ସାଳନ୍ଦୀ ସଂସ୍କାର ବାଟବଣା, ନଦୀଶଯ୍ୟା ପୋତିହେବାରୁ ଚାଷୀଙ୍କୁ ପାଣି ମିଳୁନି

ଆଗରପଡ଼ା :ଭଦ୍ରକ ଜିଲ୍ଲା ଦେଇ ସାଳନ୍ଦୀ ନଦୀର ଅନେକ ଗୁଡ଼ିଏ ଶାଖା ପ୍ରଶାଖା ପ୍ରବାହିତ ହୋଇଛି । ବିଶେଷ କରି ଭଦ୍ରକ,ବାଲେଶ୍ୱର,କେନ୍ଦୁଝର ଜିଲ୍ଲାର ଅଧିକାଂଶ ସ୍ଥାନରେ କୃଷି କାର୍ଯ୍ୟ ପାଇଁ ଏହି ନଦୀ ଜଳ କୁ ଉପଯୋଗ କରାଯାଇଥାଏ । ଆଗରପଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରବାହିତ ଏହି ନଦୀ ର ଶଯ୍ୟା ପ୍ରାୟତଃ ପୋତିହୋଇଯାଇଥିବାର ଦେଖିବାକୁ ମିଳୁଛି । ନଦୀ କୂଳରେ ଚାଷ ପାଇଁ ଆବଶ୍ୟକୀୟ ପାଣି ଚାଷୀମାନେ ସଂଗ୍ରହ କରିବାରେ ଅସୁବିଧାର ସମ୍ମୁଖୀନ […]

Read More Text.

ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ସୂଚନାଯୋଗ୍ୟ, ୨୦୨୩ ମସିହା ଫେବୃୟାରୀ ୨୮ରେ ଚିନ୍ମୟୀ ସମାବର୍ତ୍ତନ ଉତ୍ସବକୁ ଆସିଥିଲେ। ଏହା ପରଦିନ ଅର୍ଥାତ ମାର୍ଚ୍ଚ ୧ ତାରିଖରେ ପିସି ବ୍ରିଜ ତଳୁ ଚିନ୍ମୟୀଙ୍କ ମୃତଦେହ […]

Read More Text.

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ ଗଡିବ ବନ୍ଦେ ଭାରତ ଟ୍ରେନ୍ । ପ୍ରଥମେ ଏହି ଟ୍ରେନଟି କଟରା ରୁ ଗଡିବ । ବର୍ତ୍ତମାନ କିନ୍ତୁ ଜମ୍ମୁ କଶ୍ମୀର ରେଲୱେ ଷ୍ଟେସନରେ ଟ୍ରେନଟିର ନବୀକରଣ କାମ ଚାଲୁରହିଛି । ଟ୍ରେନର ଶୁଭାରମ୍ଭ […]

Read More Text.

ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳ କମଲାଙ୍ଗ ପଞ୍ଚାୟତ କମଲାଙ୍ଗ ବରସାହିରେ ଝାଡାବାନ୍ତି ଆତଙ୍କ। ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅନନ୍ତ ନାହାକ, ରଜନୀ ପେଣ୍ଠି ଏବଂ ଅନନ୍ତ ନାୟକ। ଝାଡାବାନ୍ତିରେ ଆଉ ଏକ ଗାଁର ୧୭ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।ଏଥିରୁ ୫ ଜଣ ଗୁରୁତର ହୋଇ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।ଝାଡାବାନ୍ତିରେ ଗାଁରେ ଆତଙ୍କ ସୃଷ୍ଟି ହୋଇଛି। ଅନେକ ଘର ଖାଲି ପଡିଛି।ଘରୁ […]

Read More Text.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ IFS ନିଧି ତିୱାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀ ନିଯୁକ୍ତ ହୋଇଛନ୍ତି । କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ଭାବେ ଦାୟିତ୍ବ ତୁଲାଇବେ । ବ୍ୟକ୍ତିଗତ ସଚିବ ଭାବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମିଟିଂ ଏବଂ ଅନ୍ୟ କାମ ତଦାରଖ କରିବେ ନିଧି । ନିଧି ତିୱାରୀ ନଭେମ୍ବର ୨୦୨୨ ଠାରୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବରେ କାର୍ଯ୍ୟ […]

Read More Text.

ନିୟନ୍ତ୍ରଣ ବାହାରେ ରାଜ୍ୟରେ ଆଇନ ଶୃଙ୍ଖଳା : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରକାରଙ୍କୁ ବିଜେଡିର ସମାଲୋଚନା। ତୀବ୍ର ସମାଲୋଚନା କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ଆଇନ ଶୃଙ୍ଖଳା ସ୍ଥିତି ଆଉ ସରକାରଙ୍କ ନିୟନ୍ତ୍ରଣରେ ନାହିଁ। ସରକାର ଏଥିରେ ବିଫଳ ହୋଇଛନ୍ତି। ରାଜଧାନୀ ସମେତ ସାରା ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡିପଡିଛି। ବିଧାନସଭା ଭିତରେ ଆଉ ବାହାରେ ଶକ୍ତି ଦେଖାଉଛନ୍ତି ପୁଲିସ। ହେଲେ ବାହାରେ ଫେଲ୍‌ ମାରୁଛି। ଭୁବନେଶ୍ୱର ଭରତପୁର ଓ ଗଂଜାମ କବିସୂର୍ଯ୍ୟନଗର ଘଟଣା ଏହା ପ୍ରମାଣିତ କରୁଛି। […]

Read More Text.

ଏଣିକି ମଦ ପିଇ ରୋଗାଗ୍ରସ୍ତ ହେଲେ ମିଳିବନି ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: ଉତ୍ତମ ଜୀବନ ପାଇଁ ସ୍ୱାସ୍ଥ୍ୟ ବୀମା ନୀହାତି କରିବା ଉଚିତ୍ । ଗ୍ରାହକଙ୍କୁ ଉତ୍ତମ ସୁବିଧା ଯୋଗାଇଦେବା ପାଇଁ ବିଭିନ୍ନ ବୀମା କମ୍ପାନୀ ଅଲଗା ଅଲଗା ପ୍ରକାରର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ବୀମା ବା ହେଲଥ୍‌ ଇନସୁରାନ୍ସ ପଲିସି ଉପଲବ୍ଧ କରିଥାନ୍ତି । ଏହି ସବୁ ପଲିସି ଦ୍ୱାରା ଗ୍ରାହକଙ୍କୁ ଖାସ୍‌ ସୁବିଧା ମିଳିଥାଏ । ଯାହାକୁ ପାଇ ଗ୍ରାହକ ମଧ୍ୟ ବେଶ୍ ଖୁସି ପ୍ରକାଶ କରିଥାନ୍ତି । ତେବେ ହେଲ୍‌ଥ୍‌ ଇନ୍‌ସ୍ୟୁରାନ୍ସ କରୁଥିବା ବ୍ୟକ୍ତିଙ୍କୁ ମାଗଣାରେ କେତେକ […]

Read More Text.

ରାଜ୍ୟରେ ପୂର୍ବାପେକ୍ଷା ୪.୨ ପ୍ରତିଶତ ନାରୀ ନିର୍ଯାତନା କମିଛି: ବିଜେପି ବିଧାୟକ ଅମର ନାୟକ

ଭୁବନେଶ୍ବର: ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ଅମର ନାୟକ। ସେ କହିଛନ୍ତି, ବିଗତ ଦିନର ଆଇନଶୃଙ୍ଖଳାକୁ ତର୍ଜମା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରାଥମିକତା ହେଉଛି ଆଇନଶୃଙ୍ଖଳା। ରାଜ୍ୟରେ ପୂର୍ବ ଅପେକ୍ଷା ୪.୨ ପ୍ରତିଶତ ହାରରେ ନାରୀ ନିର୍ଯାତନା କମିଛି। ବିରୋଧୀଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ମିଛ। ପୂର୍ବ ସରକାରର ୨୪ ବର୍ଷ ଇତିହାସ ଦେଖିଲେ ପୁଲିସ ଦଳୀୟ କର୍ମୀ ଭଳି କାମ କରୁଥିଲେ। ମାହାଙ୍ଗା ଡବଲ ମର୍ଡ଼ର, ପରୀ, ମମିତା ଓ ବେବିନା […]

Read More Text.

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫

ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ । ଭୂକମ୍ପର କେନ୍ଦ୍ର ଅରୁଣାଚଳ ପ୍ରଦେଶର ଶୀ ୟୋମିର ଠାରୁ ୧୦କିମି ଗଭୀରତା ରହିଥିଲା ।  ଏହା ପୂର୍ବରୁ ଭାରତର ଦିଲ୍ଲୀ ଏନସିଆର, ମଣିପୁର, ମେଘାଳୟରେ ୪.୦ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । […]

Read More Text.

ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍

ଭୁବନେଶ୍ୱର : ସମର ହିଟକୁ ବିଟ ପାଇଁ ବିଏମସିର ସ୍ଵତନ୍ତ୍ର ପ୍ଲାନ୍ । ରାଜଧାନୀ ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍ । ଡେଲ୍ଟା, ପଟିଆ, ବିଗ୍ ବଜାର ଛକ, ସିଆରପି, ଜାଭିୟର, ନାଲକୋ ଛକ ଭଳି ୧୦ଟି ମୁଖ୍ୟ ଟ୍ରାଫିକରେ ଅସ୍ଥାୟୀ ସେଡ୍ ଲଗାଯାଇଛି । ଏଜି ଛକରେ ହେବ ସ୍ଥାୟୀ ସେଡ୍ । ଟ୍ରାଫିକରେ ଗାଡ଼ି ଛିଡ଼ା ହେଲେ ଛାଇରେ ଠିଆ ହେବେ ଯାତ୍ରୀ । ସେହିଭଳି ଏଜି ଛକରେ ରହିବ ଏକମାତ୍ର […]

Read More Text.