ଜେଲ୍ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ
ବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା ଫଳରେ ତାଙ୍କୁ ଏବେ ଜେଲରେ ରହିବାକୁ ପଡିବ। ପୂର୍ବରୁ, ତାଙ୍କ ଅପରାଧ ପାଇଁ ସ୍ୱତନ୍ତ୍ର କୋର୍ଟ ମଧ୍ୟ ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ତଳ କୋର୍ଟରୁ ଆଶ୍ୱସ୍ତି ନ ପାଇବା ପରେ, ଏବେ ତାଙ୍କ ପାଇଁ […]
Read More Text.