Pressmeet

ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିରୋଧୀ ଦଳର ଉପନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ […]

Read More Text.
Presentation1

ବର୍ଷା ସାଜିଲା ବାଧକ, ପଏଣ୍ଟ ଭାଗ କଲେ ପାକିସ୍ତାନ-ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ : ବର୍ଷାରେ ଧୋଇଗଲା ଟି-୨୦ ବିଶ୍ବକପର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ। ଶ୍ରୀଲଙ୍କାର କଲମ୍ବୋରେ ହେବାକୁ ଥିବା ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ବର୍ଷା ଯୋଗୁ ରଦ୍ଦ କରାଯାଇଛି । ଫଳରେ ଦୁଇ ଦଳକୁ ପଏଣ୍ଟ ଭାଗ କରିବାକୁ ପଡ଼ିଛି । ଉଭୟ ଦଳକୁ ଗୋଟିଏ ଲେଖାଏଁ ପଏଣ୍ଟ ମିଳିଛି । ଆସନ୍ତାକାଲି ଅର୍ଥାତ ରବିବାର ହେବ ସୁପର ଫାଇଟ । ଅର୍ଥାତ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ସୁପର-୮ ର ଦ୍ବିତୀୟ ମ୍ୟାଚ […]

Read More Text.
Trump 1 1 300x169

ଭାରତ ଉପରେ ଶୁଳ୍କ ୧୦%କୁ ହ୍ରାସ: ୨୪ରୁ ଲାଗୁ ହେବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଭିନ୍ନ ଦେଶ ଉପରେ ଲଗାଇଥିବା ଶୁଳ୍କକୁ ଗତକାଲି ଆମେରିକାର ସୁପ୍ରିମକୋର୍ଟ ଅସିଦ୍ଧ ଘୋଷଣା କରିଥିଲେ। ଏହି ରାୟ ପ୍ରକାଶ ପାଇବାର କିଛି ଘଣ୍ଟା ପରେ ଟ୍ରମ୍ପ ନୂଆ ୧୦ ପ୍ରତିଶତ ଶୁଳ୍କ ଲଗାଇଛନ୍ତି। ଏହାର ପ୍ରଭାବରେ ଭାରତ ଉପରେ ଆମେରିକାର ଶୁଳ୍କ ୧୮ ପ୍ରତିଶତରୁ ହ୍ରାସ ପାଇ ୧୦ ପ୍ରତିଶତ ହୋଇଛି। ଭାରତ ଉପରେ ଟ୍ରମ୍ପ ଗତବର୍ଷ ଅଗଷ୍ଟଠାରୁ ୫୦ ପ୍ରତିଶତ ଶୁଳ୍କ ଲଗାଇଥିଲେ। ସେଥିରୁ ୨୫ ପ୍ରତିଶତ ପାଲଟା ଶୁଳ୍କ […]

Read More Text.
3

ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ

ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସମ୍ମୁଖରେ ହାଜର କରାଯିବ। ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଗତକାଲି ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା । ଭବାନୀପାଟଣା ସହରସ୍ଥିତ ହିଲ ଟାଉନ ବାସଭବନ, ପୈତୃକ ଗାଁ ଦେଉଣ୍ଡି ଓ […]

Read More Text.
1

ଭୁବନେଶ୍ୱରରେ ଖୋଲିବ ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର: ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା ସିଇଓ ଜୁବିନ କର୍କାରିଆ ସୂଚିତ କରିଛନ୍ତି। ଓଡ଼ିଶାରୁ ବିଦେଶକୁ ଉଚ୍ଚଶିକ୍ଷା ଓ ବ୍ୟବସାୟ ପାଇଁ ଯାଉଥିବା ଯୁବବର୍ଗଙ୍କ ସୁବିଧା ପାଇଁ ଶ୍ରୀ ପ୍ରଧାନ ଗତବର୍ଷ ଅର୍ଥାତ୍ ସେପ୍ଟେମ୍ବର ୨,୨୦୨୫ରେ କେନ୍ଦ୍ର ବୈଦେଶିକ ବ୍ୟାପାର […]

Read More Text.
IMG 20260220 WA0222

ଜାତୀୟସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନରେ ରିତୁନଙ୍କ ଶତକ 

ବାରିପଦା  :  ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନର ୧ମ ମ୍ୟାଚରେ ଏଞ୍ଜେଲ ରଣା ୩୦ ରନରେ ମହାକାଳ ଦଳକୁ ପରାସ୍ତ କରିଥିଲା । ଏଞ୍ଜେଲ ରଣା ପ୍ରଥମେ ବ୍ୟାଟିଂ କରି ୧୨ ଓଭରରେ ୮ ଉଇକେଟ ହରାଇ ୧୫୭ ରନ ସଂଗ୍ରହ କରିଥିବା ବେଳେ ମହାକାଳ ୧୨ ଓଭରରେ ୯ ଉଇକେଟ ହରାଇ […]

Read More Text.
IMG 20260220 WA0210

ଛାତ୍ରଛାତ୍ରୀଙ୍କ ଆତ୍ମସମ୍ମାନ ଓ ଶାରୀରିକ ଆତ୍ମବିଶ୍ୱାସ ବୃଦ୍ଧି ଉପରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 

ବାରିପଦା  :  ବାରିପଦା ମୁନିସିପାଲିଟି ଅନ୍ତର୍ଗତ ପୋଲିସ ଉଚ୍ଚ ବିଦ୍ୟାଳୟ ପରିସରରେ ୟୁନିସେଫ ସହାୟତାରେ କିଶୋର ଅବସ୍ଥାରେ ଛାତ୍ରଛାତ୍ରୀମାନଙ୍କର ଆତ୍ମସମ୍ମାନ ଓ ଶାରୀରିକ ଆତ୍ମବିଶ୍ୱାସ ବୃଦ୍ଧି କରିବା ଦିଗରେ ଶିକ୍ଷକମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ ଡଃ ଅଭିମନ୍ୟୁ ସେଠିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିରରେ ପର୍ଯ୍ୟାୟ କ୍ରମେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୋଟ ୨୭୧ ଜଣ ଶିକ୍ଷକ/ଶିକ୍ଷୟତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି । କିଶୋର ଅବସ୍ଥାରେ ଶାରୀରିକ […]

Read More Text.
IMG 20260220 WA0200

ରଘୁନାଥପୁର ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ “ବସୁଧା” ପାଳିତ 

ବାରିପଦା – ତା :- ୨୦/୦୨/ ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୨୨ ନଂ ୱାର୍ଡ ସ୍ଥିତ ରଘୁନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ “ବସୁଧା” ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷୟତ୍ରୀ ଶୁବାସିନୀ ପାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ପ୍ରସାଦ ବଳ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ ଦାଶ ଓ ବ୍ରଜମୋହନ ମୁର୍ମୁ, ଶିକ୍ଷକ ନେତା […]

Read More Text.
39 hunters caught on ai camera in similipal

ବନବିଭାଗକୁ AI କ୍ୟାମେରାରେ ସଫଳତା : ଶିମିଳିପାଳରୁ 39 ଶିକାରୀ ସମେତ ନଅ ଗୋଟି ବନ୍ଧୁକ ଜବତ

ବାରିପଦା-20-2-  ଗତକାଲି ବିଳମ୍ବିତ ରାତ୍ରୀର ଶିମିଳିପାଳ ଟାଇଗର ରିଜିର୍ଭ ରେ ଅସ୍ତ୍ରଶସ୍ତ୍ର ସହ ଏକ ଶିକାରୀଦଳ ପଶିଥିବାର ବନବିଭାଗକୁ AI (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ) କ୍ୟାମେରା ଦ୍ୱାରା ସୂଚନା ମିଳିଥିଲା । ଯାହାକୁ ନେଇ ବନବିଭାଗ ପକ୍ଷରୁ 24 ଘଣ୍ଟିଆ ସତର୍କତା ଅବଲମ୍ବନ କରାଯାଇଥିଲା । ରିୟଲ ଟାଇମ ଆଲର୍ଟ ପାଇବା ପରେ ଶିମିଳିପାଳ ର ଦକ୍ଷିଣ ବିଭାଗର କର୍ମଚାରୀମାନଙ୍କର ଦୃଢ଼ ପ୍ରୟାସ ଏବଂ ସର୍ଚ୍ଚ ଅପରେସନ ଫଳରେ   39 ଜଣ ଶିକାରୀ କୌଣସି ଉପାୟ ନପାଇ […]

Read More Text.
4a07d142 fb21 4620 9833 a64e5417bf5a

ଓଡ଼ିଶା ଲେଖକ ସମବାୟ ସମିତିର ମାସିକ ଆଲୋଚନା ଚକ୍ର : ଉତ୍କଳ ଭାରତୀ କୁନ୍ତଳା କୁମାରୀଙ୍କ କାଳଜୟୀ ସାହିତ୍ୟ ଓ ବହୁମୁଖୀ ପ୍ରତିଭା ଉପରେ ଚର୍ଚ୍ଚା

ଭୁବନେଶ୍ୱର : ଓଡ଼ିଶା ଲେଖକ ସମବାୟ ସମିତି ପକ୍ଷରୁ ଏହାର ମାସିକ ସାରସ୍ୱତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ଓଡ଼ିଆ ସାହିତ୍ୟ ଆକାଶର ଦୀପ୍ତିମନ୍ତ ନକ୍ଷତ୍ର, ‘ଉତ୍କଳ ଭାରତୀ’ କୁନ୍ତଳା କୁମାରୀ ସାବତଙ୍କ ବହୁମୁଖୀ ପ୍ରତିଭା ଓ ଓଡ଼ିଆ ସାହିତ୍ୟକୁ ତାଙ୍କର ଅତୁଳନୀୟ ଅବଦାନ ସମ୍ପର୍କରେ ଗଭୀର ଆଲୋଚନା କରାଯାଇଛି। ଏହି ସାରସ୍ୱତ ସମାରୋହରେ ବିଶିଷ୍ଟ ସାହିତ୍ୟିକା ଡକ୍ଟର ପ୍ରେମଲତା ଦେବୀ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଲେଖିକା ବନଜଦେବୀ […]

Read More Text.