ଦିନ ୧ଟା ସୁଦ୍ଧା ସରିବ ହୋଲି ଖେଳ, ମଦ ପିଇ ଖେଳିଲେ ଦୃଢ କାର୍ଯ୍ୟାନୁଷ୍ଠାନ: ଡିସିପି
କଟକ/ ଭୁବନେଶ୍ୱର : ରାତି ପାହିଲେ ହୋଲି ମହୋତ୍ସବ । ଏବେଠୁ ଚାରିଆଡେ ଉଡିଲାଣି ଫଗୁ । ଏଥିପାଇଁ ରାଜ୍ୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏବେ ସଜାଗ ରହିଛି ପୋଲିସ୍ ବାହିନୀ । ଯେଉଁଭଳି କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେଉ, ତାହା ଉପରେ ନଜର ରଖିବା ପାଇଁ ଠାବେ ଠାବେ ଜଗିବେ ପୋଲିସ୍ । ଏଥି ପାଇଁ କଟକ ସହରରେ ମୁତୟନ ହେବେ ୨୨ ପ୍ଲାଟୁନ୍ ପୋଲିସ୍ । ଏ ନେଇ ସୂଚନା ଦେଇଛନ୍ତି କଟକ ଡିସିପି […]
Read More Text.