ଭାରତ ସରକାରଙ୍କ ବିରୋଧରେ ମାମଲା ରୁଜ୍ଜୁ କଲା ‘ଏକ୍ସ’

ବେଙ୍ଗାଲୁରୁ: ଏଲୋନ ମସ୍କଙ୍କ କମ୍ପାନୀ ଏକ୍ସ କର୍ପୋରେସନ କର୍ଣ୍ଣାଟକ ହାଇକୋର୍ଟରେ ଭାରତ ସରକାରଙ୍କ ବିରୁଦ୍ଧରେ ଏକ ପିଟିସନ ଦାଖଲ କରିଛି। ସେ ଭାରତ ସରକାରଙ୍କ ଆଇଟି ଆଇନର ଧାରା ୭୯(୩)(ଖ) ଉପରେ ପ୍ରଶ୍ନ ଉଠାଇଛନ୍ତି। କମ୍ପାନୀ କହିଛି ଯେ ଏହି ନିୟମ ଏକ ବେଆଇନ ଏବଂ ଅନିୟମିତ ସେନ୍ସରସିପ୍ ସିଷ୍ଟମ ସୃଷ୍ଟି କରେ, ଯାହା ଅଧୀନରେ ବିଷୟବସ୍ତୁକୁ ଅବରୋଧ କରିବା ଦ୍ୱାରା ଏକ୍ସର କାର୍ଯ୍ୟ ପ୍ରଭାବିତ ହେଉଛି। ସରକାରଙ୍କ ସୂଚନା ପ୍ରଯୁକ୍ତି ଆଇନର ଧାରା ୭୯(୩)(ଖ)ରେ ବର୍ଣ୍ଣନା […]

Read More Text.

ଆବାସ ସର୍ଭେ କରିବାକୁ ଗାଁକୁ ଯାଇଥିଲେ ଡବ୍ଲୁଇଓ, ମରଣାନ୍ତକ ଆକ୍ରମଣ କଲେ ୨ ଯୁବକ

ଉଦଳା: ଗାଁକୁ ଆବାସ ସର୍ଭେ କରିବାକୁ ଯାଇଥିଲେ ସରକାରୀ ଅଧିକାରୀ । ହେଲେ ତାଙ୍କ ସହ ଗାଁରେ ଏମିତି କିଛି ଘଟିବ ସେ ଭାବିନଥିଲେ । ଡବ୍ଲୁଇଓଙ୍କ ଉପରେ ଅଶାଳୀନ ଗାଳିଗୁଲଜ ସହ ନିର୍ଘାତ ମାଡ଼ ବର୍ଷିଥିଲା । ଠୋ ଠୋ ଚାପୁଡ଼ା ସାଙ୍ଗକୁ ତଣ୍ଟି ଚିପିଦେଲେ ଡବ୍ଲୁଇଓଙ୍କର । ଏଭଳି ଅଭାବନୀୟ ଘଟଣା ଗୋପବନ୍ଧୁ ନଗର ବ୍ଲକ ଆରପଟା ଗାଁରେ ଘଟିଛି । ଆବାସ ସର୍ଭେ କରିବାକୁ ଯାଇଥିଲେ, ହେଲେ ଅଚାନକ ଦୁଇ ଯୁବକ କରିଲେ ମରଣାନ୍ତକ […]

Read More Text.

ନବ ଦାସ ହତ୍ୟା ମାମଲା, କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ର ଅନୁଧ୍ୟାନ

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ଚାଲିଛି କ୍ରାଇମବ୍ରାଞ୍ଚର ଖୋଳତାଡ଼ । କ୍ରାଇମ ସ୍ପଟ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ ଅନୁଧ୍ୟାନ ଆରମ୍ଭ କରିଛି । ବ୍ରଜରାଜନଗର ଗାନ୍ଧୀ ଛକରେ କ୍ରାଇମ ସ୍ପଟ୍‌ ଦେଖି ତଦନ୍ତ କରିଛି ଟିମ୍‌ । ସେପଟେ ଗତକାଲି ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା କରିଥିବାବେଳେ ମୀନତିଙ୍କୁ ୩ ଘଣ୍ଟା ପଚରା ଉଚରା କରିଛି କ୍ରାଇମ୍‌ବ୍ରାଞ୍ଚର ୨ ଜଣିଆ ଦଳ। […]

Read More Text.

ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ ହୋହାଲ୍ଲା, ଗୃହରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ

ଭୁବନେଶ୍ୱର : ବିଧାନସଭାରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ଗୃହ ମଧ୍ୟଭାଗରେ ନାରାବାଜି । ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ ହୋହାଲ୍ଲା ।  ପ୍ରଶ୍ନକାଳରେ ମନ୍ତ୍ରୀ ଉତ୍ତର ରଖୁଥିବା ବେଳେ କଂଗ୍ରେସ ସଦସ୍ୟମାନେ ହୁଇସିଲ ବଜାଇ ପ୍ରତିବାଦ ଜଣାଇଥିଲେ ।  ହୁଇସିଲ ବଜାଇବାରୁ ବିରତ ରହିବାକୁ ବାଚସ୍ପତି ସୁରମା ପାଢ଼ୀ ନିବେଦନ କରିଥିଲେ ।  ତେବେ କଂଗ୍ରେସ ବିଧାୟକମାନେ ଏଥିରୁ ନିବୃତ୍ତ ରହିନଥିଲେ ।  ନାରୀ ସୁରକ୍ଷା ପ୍ରସଙ୍ଗରେ ହଟ୍ଟଗୋଳ […]

Read More Text.

ଦିଲ୍ଲୀର ୩ ମନ୍ଦିର ଉପରେ ବୁଲଡୋଜର ଆକ୍ସନ ବନ୍ଦ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦିଲ୍ଲୀର ତିନିଟି ମନ୍ଦିର ଉପରେ ବୁଲଡୋଜର ଚଳାଇବା ବିରୋଧରେ ଆଗତ ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି । ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ ଦିଲ୍ଲୀ ହାଇକୋର୍ଟ ଯିବାକୁ କହିଛନ୍ତି। ବିଳମ୍ବିତ ରାତିରେ ଦାୟର କରାଯାଇଥିବା ଆବେଦନକୁ ଏକ ସ୍ୱତନ୍ତ୍ର ଅନୁରୋଧରେ ସକାଳେ ତିନି ଜଣ ବିଚାରପତିଙ୍କ ଖଣ୍ଡପୀଠ ସମ୍ମୁଖରେ ତାଲିକାଭୁକ୍ତ କରାଯାଇଥିଲା। ଖଣ୍ଡପୀଠର ନେତୃତ୍ୱ ନେଉଥିବା ବିଚାରପତି ବିକ୍ରମ ନାଥ ପ୍ରଥମେ ଆବେଦନକାରୀଙ୍କ ଓକିଲ ବିଷ୍ଣୁ ଶଙ୍କର ଜୈନଙ୍କୁ କହିଥିଲେ ଯେ ଶୁଣାଣି ଅପରାହ୍ନ […]

Read More Text.

ବେଆଇନ ସମ୍ପତ୍ତି ଠୁଳ ଅଭିଯୋଗ, ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ ଗିରଫ

କେନ୍ଦୁଝର: ରାଜା ଚକ୍ରଙ୍କ ସହଯୋଗୀ ଗିରଫ । ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି । ସୁଶାନ୍ତଙ୍କୁ ଆଜି କୋର୍ଟ ଚାଲାଣ ପରେ ରିମାଣ୍ଡ ଆବେଦନ କରିପାରେ ଇଓଡବ୍ଲୁ । ସେପଟେ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନବୋନ୍ମେଷ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ “ନବୋନ୍ମେଷ – ନବସୃଜନର ନୂତନ ଅଧ୍ୟାୟ” ନାମକ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ପି.ଏମ୍‌ ଉଷା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟର ମିଡ଼ିଆ କ୍ଲବ୍‌ ଓ ରିସର୍ଚ୍ଚ୍‌ କ୍ଲବ୍‌ର ମିଳିତ ସହଯୋଗରେ ଦୁଇଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ “ପୋଷ୍ଟର”, “ରିଲ୍‌ସ୍‌” ଓ “ମଡେଲ/ପ୍ରୋଟୋଟାଇପ୍‌” ଆଦି ପ୍ରତିଯୋଗିତା ସ୍ନାତକ ଓ ସ୍ନାତକୋତ୍ତର ଭିନ୍ନ ଭିନ୍ନ ବର୍ଗରେ ଅନୁଷ୍ଠିତ ହୋଇଥିଲା । ପୋଷ୍ଟର ପ୍ରତିଯୋଗିତାରେ ସମୁଦାୟ ୪୯ […]

Read More Text.

ପେଟ୍ରୋଲ ଟ୍ୟାଙ୍କର ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ

ଆଗରପଡ଼ା :ପେଟ୍ରୋଲ ଟ୍ୟାଙ୍କର ଧକ୍କାରେ ସାଇକେଲ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଭଦ୍ରକ-ଆନନ୍ଦପୁର ୫୩ନମ୍ବର ରାଜ୍ୟ ରାଜପଥର ବନ୍ତ ଥାନା ଅଧୀନ ଶ୍ରୀବନ୍ତପୁର ନିକଟରେ ନିକଟସ୍ଥ ଚାଇଁପୁର ଗାଁର ଶରତ ଯେନା (୫୮) ବ୍ୟବସାୟୀ ନିମନ୍ତେ ନିଜର ସାଇକେଲ ଯୋଗେ ବନ୍ତ ହାଟକୁ ଯାଉଥିବା ସମୟରେ ଆନନ୍ଦପୁର ପଟୁ ଭଦ୍ରକ ଆଡ଼କୁ ଆସୁଥିବା ହିନ୍ଦୁସ୍ଥାନ ପେଟ୍ରୋଲ ଟ୍ୟାଙ୍କରଟି ତାଙ୍କୁ ପଛ ପଟୁ ଧକ୍କା ଦେଇଥିବା ବେଳେ ଶରତଙ୍କର ଘଟଣା ସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଥିଲା । […]

Read More Text.

ବିଦ୍ୟାଳୟ ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତୋଫାବିବି କ୍ଲଷ୍ଟର ଅନ୍ତର୍ଗତ ପାଟକନା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ନିରଞ୍ଜନ ଖିଲାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ପୂର୍ବତନ ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ନେତା ବିଜୟ କୁମାର ଜେନା, ମୁଖ୍ୟ ବକ୍ତା ପୂର୍ବତନ ସିଆରସିସି ତଥା ଶ୍ରୀରାମପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଜେନା,ସମ୍ମାନୀତ ଅତିଥି ଭାବେ ଗୋପିନାଥପୁର କ୍ଲଷ୍ଟର ସିଆରସିସି ପ୍ରଫୁଲ୍ଲ ସାହୁ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ […]

Read More Text.

ବିଶ୍ୱ ଖାଉଟି ଅଧିକାର ଦିବସ ପାଳିତ

ଆଗରପଡ଼ା :ଭଦ୍ରକ ଜିଲ୍ଲା ବରପଦା ଠାରେ ଥିବା କେକେଆର ମହିଳା ମହାବିଦ୍ୟାଳୟରେ ରାଜ୍ୟ ଉପଭୋକ୍ତା ମହିଳା ମହାସଂଘ ଓ ଜିଲ୍ଲା ଓଜନ ଓ ମାପ ନିୟନ୍ତ୍ରକ ବିଭାଗ ଆନୁକୁଲ୍ୟରେ ବିଶ୍ୱ ଖାଉଟି ଅଧିକାର ଦିବସ ପାଳିତ ହୋଇଯାଇଅଛି । ଜିଲ୍ଲା କୋର୍ଟର ଆଇନଜୀବୀ ବସନ୍ତ ଖିଲାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଯୋଗାଣ ଅଧିକାରୀ ଲିଙ୍ଗରାଜ ବେହେରା ଯୋଗଦେଇ ଖାଉଟିର ଅଧିକାର ସମ୍ବନ୍ଧରେ ଆଲୋଚନା କରି ଯୋଗାଣ ବିଭାଗରେ ଯଦି କିଛି ଠକାମୀର […]

Read More Text.