ଯଦି ହିନ୍ଦୀକୁ ବିରୋଧ କରୁଛ ନିଜ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବ୍ କରୁଛ କାହିଁକି ?: ପବନ କଲ୍ୟାଣ

ହାଇଦ୍ରାବାଦ : ଜନସେନା ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ତାମିଲନାଡୁର ରାଜନେତାଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ନେତାମାନେ ହିନ୍ଦୀକୁ ବିରୋଧ କରନ୍ତି, ତଥାପି ଆର୍ଥିକ ଲାଭ ପାଇଁ ତାମିଲ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବିଂ କରିବାକୁ ଅନୁମତି ଦିଅନ୍ତି । ମୁଁ ବୁଝିପାରୁନାହିଁ କାହିଁକି କିଛି ଲୋକ ସଂସ୍କୃତକୁ ସମାଲୋଚନା କରନ୍ତି । ତାମିଲନାଡୁର ରାଜନେତାମାନେ କାହିଁକି ହିନ୍ଦୀକୁ ବିରୋଧ କରୁଛନ୍ତି ଏବଂ ଆର୍ଥିକ ଲାଭ ପାଇଁ ସେମାନଙ୍କ ଚଳଚ୍ଚିତ୍ରକୁ […]

Read More Text.

ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୋଟେ ପଟେ ହୋଲି ସେଲିବ୍ରେସନ ଚାଲିଥିବା ବେଳେ ସେପଟେ ରାଜଧାନୀ ଭୁବନେଶ୍ଵରରେ ଗଡିଛି ଦୁଇ ଦୁଇଟି ମୁଣ୍ଡ । ମଞ୍ଚେଶ୍ଵର ସମେଇଗାଡିଆରେ […]

Read More Text.

ପାନକାର୍ଡ ପରି ଏବେ ଆଧାର ସହ ଲିଙ୍କ ହେବ ଭୋଟର ଆଇକାର୍ଡ

ନୂଆଦିଲ୍ଲୀ: ନିର୍ବାଚନୀ ପାରଦର୍ଶିତା ବଢାଇବା ଉଦ୍ଦେଶ୍ୟରେ ଏବେ ଭୋଟର ଆଇଡିକୁ ଆଧାର ସହ ସଂଯୋଗ କରିବା ପ୍ରକ୍ରିୟା ଜୋରଦାର କରାଯାଇଛି । ପାନକାର୍ଡ ପରି ଏବେ ଭୋଟ ପରିଚୟ ପତ୍ରକୁ ମଧ୍ୟ ଆଧାର ସହ ସଂଯୋଗ କରିବା ଯୋଜନା ଉପରେ ନିର୍ବାଚନ ଆୟୋଗ ଗମ୍ଭୀରତାର ସହ କାମ କରୁଛନ୍ତି । ଏହି କ୍ରମରେ ଆଗାମୀ ସପ୍ତାହରେ ନିର୍ବାଚନ ଆୟୋଗଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି । ଏଥିରେ ଗୃହ ମନ୍ତ୍ରଣାଳୟ, ଆଇନ ମନ୍ତ୍ରଣାଳୟ ଓ ଆଧାର ଜାରି […]

Read More Text.

୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ ଦେଖି ଖସି ପଳାଇଥିଲେ। କ.ନୂଆଗାଁ ଥାନା ଅଧିକାରୀ ଅଶୋକ ହାଁସଦା ଙ୍କ ନେତୃତ୍ୱରେ ଏକ ଟିମ ସଅବାଲି ଜଙ୍ଗଲରେ ଚଢ଼ାଉ କରିଥିଲା। ଏହି ଚଢାଉ ବେଳେ ଘଟଣାସ୍ଥଳରୁ […]

Read More Text.

ଆମେରିକାରେ ପାକିସ୍ତାନୀଙ୍କ ଏଣ୍ଟ୍ରି ହେବ ବ୍ୟାନ, ଲିଷ୍ଟରେ ଅଛନ୍ତି ୪୧ ଦେଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ଦିନଠୁ ବେଆଇନ ପ୍ରବାସ ପ୍ରସଙ୍ଗରେ କଠୋଇ ଆଭିମୁଖ୍ୟ ପୋଷଣ କରିଆସୁଛନ୍ତି । ବେଆଇନ ପ୍ରବାସୀଙ୍କୁ ବିମାନରେ ବସାଇ ଦେଶରୁ ବିତାଡିତ କରିବାରେ ଲାଗିଛନ୍ତି । ଏବେ ଆମେରିକାରେ ଅବୈଧ ପ୍ରବାସ ରୋକିବାକୁ ଆଉ ଏକ ବଡ ଆକ୍ସନ ନେବାକୁ ଯାଉଛନ୍ତି ଟ୍ରମ୍ପ ପ୍ରଶାସନ । ଡୋନାଲ୍ଡ ଟ୍ରମ୍ପ ୪୧ଟି ଦେଶ ଉପରେ ଯାତ୍ରା ବ୍ୟାନ୍ ଲଗାଇବାକୁ ବିଚାର କରୁଛନ୍ତି । ଏହି ଲିଷ୍ଟରେ ପାକିସ୍ତାନ, ଭୁଟାନ, ବେଲାଋଷ, ତୁର୍କମେନିସ୍ତାନ […]

Read More Text.

ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ

କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ। ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ କୌଣସି ଉପାନ୍ତ ଅଞ୍ଚଳ କି ବିଦେଶ ନୁହେଁ, ଏ ହେଉଛି ଭାଇଚାରାର ସହର ସିଲଭର ସିଟି କଟକ, ଯେଉଁଠି ରଙ୍ଗ ନୁହେଁ ବରଂ ଫୁଲରେ ହୋଲି ପର୍ବ ପାଳନ କରାଯାଏ । ସବୁଠୁ ରୋଚକ […]

Read More Text.

ବିହାରରେ ହୋଲି ଉତ୍ସବ ପାଳନ ବେଳେ ବିଭିନ୍ନ ସ୍ଥାନରେ ୧୯ ମୃତ

ପାଟନା : ବିହାରରେ ହୋଲି ଉତ୍ସବ ପାଳନ ବେଳେ ଦୁର୍ଘଟଣାର ଖବର ଆସୁଛି। ବିଭିନ୍ନ ଦୁର୍ଘଟଣାରେ ୧୯ ଜଣଙ୍କ ମୃତ୍ୟୁ ହୋଇଛି। ସବୁଠୁ ଅଧିକ ମୃତ୍ୟୁ ମଧୁବନୀ ଓ ବେଗୁସରାୟରେ ହୋଇଛି। ଏହି ଦୁଇ ଜିଲ୍ଲାରେ ୪ ଜଣ ଲେଖାଏଁ ଲୋକଙ୍କ ମୃତ୍ୟୁ ହୋଇଛି। ସେହିପରି ମୁଜଫରପୁରେ ୩, ସୁପୌଲରେ ୨ ଓ ସମସ୍ତିପୁରରେ ଜଣକର ମୃତ୍ୟୁ ହୋଇଥିବା ଜଣାପଡିଛି। ବିହାରର ଅନେକ ଜିଲ୍ଲାରେ ଶୁକ୍ରବାର ହୋଲି ପାଳନ ହୋଇଥିଲା ଆଉ କିଛି ଜିଲ୍ଲାରେ ଶନିବାର ଲୋକେ […]

Read More Text.

୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ। ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ହେବାକୁ ଥିବା ସରକାରୀ ଏବଂ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । […]

Read More Text.

ରାଜଧାନୀରେ ଚାଞ୍ଚଲ୍ୟ, ବନ୍ଦ ଘରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ହୋଲିରେ ରାଜଧାନୀରେ ଚାଞ୍ଚଲ୍ୟ । ଭଡା ଘର ଭିତରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ୩୦ ବର୍ଷୀୟ କୁମାର ଜିତେନ ଓ ଜଣେ ମହିଳା । ଜିତେନ ପେଶାରେ ଜଣେ ଡ୍ରାଇଭର ଥିବା ବେଳେ ମହିଳା ଜଣଙ୍କ ନର୍ସ ଭାବେ କାମ କରୁଥିବା ଜଣାଯାଇଛି । ସୂଚନା ଅନୁସାରେ  ଆଜି ସକାଳେ ଉଭୟଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର […]

Read More Text.

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି। ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ଦୁଇ ଦିନିଆ ଗସ୍ତରେ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଅପରପକ୍ଷରେ ସେ ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି […]

Read More Text.