ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ ତାର ; ଚାଲିଗଲା ୪ ଜୀବନ, ଜଣେ ଗୁରୁତର

ନୂଆଦିଲ୍ଲୀ : ଦିଲ୍ଲୀ ନୋଏଡ଼ାରେ ଭୟାବହ ଦୁର୍ଘଟଣା । ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଲୋକେ ରାସ୍ତାରେ ଯାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ଛିଡ଼ି ପଡ଼ିଲା ୧୧ କେଭି ତାର । ଏହି ଅଘଟଣରେ ୫ ଜଣ ଗୁରୁତର ଭାବେ ଆହତ ହୋଇ ପୋଡ଼ିଯାଇଛନ୍ତି । କରେଣ୍ଟ ଆଘାତରେ ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି […]

Read More Text.

ବିନା ଟାହିଆରେ ବଡ଼ଦାଣ୍ଡକୁ ଆସିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ !, ଅବହେଳାକୁ ନେଇ ପ୍ରଶ୍ନବାଚୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେହି ବିଶ୍ୱମୋହିନୀ ‘ପହଣ୍ଡି ବିଜେ’ ସମ୍ପୂର୍ଣ୍ଣ ରୂପେ ବିନା ‘ଟାହିଆ’ (ପାରମ୍ପରିକ ଫୁଲ ମୁକୁଟ) ରେ ଅନୁଷ୍ଠିତ ହୋଇଛି ।  କାଳିଆ ସାଆନ୍ତ ଆଜି ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସାଧାରଣତଃ ପହଣ୍ଡି ସମୟରେ ପ୍ରବଳ ଭିଡ଼ କିମ୍ବା ମହାପ୍ରଭୁଙ୍କ ଝୁଲଣ ଗତି ଯୋଗୁଁ ଟାହିଆ ଭାଙ୍ଗିଯିବାର ନଜିର ରହିଛି ।  ମାତ୍ର ଆଜିର ଘଟଣା ସମ୍ପୂର୍ଣ୍ଣ ଭିନ୍ନ ଥିଲା ।  ସୂଚନା ଅନୁଯାୟୀ, ଆଜି ପହଣ୍ଡିର […]

Read More Text.

ରଥଯାତ୍ରାରେ ଶ୍ୱାସରୁଦ୍ଧ ହୋଇ ୨ ଭକ୍ତଙ୍କ ମୃତ୍ୟୁ

ପୁରୀ :  ଏକ ଦୁର୍ଭାଗ୍ୟଜନକ ଘଟଣାରେ, ଆଜି ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଅସୁସ୍ଥ ହୋଇପଡ଼ିଛନ୍ତି ।  ରିପୋର୍ଟ ଅନୁଯାୟୀ, ଆଜି ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀଙ୍କ ରଥ ମହୋତ୍ସବ ଦେଖିବା ପାଇଁ ପୁରୀର ଗ୍ରାଣ୍ଡ ରୋଡରେ ଲକ୍ଷ ଲକ୍ଷ ଭକ୍ତ ଏକାଠି ହୋଇଛନ୍ତି । ପ୍ରବଳ ଭିଡ ମଧ୍ୟରେ ମଧ୍ୟରୁ ଅନେକ ଶ୍ୱାସରୁଦ୍ଧ ଯୋଗୁଁ ଅସୁସ୍ଥ ହୋଇପଡ଼ିଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କ […]

Read More Text.

୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ବାପା

ଉଦଳା:ମୟୂରଭଞ୍ଜ ଜିଲ୍ଲାରେ ହୃଦୟବିଦାରକ ଘଟଣା ଘଟିଛି । ୪ ବର୍ଷର ଜନ୍ମ କଲା ପୁଅକୁ କଟୁରୀରେ ହାଣି ହତ୍ୟା କଲେ ବାପା। ଏହି ଅଭାବନୀୟ ଘଟଣା ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି । ମୃତ ନାବାଳକଙ୍କ ନାମ ଦୁମ୍ବି ସିଂ ବୋଲି ଜଣାପଡ଼ିଛି । ଅଭିଯୋଗ ଅନୁସାରେ, ବାପା ସୋହନ ସିଂ କୌଣସି କାରଣରୁ ଉତ୍ତ୍ୟକ୍ତ ହୋଇ କଟୁରୀରେ ପୁଅକୁ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ ହିଁ ଶିଶୁଟିର ମୃତ୍ୟୁ ହୋଇଥିଲା । ଏତିକିରେ […]

Read More Text.

ନୂତନ ପୋଲିସ ଜିଲ୍ଳାରେ ଟ୍ରାଫିକ ୟୁନିଟର ଶୁଭାରମ୍ଭ

ବାରିପଦା: ଆଜି ରାଇରଙ୍ଗପୁର ନୂତନ ପୋଲିସ ଜିଲ୍ଲା ରେ ଟ୍ରାଫିକ ୟୁନିଟର କାର୍ଯ୍ୟକ୍ଷମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ଏକ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାନ୍ୟବର ସାଂସଦ ଶ୍ରୀ ନବ ଚରଣ ମାଝୀ ଓ ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀ ଜଲେନ ନାଏକ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, […]

Read More Text.

ଉଦଯାପିତ ହେଲା ଫୁଟବଲ୍ ଦକ୍ଷତା ବୃଦ୍ଧି କର୍ମଶାଳା, ପ୍ରଶିକ୍ଷକଙ୍କୁ ମିଳିଲା କ୍ରୀଡ଼ା ଉପକରଣ

ବାରିପଦା :ଟାଟା ଟ୍ରଷ୍ଟସ୍‌ର ସହଯୋଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ୍ ଏକାଡ଼େମୀ ଦ୍ୱାରା ଆୟୋଜିତ ତିନିଦିନିଆ ‘ଆରମ୍ଭ’ ମଲ୍ଟି-ସ୍ପୋର୍ଟସ୍ ପ୍ରୋଗ୍ରାମ ଅନ୍ତର୍ଗତ ଫୁଟବଲ୍ ଦକ୍ଷତା ବୃଦ୍ଧି କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି I ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାରାଣୀ ରଶ୍ମୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ପ୍ରଶିକ୍ଷକ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିବା ସହ ଭବିଷ୍ୟତରେ ମୟୁରଭଞ୍ଜ ଫୁଟବଲର ପୂର୍ବ ଗୌରବ ଫେରିଆସିବ ବୋଲି ଆଶାପୋଷଣ କରିଥିଲେ I ସମ୍ମାନିତ ଅତିଥି ଜିଲ୍ଲା କ୍ରୀଡା ଅଧିକାରୀ ଡ଼ଃ ସୁଭାଶିଷ […]

Read More Text.

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା, ବଦଳିଗଲା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ର ନିୟମ

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା । ଆସୁଛି ନୂଆ ‘ସୁପର ସିରିଜ୍’ ଓ ‘ସୁପର ସେଭେନ୍’ ଫର୍ମାଟ୍। କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର! ଆସନ୍ତା ୨୦୨୭ ଦିନିକିଆ ବିଶ୍ବକପକୁ ଅଧିକ ରୋମାଞ୍ଚକର, ସଂଘର୍ଷପୂର୍ଣ୍ଣ ଏବଂ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ କରିବା ପାଇଁ ICC ଏକ ବଡ଼ ନିଷ୍ପତ୍ତି ନେଇଛି। ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବ୍ୟା ଦ୍ୱାରା ମିଳିତ ଭାବେ ଆୟୋଜନ ହେବାକୁ ଥିବା ଏହି ୧୪-ଟିମ୍ ବିଶିଷ୍ଟ ମେଗା ଟୁର୍ଣ୍ଣାମେଣ୍ଟରେ ଏଥର […]

Read More Text.

ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍‌ ହୁଣ୍ଡି ‘ସମର୍ପଣ ଆପ୍‌’

ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି ‘ସମର୍ପଣ’ର ଶୁଭାରମ୍ଭ କରିଛନ୍ତି । ଏହି ଐତିହାସିକ ପଦକ୍ଷେପଟି ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଅଧୀନରେ ଥିବା ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର (OCAC) ଏବଂ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ […]

Read More Text.

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ପୋଲିସ ସମନ୍ ଜାରି କରିଛି।ପୋଲିସ ପକ୍ଷରୁ ଜାରି ସମନ୍‌ରେ ଉଭୟ ଅଧିକାରୀଙ୍କୁ ତଦନ୍ତକାରୀ ଅଧିକାରୀ (IO)ଙ୍କ ସମ୍ମୁଖରେ ତିନି ଦିନ ମଧ୍ୟରେ ହାଜର ହେବାକୁ କୁହାଯାଇଛି। ସିଏମଓରୁ ଫାଇଲ୍ ନ ମିଳିବା ଘଟଣାର ପ୍ରକୃତ […]

Read More Text.

ଆମେରିକାର ବଡ଼ ଚେତାବନୀ! ରୁଷଠାରୁ ତେଲ କିଣିଲେ ୧୦୦% ଟାରିଫ୍ ଦେବ

ନୂଆଦିଲ୍ଲୀ: ରୁଷରୁ ଅଶୋଧିତ ତେଲ କିଣୁଥିବା ଦେଶମାନଙ୍କ ବିରୋଧରେ ଆମେରିକା ନେଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ। କାରଣ ଆମେରିକୀୟ ସିନେଟରେ ଏକ ସଂଶୋଧିତ ବିଲ୍ ଉପସ୍ଥାପନ ହୋଇଛି, ଏଥିରେ ରୁଷରୁ ତେଲ ଓ ଗ୍ୟାସ୍ କିଣୁଥିବା ଦେଶ ଉପରେ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍ ଲଗାଇବାକୁ ପ୍ରସ୍ତାବ ଦିଆଯାଇଛି। ଆଉ ଋଷ ଠାରୁ ତେଲ କିଣୁଥିବା ଦେଶଗୁଡ଼ିକ ତାଲିକାରେ ଭାରତ, ଚୀନ, ହଙ୍ଗେରୀ, ସ୍ଲୋଭାକିଆ ଓ ଆଜରବୈଜାନ ଭଲି ଦେଶ ରହିଛନ୍ତି। ତେବେ କଣ ରହିଛି ଏହି ବିଲରେ? […]

Read More Text.