୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା
ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ ଅମିତ୍ ଶାହା ଅପିଲ୍ କରିଛନ୍ତି। ହିଂସାରେ ପରିବର୍ତ୍ତନ ଆସେନି, କେବଳ ଶାନ୍ତି ଏବଂ ବିକାଶ ଦ୍ଵାରା ହିଁ ଏହା ସମ୍ଭବ ହୋଇଥାଏ। ସୂଚନା ଅନୁସାରେ ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ […]
Read More Text.