ଡିସେମ୍ବର ୯ରେ ବାରବାଟୀରେ ମ୍ୟାଚ୍, ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିବ
ଭୁବନେଶ୍ୱର: ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ଏନେଇ ଦକ୍ଷିଣ ଆଫ୍ରିକା ଦଳର ଭାରତ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଡିସେମ୍ବର ୯ରେ ବାରବାଟୀରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ ଅନୁଷ୍ଠିତ ହେବ। ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିବ। ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବାରବାଟୀରେ ଖେଳାଯିବ। ଏହି ଟି-ଟ୍ବେଣ୍ଟି ସିରିଜ୍ ଡିସେମ୍ବର ୯ରୁ […]
Read More Text.