ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଅବସରରେ  ହାର୍ଦ୍ଦିକ ଶୁଭେଚ୍ଛା  ଜଣାଇଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ । ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। ଅନ୍ୟପଟେ ସାରା ରାଜ୍ୟ ଓ ଦେଶର ବିଭିନ୍ନ […]

Read More Text.

ଜଙ୍ଗଲରୁ ମହିଳା ଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର

ବାରିପଦା- ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ତଥା ଚିତ୍ରଡା ଫାଣ୍ଡି ଅଧିନସ୍ତ ଜଗନ୍ନାଥ ମନ୍ଦିର ନିକଟସ୍ଥ ଏକ ଜଙ୍ଗଲରୁ ଜଣେ ମହିଳା ଙ୍କ କ୍ଷତବିକ୍ଷତ ମୃତ ଦେହକୁ ଆଜି ସକାଳୁ ପୋଲିସ ଉଦ୍ଧାର କରିଅଛି l ମୃତକ ଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଟିଆଁସି ଗ୍ରାମର ଦୁର୍ଗା ନାଏକ ଙ୍କ ସ୍ତ୍ରୀ ଖଲି ନାଏକ l ମହିଳା ଜଣକ ଲୋଧା ସମ୍ପ୍ରଦାୟ ର l ସିଏ ଗତକାଲି ଘରୁ କୁଆଡେ ଯାଇ ଆଉ ଘରକୁ ଫେରି […]

Read More Text.

ଦିନବେଳେ ଘରେ ପଶି ବ୍ୟବସାୟୀଙ୍କୁ ହତ୍ୟା କଲା ଦୁବୃତ୍ତ

ବାରିପଦା: ଦିନବେଳେ ଘରେ ପଶି ହତ୍ୟା କଲା ଦୁବୃତ୍ତ l ଏହିଭଳି ଏକ ଚାଞ୍ଚଲ୍ୟକର ଘଟଣା ଆଜି ଦେଖିବାକୁ ମିଳିଅଛି ବାରିପଦା ସହରରେ l ଆଜି ସକାଳ ପାଖାପାଖି ଦଶଟା ସମୟରେ ସହରର ୱାର୍ଡ ନମ୍ବର 3 ଅନ୍ତର୍ଗତ ସ୍ନେହାଶିଷ ପଣ୍ଡା ଓରଫ ଟିକଳୁ ନିଜ ଘରେ ଥିବାବେଳେ ଜଣେ ଦୁବୃତ୍ତ ତାଙ୍କ ଘରକୁ ଆସି ଡାକିଥିଲା l ଏହି ସମୟରେ ଟିକଲୁ ପଣ୍ଡା ଆସି କବାଟ ଖୋଲିବାରୁ ତାଙ୍କୁ ଜଣଙ୍କର ଫୋନ ନମ୍ବର ମାଗିଥିଲା l […]

Read More Text.

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ: ସ୍ଥିତି ଅନୁଧ୍ୟାନ କରୁଛନ୍ତି ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି। ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ […]

Read More Text.

ପୁଣି ମାତିଲେ ସାରଥି ଅନୁଗାମୀ, ଜଗନ୍ନାଥ ଓ ସାରଥୀ ଏକ ବୋଲି ଦାବି କରିଛନ୍ତି ଭକ୍ତ

ଭୁବନେଶ୍ଵର: ସାରଥୀ ପ୍ରେମରେ ପୁଣି ବାଇଆ ହେଲେ ଭକ୍ତ । ଭଜନ କୀର୍ତ୍ତନରେ କମ୍ପୁଛି ସମଗ୍ର ଅଞ୍ଚଳ । ସାରଥୀଙ୍କ ଉପରେ ଥିବା କଟକଣାକୁ ଫୁ କରିଦେଇଛନ୍ତି ସାରଥୀ ଭକ୍ତ । କୋର୍ଟ କଚେରୀରେ ଫସିଥିବା ଭଣ୍ଡ ଅଭିଯୁକ୍ତ ବାବା ସାରଥୀଙ୍କ କ୍ରେଜ୍ ଏବେବି ତାଙ୍କ ଭକ୍ତଙ୍କ ଭିତରେ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ଵର ଏବଂ ଜୟପୁରରେ ଚାଲିଛି ସତସଙ୍ଗ ଓ ସାରଥୀଙ୍କ ପୂଜା। ସେ ବି ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମା ପାଖରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଫଟୋ […]

Read More Text.

ଲଦାଖରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ

ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେକର୍ଡ କରାଯାଇଛି। ଜମ୍ମୁ କାଶ୍ମୀର ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ ଭୂକମ୍ପଟି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ରେ ହୋଇଥିଲା। ଭୂକମ୍ପ ହେବା ମାତ୍ରେ ଭୟଭୀତ ହୋଇ ଲୋକେ ଘରୁ ବାହାରକୁ ପଳାଇଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର ଆସିନି। ଗତକାଲି ଗୁଜୁରାଟର ସୌରାଷ୍ଟ୍ର ଜିଲ୍ଲାର ଆମରେଲି ସହରରେ ମଧ୍ୟ ଭୂକମ୍ପ ଅନୁଭୂତ […]

Read More Text.

ଆଗାମୀ ୫ଦିନ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ପାଇଁ ଓଡ଼ିଶା ରାଜ୍ୟ ପାଇଁ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏକ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି। ପାଣିପାଗ ବିଭାଗ ଏହି ପରିପ୍ରେକ୍ଷୀରେ ଏକ ସତର୍କ ପରାମର୍ଶ ଜାରି କରିଛି। ମଧ୍ୟାହ୍ନରେ ସିଧାସଳଖ ସୂର୍ଯ୍ୟ କିରଣରେ ବାହାରକୁ ନ ଯିବାକୁ ଏବଂ ନିଜକୁ ଜଳୀୟ ଅଂଶ ରଖିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ ବୁଲେଟିନରେ ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରାମା ମହାନ୍ତି କହିଛନ୍ତି ଯେ, […]

Read More Text.

ଏସଟିଏଫର ବଡ ସୂଚନା, କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ

କଟକ: କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ । କଟକରେ ବେଆଇନ ବନ୍ଧୁକ କାରଖାନା ଠାବ ମାମଲାରେ ଏସଟିଏଫ୍ ଡିଆଇଜିଙ୍କ ପ୍ରେସମିଟ୍‌ । ଘଟଣାରେ ଏଯାବତ୍ ୪ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଘର ମାଲିକ ସହ ୪ ଜଣ ଗିରଫ ହୋଇଛନ୍ତି । ଘର ମାଲିକ ଜାଣତରେ ଚାଲିଥିଲା ବନ୍ଧୁକ ବେପାର । ଘର ମାଲିକ କଞ୍ଚାମାଲ ଯୋଗାଉ ଥିଲେ । ମୁଙ୍ଗେର ମିସ୍ତ୍ରୀ ଆସି ତିଆରି କରୁଥିଲା ବନ୍ଧୁକ । ମୁଙ୍ଗେର ସହ ଲିଙ୍କ […]

Read More Text.

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ

ବାଲୁଗାଁ: ଏମିତି ଦୁର୍ଘଟଣା । ଦେଖିଲେ ଛାତି ଥରି ଉଠିବ । ଏକା ସାଥିରେ ହାତ ଧରା ଧରି ହୋଇ ଚାଲିଗଲେ ସ୍ବାମୀ ସ୍ତ୍ରୀ । ସବୁଦିନ ପାଇଁ ଶୋଇଗଲେ ଚିର ନିଦ୍ରାରେ । ସତରେ ମୃତ୍ୟୁ ଏମିତି ବି ଆସେ । ଗୋଟିଏ ଦୁର୍ଘଟଣା ବଦଳାଇ ଦେଲା ଜୀବନର ଗତିପଥ । ସାତ ଜନ୍ମ ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ପରସ୍ପରର ସୁଖରେ ଦୁଃଖରେ ସାଥୀ ହୋଇ ରହିବେ ବୋଲି ଅଗ୍ନିକୁ ସାକ୍ଷୀ ରଖି […]

Read More Text.

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା ଅନୁଯାୟୀ, ଆଜମ ୱାର୍ସାକ ବାଇପାସ୍ ରାସ୍ତାରେ ଥିବା ମୌଲାନା ଅବଦୁଲ ଅଜିଜ୍ ମସଜିଦରେ ଅପରାହ୍ନ ୧ଟା ୪୫ ମିନିଟ୍ ରେ ଏକ ଆଇଇଡି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଜମିୟତ ଉଲେମା ଇସଲାମ-ଫଜଲ (ଜେୟୁଆଇ)ର […]

Read More Text.