ବିଜେଡି ସହ ସଂପର୍କ ତୁଟାଇ ବିଦେଶ ଚାଲିଯିବେ କି କାର୍ତ୍ତିକ ପାଣ୍ଡିଆନ୍ ?
ଭୁବନେଶ୍ବର : ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ ଓଡ଼ିଶା ଛାଡ଼ିବେ । ତାଙ୍କର ଖାସ୍ ଅନୁଗତ ତଥା ତାଙ୍କ ଆତ୍ମଘୋଷିତ‘କ୍ରୀତଦାସ’ ପ୍ରଣବପ୍ରକାଶ ଦାସ ଓରଫ ବବି ଆନୁଷ୍ଠାନିକ ଭାବେ ବିଜେଡି ସମ୍ଭାଳିବେ । ବୟସାଧିକ୍ୟ ଯୋଗୁ ଦଳୀୟ ସାଂଗଠନିକ କାର୍ଯ୍ୟରେ ବିଶେଷ ରୁଚି ଦେଖାଉନଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ବିଜେଡିକୁ ପରଦା ପଛରେ ରହି ପାଣ୍ଡିଆନ ପୂର୍ବଭଳି ନିୟନ୍ତ୍ରଣ କରିବେ । ଏଭଳି ରଣନୀତିକୁ ଆଖିରେ ରଖି ପାଣ୍ଡିଆନ ଗତ କିଛିଦିନ ଧରି […]
Read More Text.