୬୦.୬୧ ସ୍କୋର୍ ସହ ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି । ୬୦.୬୧ ସିଇପିଆଇ ସ୍କୋର୍ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି । ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ୨୦୧୮ ମସିହାରେ ପ୍ରକାଶିତ ଏକ ରିପୋର୍ଟ […]
Read More Text.