ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ
କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, […]
Read More Text.