପାଙ୍କ ଦେଶକୁ ଫେରି ଆସିବାକୁ ଚାହୁଁଛନ୍ତି । ଭାରତର ପ୍ରାକୃତିକ […]

Read More Text.

ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ ହୋଇଛି। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (NPPA) ଏହି ସମସ୍ତ ୯୦୦ରୁ ଅଧିକ ଅତ୍ୟାବଶ୍ୟକ ଔଷଧର ମୂଲ୍ୟରେ ୧.୭୪ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ଘୋଷଣା କରିଛି। ବର୍ଦ୍ଧିତ ମୂଲ୍ୟ ସହିତ ଏହି ଔଷଧ […]

Read More Text.

ଦେଶବ୍ୟାପୀ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ ଦର

ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି। ତେବେ ଘରୋଇ ଭାବେ ବ୍ୟବହାର ହେଉଥିବା ଗ୍ୟାସ ସିଲିଣ୍ଡରର ଦରରେ କୌଣସି ପରିବର୍ତ୍ତନ ହୋଇ ନଥିବା ଜଣାଯାଇଛି |

Read More Text.

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି। […]

Read More Text.