ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ହେବ ନବୋନ୍ମେଷ-ନବସୄଜନ ନାମକ ପ୍ରତିଯୋଗିତା
ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଆସନ୍ତା ୧୮-୦୩-୨୦୨୫ ଠାରୁ ୧୯-୦୩-୨୦୨୫ ପର୍ଯ୍ୟନ୍ତ “ନବୋନ୍ମେଷ – ନବସୃଜନର ନୂତନ ଅଧ୍ୟାୟ” ନାମକ ଏକ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଅଛି । ଭାରତ ସରକାରଙ୍କ ପି.ଏମ୍ ଉଷା କାର୍ଯ୍ୟକ୍ରମର ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟର ମିଡ଼ିଆ କ୍ଲବ୍ ଓ ରିସର୍ଚ୍ଚ୍ କ୍ଲବ୍ର ମିଳିତ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ “ପୋଷ୍ଟର”, “ରିଲ୍ସ୍” ଓ “ମଡେଲ/ପ୍ରୋଟୋଟାଇପ୍” ଆଦି ପ୍ରତିଯୋଗିତା ସ୍ନାତକ ଓ ସ୍ନାତକୋତ୍ତର ଭିନ୍ନ ଭିନ୍ନ ବର୍ଗରେ ଅନୁଷ୍ଠିତ ହେବ […]
Read More Text.