କାଳବୈଶାଖୀ କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ମନ୍ତ୍ରୀ, ଢେଲା ମାଡ କଲେ ଲୋକେ
ବାରିପଦା: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ବିରୋଧ । କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି କହି ରୋଷ ଝାଡ଼ିଲେ ସାଧାରଣ ଜନତା । ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ କଲେ ଢ଼େଲା ମାଡ଼ । ଢ଼େଲା ମାଡ଼ରେ ମନ୍ତ୍ରୀଙ୍କ କାର୍ କାଚ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଲୋକଙ୍କ ହୋହଲ୍ଲା । ତେବେ ଢେଲା ପଥର ମାଡ଼ରେ ଜଣେ କନେଷ୍ଟବଲ୍ଙ୍କ ମୁଣ୍ଡ ଫାଟିଥିବା ନେଇ ସୂଚନା ମିଳିଛି । ବାଙ୍ଗିରିପୋଷି […]
Read More Text.